-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ତୁଳସୀ ରାମାୟଣ ନବାହ୍ନ ପାରାୟଣର ୫ମ ଦିବସ ରାମଚନ୍ଦ୍ରଙ୍କ ବନବାସରେ ଅଯୋଧ୍ୟ୍ୟlବାସୀ ମର୍ମାହତ

21-Mar-2025



କଣ୍ଟାମାଳ, (   )
 କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ନଅ ଦିନଧରି ହେବାକୁଥିବା ତୁଳସୀ ରାମାୟଣ ଓ ନବାହ୍ନ ପାରାୟଣ ର ଆଜି ପଞ୍ଚମ ଦିବସ ରେ ପିତୃ ସତ୍ୟ ପାଳନ ପାଇଁ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମ ଚନ୍ଦ୍ର ଚଉଦ ବର୍ଷ ବନବାସ ପାଇଁ ଅଯୋଧ୍ୟା ଛାଡି ବନବାସ ଯିବାପାଇଁ ବାହାରିବା ଖବର ପାଇ ସମଗ୍ର ଅଯୋଧ୍ୟାବାସୀ ଦୁଃଖ ରେ ମର୍ମାହତ ହୋଇଥିବା ବେଳେ ରାଜା ଦଶରଥ ଦୁଃଖରେ ଭାଙ୍ଗି ପଡ଼ିଥିବା କଥା ଖୁବ ସୁନ୍ଦରଭାବେ ଶୁଣାଇଛନ୍ତି  l ବ୍ୟାସ ମଧୁସୂଦନ ଦାସ ଙ୍କ ମlଧୁର୍ଯ୍ୟପୂର୍ଣ୍ଣ ଶ୍ରୀରାମ ଙ୍କ ବନବାସ କଥାରେ ସମଗ୍ର ପ୍ରବଚନ ପୀଠରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା  l ପଣ୍ଡିତ ଭାଗ୍ୟଧର ମିଶ୍ର ପୌରୋହିତ୍ୟ କରିଥିବାବେଳେ ସନତ କୁମାର ମିଶ୍ର,ବାଳକୃଷ୍ଣ ମିଶ୍ର ଓ ହରିବନ୍ଧୁ ପୁରୋହିତ ସହଯୋଗ କରିଥିଲେ  l   ସେହିପରି ସନ୍ଧ୍ୟାରେ ଭୁବନେଶ୍ୱର ରୁ ଆଗତ  (ମାନସ କଳ୍ପତରୁ) ପଣ୍ଡିତ ଶ୍ରୀଯୁକ୍ତ ଉମାକାନ୍ତ ମହାପାତ୍ର ଙ୍କ ମୁଖରୁ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ କଥାରେ ପ୍ରଭୁ ଶ୍ରୀରାମ ଙ୍କ ସ୍ପର୍ଶ ପାଇ ପାଷାଣୀ ଅହଲ୍ୟା କିପରି ମୁକ୍ତି ପାଇଲେ ତାହା ଶୁଣାଇ ଥିଲେ  l  କାର୍ଯ୍ୟକ୍ରମରେ ବହୁ ଶ୍ରଦ୍ଧାଳୁ ଓ ଭକ୍ତ ଯୋଗଦେଇଥିବା ବେଳେ ବ୍ଲକଛକ ଶ୍ରୀରାମ କମିଟିର ସମସ୍ତ ଭକ୍ତବୃନ୍ଦ ସହଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like