-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ନେଇ ରାଜନୈତିକ ଦଳମାନଙ୍କ ସହିତ ବୈଠକ:

21-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଣିକ ଅନୁଯାୟୀ ପ୍ରତ୍ୟେକ ରାଜନୈତିକ ଦଳ ଦ୍ୱାରା ପ୍ରତି ବୁଥ୍ ରେ ବୁଥ୍ ସ୍ତରୀୟ ଏଜେଣ୍ଟ ନିଯୁକ୍ତି ପ୍ରକିୟା ଆରମ୍ଭ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏଥିପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳମାନଙ୍କ ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ମିନି ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।  ନିର୍ବାଚନରେ ସ୍ୱଚ୍ଛତା ପାଇଁ ନିର୍ଭୁଲ ଭୋଟର ତାଲିକାର ଭୂମିକା ବିଷୟରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଲୋକପାତ କରିଥିଲେ । ଜିଲ୍ଲାର ପ୍ରତି ବୁଥରେ ରାଜନୈତିକ ଦଳଙ୍କ ଦ୍ଵାରା ବିଏଲଏ ନିଯୁକ୍ତି କରିବା ପ୍ରକ୍ରିୟା ନେଇ ଫର୍ମ ୧ ଓ ଫର୍ମ ୨ ବିଷୟରେ  ଜିଲ୍ଲାପାଳ ଶ୍ରୀମତୀ ଦାସ ବୁଝାଇଥିଲେ। ଭୋଟର ତାଲିକାରେ ଯୋଗ, ବିୟୋଗ , ସଂଶୋଧନ, ସ୍ଥାନାନ୍ତର ଆଦି ପାଇଁ ବିଏଲଏ ମାନେ ବିଏଲଓ ମାନଙ୍କ ସହ ମିଶି କାର୍ଯ୍ୟ କରିବା ଉପରେ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ବୁଝାଇ ଦିଆଯାଇଥିଲା। କାର୍ଯ୍ୟକ୍ରମର ସଂଯୋଜକ ଡେପୁଟୀ କଲେକ୍ଟର ତଥା ନିର୍ବାଚନ ଶାଖା ଅଧିକାରୀ ଯଶସ୍ବିନୀ ପୋଥାଳ ବୈଠକର ଆଭିମୁଖ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରି   ବୈଠକରେ ଉପସ୍ଥିତ ସମସ୍ତ ଦଳୀୟ କର୍ମକର୍ତ୍ତା ମାନଙ୍କୁ ନିର୍ଦ୍ଧାରିତ ଫର୍ମ ଯୋଗାଇ ଦେଇଥିଲେ। ନିର୍ବାଚନ କମିଶନ ଓ ଭାରତର ଏକକ ପରିଚୟ ପତ୍ର ପ୍ରକରଣ ଅଧିକରୀଙ୍କ ମଧ୍ୟରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସହ‌ମତି କ୍ରମେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ଲିଙ୍କ୍ କରଯିବା କାର୍ଯ୍ୟକ୍ରମ ବିଷୟରେ  ସୂଚନା ପ୍ରଦାନ କରାଯାଇଥିଲା। ବୈଠକରେ ଉପସ୍ଥିତ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଙ୍କୁ ଆଗାମୀ ୧୫ ଦିନ ମଧ୍ୟରେ ବି ଏଲ ଏ ନିଯୁକ୍ତ ପକ୍ରିୟାକୁ ସମ୍ପୂର୍ଣ୍ଣ କରିବାକୁ କୁହାଯାଇଛି। ବୈଠକରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ସୁଶାନ୍ତ କୁମାର ପଣ୍ଡା,ଭାରତୀୟ ଜନତା ପାର୍ଟି ର ସୁକାନ୍ତ କୁମାର ସାହୁ, ବିଜୁ ଜନତା ଦଳ ତରଫରୁ କଇଁରୁ ସ୍ୱାଇଁ, ଆପ ତରଫରୁ ସୁବାସ ବିଶି,ବିଏସପି ତରଫରୁ ସରୋଜ କୁମାର ତାଣ୍ଡି ଙ୍କ ସହ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like