-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଅମ୍ବାଭୋନା ରେ ୩୪ତମ ଭବ୍ୟ ଅଖଣ୍ଡ ନାମଯଜ୍ଞ ଉଦଯାପିତ

21-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅଧିନସ୍ଥ ଅମ୍ବାଭୋନା ସହରା ପଡ଼ା ଠାରେ ବୀର ସୁରେନ୍ଦ୍ର ସାଏ ଆଦିବାସୀ ଯୁବକ ସଂଘ ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସଂକୀର୍ତ୍ତନ୍ୟ ମଣ୍ଡଳୀ ର ୩୪ ତମ ଭବ୍ୟ ୨୪ ପ୍ରହରୀ ଅଖଣ୍ଡ ନାମଯଜ୍ଞ ଉଦଯାପିତ ହୋଇଯାଇଛି।ଏହି ଉପଲକ୍ଷେ ୧୭ ତାରିଖ ସୋମବାର ଚୈତ୍ର ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ମହା କଳସ ଯାତ୍ରା ଓ ଦେବା ଦେବୀ ଙ୍କ ବରଣ ଶୁଭ ଅଧିବାସ କରାଯାଇଥିଲା। ଏହି କଳସ ଯାତ୍ରା ରେ ନୂଆଁ କୁରୁମକେଲ  ସମ୍ପ୍ରଦା ଓ ବିଭିନ୍ନ ସଂକୀର୍ତନ୍ୟ ଦଳ ଯୋଗ ଦେଇ ହଜାର ସଂଖ୍ୟା ରେ ମହିଳା ଓ ଶ୍ରଦ୍ଧାଳୁକଳସ ଯାତ୍ରା ରେ ସାମିଲ ହୋଇଥିଲେ। ଏହା କୃଷ୍ଣ ପକ୍ଷ ତୃତୀୟା ତିଥି ରୁ ଆରମ୍ଭ ହୋଇ ଷଷ୍ଠୀ ତିଥିରେ ପୂର୍ଣ୍ଣାହୁତି ହୋଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀ ରାଧାକୃଷ୍ଣ ମହାପ୍ରଭୁ ଙ୍କ ୨୪ ପ୍ରହରୀ ଅଖଣ୍ଡ ନମଯଜ୍ଞ ରେ ଦର୍ଶନ କରିବା ପାଇଁ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ମାନେ ହଜାର ହଜାର ସଂଖ୍ୟା ରେ ଯୋଗ ଦେଇଥିବା ବେଳେ ସଂକୀର୍ତ୍ତନ୍ୟ ମଣ୍ଡଳୀ ମାନେ ବହୁ ଦୂର ଦୁରାନ୍ତ ରୁ ଆସି ଭଗବାନ ଙ୍କ ମହାମନ୍ତ୍ର ନାମ ଧାରଣ କରି ଗାଁ କୁ ଚୈତନ୍ୟ ମୟ କରିଥିଲେ। ଏହି ନମଯଜ୍ଞ ରେ ମୁଖ୍ୟ ପଣ୍ଡିତ ସୁଦାଂଶୁ ଶେଖର ରଥ, ସହଯୋଗୀ ପଣ୍ଡିତ ପ୍ରକାଶ ରଥ, ବିଦ୍ୟାଧର ଦାଶ, ବିଜୟ ପୂଝାରୀ, କ୍ଷମାନିଧି ପୁଝାରୀ ଓ ମୁକୁନ୍ଦ ଦାଶ ପୂଜା କାର୍ଯ୍ୟ ତୁଲାଇ ଥୁବା ବେଳେ ମୁଖ୍ୟ କର୍ତ୍ତା ପବିତ୍ରମୋହନ ପଧାନ ଓ ତାଙ୍କର ଧର୍ମ ପତ୍ନୀ ତପସ୍ୱିନୀ ପଧାନ ପୂଜା କାର୍ଯ୍ୟ ନିର୍ବାହ କରିଥିଲେ। ଶେଷ ଦିବସ ର ସନ୍ଧ୍ୟା ରେ ପାରିଷଦ ବର୍ଗ ଙ୍କ ସହ ନିତ୍ୟାନନ୍ଦ ମହାପ୍ରଭୁ ଙ୍କୁ ଅସଂଖ୍ୟ ମହିଳା କୃଷ୍ଣ ଗୁରୁ ଦଳ ସହ ନଗର ଭ୍ରମଣ ଓ ଦଧି ହାଣ୍ଡି ଭଂଜନ କରିଥିଲେ। ଏଥିରେ ଛତିଶଗଡ଼ ରାଜ୍ୟ ର ଲରା ଓ ସରିଆ ଗ୍ରାମ ର, ସଂକୀର୍ତ୍ତନ୍ୟ ମଣ୍ଡଳୀ ଅର୍ଦ୍ଧ ରାତ୍ର ପର୍ଯ୍ୟନ୍ତ ବୈଠକୀ କୀର୍ତ୍ତନ କରିଥିଲେ। ଗୁରୁ ସନ୍ତୋଷ ପ୍ରଧାନ ଏବଂ ବୀର ସୁରେନ୍ଦ୍ର ସାଏ ଯୁବକ ସଂଘ ର ସମସ୍ତ କର୍ମ କର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like