-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ସଚେତନତା ଶିବିର

17-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର):ସମୀର ଦିବ୍ୟାଙ୍ଗ ଟ୍ରଷ୍ଟ ତରଫରୁ ଏକ ଦିବ୍ୟାଙ୍ଗ  ଅଧିକାର ସଚେତନତା ଶିବିର ବଲାଙ୍ଗିର ଏସଭି ନିଲତାର ସେଟେଲାଟ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବଲାଙ୍ଗିର ପୌର ନିର୍ବାହୀ ଅଧିକାରୀ ବିପିନ୍ ଦୀପ, ସମ୍ମାନିତ ଅତିଥି ଭାବେ ଟାଉନଥାନା ଅଧିକାରୀ ସଂଗ୍ରାମ ପଟ୍ଟନାୟକ, ବଲାଙ୍ଗିର ଜିଲା ଦଳିତ ଅଧିକାର ମଂଚର କାର୍ଯ୍ୟକାରୀ ସଭାପତି ଖଗେଶ୍ୱର ନାଗ, ସମୀର ଦିବ୍ୟାଙ୍ଗ ଟ୍ରଷ୍ଟର ପ୍ରତିଷ୍ଠାତା କୀର୍ତ୍ତନ ଦାସ୍‌, ସଭାପତି ବିଜୟ ଅଗ୍ରୱାଲ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ ପ୍ରମୁଖ ମଂଚାସୀନ ଥିଲେ । ମୁଖ୍ୟଅତିଥି ଶ୍ରୀ ଦୀପ ଆରପିଡବ୍ଲୁଡି ଆଇନ ୨୦୧୬ ଦିବ୍ୟାଙ୍ଗ ଅଧିକାର ଆଇନ ବିଷୟରେ ସୂଚନା ଦେବା ସହ ବଲାଙ୍ଗିର ଜିଲାର ଦିବ୍ୟାଙ୍ଗ ବା ବିକଳାଙ୍ଗ ମାନଙ୍କର ସୁବିଧା ଯୋଗାଇ ଦେବା ପାଇଁ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସାହୁ ତଥା ସମ୍ବଦ୍ଧିୟ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ । ପରିଶେଷରେ ସମୀର ଦିବ୍ୟାଙ୍ଗ ଟ୍ରଷ୍ଟର ମହିଳା ମୋର୍ଚ୍ଚା ସଭାନେତ୍ରୀ ମଂଜୁଲତା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ଧ, ମୂକ, ବଧିର ସଂଗଠନ ନିର୍ତାର ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ପାଟଣାଗଡ, ବେଲପଡା, ଲୋଇସିଂହା, ରାଜ୍ ଆଗଲପୁର ସମେତ ଜିଲାର ବଭିନ୍ନ ବ୍ଲକରୁ ଦିବ୍ୟାଙ୍ଗ ମହିଳା ଓ ପୁରୁଷ ଯୋଗଦେଇଥିବା ବେଳେ ଉପସ୍ଥିତ ସମସ୍ତ ଦିବ୍ୟାଙ୍ଗମାନଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like