-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ଭୁବନେଶ୍ଵର ମିଳିତ ଗୋ ରକ୍ଷା ସମାବେଶ ରେ ଯୋଗଦେଲା ହିନ୍ଦୁ ମହାସଂଘ*

21-Mar-2025



(ମିହିର ଶଙ୍କର ପାତ୍ର)
ଓଡ଼ିଶା ରେ ଗୋ ହତ୍ୟା ନିଷେଧ ପାଇଁ ବିଶ୍ବହିନ୍ଦୁ ପରିଷଦ ର ଆହ୍ବାନ କ୍ରମେ ବିଭିନ୍ନ ହିନ୍ଦୁ ସଙ୍ଗଠନ ର ମିଳିତ ସମାବେଶ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ପିନ ନିକଟରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଓଡ଼ିଶା ହିନ୍ଦୁ ମହାସଂଘ ମଧ୍ୟ ସକ୍ରୀୟ ଭାବେ ଅଂଶଗ୍ରହଣ କରିଥିଲା। ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ, ଉପାଧ୍ୟକ୍ଷ ପ୍ରବାଳ ରଞ୍ଜନ ବାରିକ, ଓଡ଼ିଶା ଅଧ୍ୟକ୍ଷ ଶରତ ପରିଡ଼ା, ଆଇନ୍ ପରାମର୍ଶଦାତା କରୁଣ ନାୟକ, ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ, ଭବାନୀ ବାହିନୀ ଅଧ୍ୟକ୍ଷା ଜୟଶ୍ରୀ ନାୟକ, କାର୍ଯ୍ୟକାରୀ ଅଧ୍ୟକ୍ଷା ଯୁବ ହିନ୍ଦୁ ମହାସଂଘ ଦକ୍ଷିଣ ଓଡ଼ିଶା ପ୍ରମୁଖ ସ୍ୱାଗତିକା ସାମନ୍ତରାୟ, ଯାଜପୁର ପ୍ରମୁଖ ବିଶ୍ବଜିତ ଦାସ , ପୁରୀ ପ୍ରମୁଖ ବାଲୁଙ୍କେଶ୍ବର ମହାପାତ୍ର, ଲକ୍ଷ୍ମୀ ପ୍ରୀୟା ମହାପାତ୍ର,ପ୍ରଜ୍ଞା ରାଣୀ ନାୟକ, ପ୍ରଦିପ ସାହୁ ଏବଂ ଅନେକ ହିନ୍ଦୁ ମହାସଂଘ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । ଆଗାମୀ ଦିନରେ ସମାନ ବିଚାର ରଖୁଥିବା ସଂଗଠନ ମାନଙ୍କର ସହ ଗୋ ରକ୍ଷା କରାଯିବ ବୋଲି ସାଧାରଣ ଉମାକାନ୍ତ ବିଷୟୀ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like