-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଏ. କେ ଫିଲ୍ମସ୍ ର ରୌପ୍ୟ ଜୟନ୍ତୀ ପାଳିତ

21-Mar-2025



ବରିଷ୍ଠ କଳାକାରଙ୍କୁ ଦିଆଗଲା ଶ୍ରଦ୍ଧାଜଂଳି

ବଲାଙ୍ଗୀର(ପ୍ରେରଣା ଖବର):  ଆଜି ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗୀର ଏ. କେ ଫିଲ୍ମସ୍ ର ରୌପ୍ୟ ଜୟନ୍ତୀ ପାଳିତ ହୋଇଯାଇଛି l 'ସାମ୍ପ୍ରତିକ ପରିସ୍ଥିତିରେ ସମାନ୍ତରାଳ ଫିଲ୍ମର ପ୍ରାସଙ୍ଗିକତା' ଶୀର୍ଷକ ବିଷୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା l ଏ.କେ ଫିଲ୍ମସ୍ ର ପ୍ରତିଷ୍ଠାତା ଅଶୋକ କୁମାର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ଡ. ଶ୍ରୀକର ମିଶ୍ର ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ମୁଖ୍ୟ ବକ୍ତା ଭାବରେ ଗାଳ୍ପିକ ପ୍ରଦୀପ କୁମାର ମହାପାତ୍ର ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ l ସଭା ପ୍ରାରମ୍ଭରେ ବରିଷ୍ଠ ଅଭିନେତା ଓ ନାଟ୍ୟ ନିର୍ଦ୍ଦେଶକ ବ୍ରଜମୋହନ ମିଶ୍ର ଓ କ୍ଷୁଦ୍ର  ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ ଗୋବର୍ଦ୍ଧନ ଭୋଇଙ୍କ ବିୟୋଗରେ ଏହି ଦୁଇ  ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ବ ନୀରବ ପ୍ରାର୍ଥନା କରାଯାଇଥିଲା ସରରେ.  ଏ କେ ବେନରସ ରେ ଅଭିନୟ କରିଥିବା କିଛି କଳାକାର ଓ ଟେକନିସିଆନ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ସଭାକୁ ବିଜୟ ତ୍ରିପାଠୀ ସଂଯୋଜନା କରିଥିଲେ l ଶେଷ ରେ କପିଳେଶ୍ଵର ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ l  ପରେ ଏ କେ ବେନରସ ରେ ନିର୍ମିତ ସିନେମା ସବୁକୁ ଦର୍ଶକ ମାନେ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like