-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ବନ ଦିବସ-୨୦୨୫ ପାଳନ

21-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ପୂର୍ବାହ୍ନରେ ଜିଲ୍ଲା  ସ୍ତରୀୟ ବିଶ୍ଵ ବନ ଦିବସ-୨୦୨୫ ସ୍ଥାନୀୟ ବିଜୁ ପଟ୍ଟନାୟକ ହଲଠାରେ ବରଗଡ଼ ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବରଗଡ଼ ଶ୍ରୀ ଆଦିତ୍ୟ ଗୋୟଲ, ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ ସନତ କୁମାର ଗଡ଼ତୀୟା, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ବିକ୍ରମଦେବ ପଟ୍ଟନାୟକ, ସମ୍ବଲପୁର ଆଞ୍ଚଳିକ ବନ ସଂରକ୍ଷଣ ଅଧିକାରୀ ଶ୍ରୀ ଟି. ଅଶୋକ କୁମାର, ବିଭିନ୍ନ ବିଭାଗର ଅଧିକାରୀଗଣ ଏବଂ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ମାନ୍ୟବର ବିଧାୟକ ଶ୍ରୀ ଗଡ଼ତୀୟାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ । ବନଖଣ୍ଡ ଅଧିକାରୀ ଶ୍ରୀ ପଟ୍ଟନାୟକ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଉକ୍ତ ବିଭାଗ ତରଫରୁ ଆୟୋଜିତ ୫ କି.ମି. ମାରାଥନ ଦୌଡ ପ୍ରତିଯୋଗିତାରେ ବିଜୟୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଗଲା ।

ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ଼ମାନଙ୍କୁ ଅତିଥିମାନେ ମାନପତ୍ର ଦେଇ ସମ୍ମାନୀତ କରିଥିଲେ । ଜିଲ୍ଲାର ବିଭିନ୍ନ ଗ୍ରାମରୁ ଆସିଥିବା ଗ୍ରାମବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା C.R.R. ଓ C.F.R. ପ୍ରଦାନ କରଯାଇଥିଲା । ମାନ୍ୟବର ବିଧାୟକ ଶ୍ରୀ ସନତ କୁମାର ଗଡ଼ତୀୟା ଜଙ୍ଗଲର ରକ୍ଷଣାବେକ୍ଷଣ ଓ ମାନବ ସମାଜରେ ଏହାର ଉପକାରିତା ସମ୍ପର୍କରେ ନିଜର ମନ୍ତବ୍ୟ ପ୍ରକାଶ କରିଥିଲେ । ବନଖଣ୍ଡ ବିଭାଗର ସହକାରୀ ବନ ସଂରକ୍ଷକ ଶ୍ରୀ ହରମୋହନ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like