-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ତରଭା ବ୍ଲକ ରେ ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ମହୋତ୍ସବ ପାଳିତ*

21-Mar-2025



(ମନୋରଞ୍ଜନ ତ୍ରିପାଠୀ )
 ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ସୁବର୍ଣ୍ଣପୁର ପକ୍ଷରୁ ତରଭା  ବ୍ଳକ୍ ର ବଘିଆ ଗ୍ରାମ ପଞ୍ଚାୟତ ର ସରଧା ପାଲି ଓ ଚାରଭଟା ପଞ୍ଚାୟତ ର କୁଲଥିଆ ପଦର ଗ୍ରାମ ରେ ଜଳ ବିଭାଜିକା ମହୋତ୍ସବ ୨୦୨୫  ପାଳନ କରଯାଇଛି l ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଦେବରାଜ ଦାସ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଶକୁନ୍ତଳା ପୃଷ୍ଟୀ, ବଲାଙ୍ଗିର ଲୋକ ସଭା ସାଂସଦ ପ୍ରତିନିଧି ନରେଶ ଷlଣ୍ଢ, କମସରା ସରପଞ୍ଚ, ପ୍ରୟାସ ଅନୁଷ୍ଠାନ ର ସଂପାଦକ ତଥା ସ୍ବେଛାସେବୀ ଭବାନୀ ପଣ୍ଡା ଯୋଗ ଦେଇଥିଲେ l ସାମ୍ୱାଦିକ ମାନ ଭଞ୍ଜନ ମିଶ୍ର ପ୍ରଥମେ ସମସ୍ତ ଅତିଥି ଓ ଜଳ ବିଭାଜିକା ମୃତ୍ତିକା ସଂରକ୍ଷଣ ରେ ଭାଗ ନେଇଥିବା ଉପସ୍ଥିତ ଚାଷୀ ଙ୍କୁ ଶପଥ ପାଠ କରାଇଥିଲେ l ଜଳ ବିଭାଜିକା ଅଞ୍ଚଳ ରେ ଜନ ସାଧାରଣ ଙ୍କ ମାଧ୍ୟମ ରେ କିଭଳି ପ୍ରାକୃତିକ ସମ୍ପଦ ର ସଂରକ୍ଷଣ ହୋଇ ପାରିବ ସେ ବିଷୟ ରେ ବିସ୍ତାର ଭାବରେ ବୁଝାଇ ଥିଲେ l ସମସ୍ତ ଅତିଥି  ଙ୍କ ଦ୍ବାରା କ୍ଷେତ ପଖୋରୀ ଖନନ ପାଇଁ ଭୂମି ପୂଜନ,  ନୂତନ ପ୍ରକଳ୍ପ ର ଲୋକାର୍ପଣ ,  ବୃକ୍ଷ ରୋପଣ କରାଯାଇଛି l ଭାରତ ସରକାର ଙ୍କ ସଚେତନତା ରଥ ରେ ସିନେମା ପ୍ରଦର୍ଶନ କରଯାଇଥିଲା l ଉଭୟ ଗ୍ରାମ ର ୧୮ ଜଣ ଜଳ ବିଭାଜିକା ମାର୍ଗ ଦର୍ଶକ ଙ୍କୁ ଓ ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l କାର୍ଯ୍ଯ କ୍ରମ ପରେ ତୁଷୁରା ର ଘୁଡୁକା ନାଚ ଓ ତରଭା କଳାକାର ମାନଙ୍କ ଦ୍ଵାରା ଡାଲଖାଇ ନାଚ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା l ଶେଷରେ ଏ ଇ ସି ପବିତ୍ର ମୋହନ ନେଗି ଧନ୍ୟବାଦ୍ ଅର୍ପଣ କରିଥିଲେ l ଦିଲ୍ଲୀପ କୁମାର ସାଆ, ବିନାୟକ ମିଶ୍ର, ସଞ୍ଜୀବ ପଣ୍ଡା, ଆଲବର୍ଟ ସୁରିଜ, ଓ ସହକାରୀ ପ୍ରକଳ୍ପ ନିର୍ଦେଶକ ମୌସୁମୀ ମହନ୍ତ କାର୍ଯ୍ଯ କ୍ରମ ଅୟୋଜନ ରେ ସହଯୋଗ କରିଥିଲେ l ଉଭୟ ଗ୍ରାମ ମହୋତ୍ସବ ରେ ହଜାର ହଜାର ଚାଷୀ ସ୍ଵୟଂ ସହାୟିକା ଗୋଷ୍ଠୀ ଯୋଗ ଦେଇ ଜଳ ଓ ମୃତ୍ତିକା ସଂରକ୍ଷଣ ପାଇଁ ଶପଥ ପାଠ ରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like