-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ର ବିଶ୍ବ କବିତା ଦିବସ 

21-Mar-2025



 ରିପୋର୍ଟ: ଦେବାଶିଷ ବହିଦାର୍ 

କବିକୁ ରୁଦ୍ଧଦ୍ବାରରୁ ବାହାରି ପ୍ରକୃତି ଓ ସାମ୍ପ୍ରତିକ ସମସ୍ୟା ମାନଙ୍କ ଉପରେ ଦୃଷ୍ଟି ଦେବାର ସମୟ ଆସିଛି 

ଆଜି ସ୍ଥାନୀୟ କବିତା ଶାଲ୍ ଠାରେ ତହଁକ୍ କୁଟୁମ୍ ପକ୍ଷରୁ ବିଶ୍ବ କବିତା ଦିବସ୍ ଆୟୋଜିତ ହୋଇଯାଇଛି। ମୂଖ୍ଯ ସଂପାଦକ ଅର୍ଜୁନ କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କୋସଲି କବିତା ଆସରରେ  ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ କବି ସୁଶାନ୍ତ ବାଗ ଯୋଗଦେଇ କବିତାର ଗୁଢ ତତ୍ତ୍ବ ବିଷୟରେ ଆଲୋକପାତ କରିଥିଲେ। ସେ କହିଥିଲେ କବିତା ହେଉଛି ନିଜ ପ୍ରେମିକା ତାକୁ ଯେତେ ପ୍ରେମ କରିବେ ସେ ସେତେ ଚମକିବ ଏବଂ ପାଠକଙ୍କ ଭଲ ପାଇବା ପାଇପାରିବ: ହେଲେ ଆଜିର କବିତା ଆହ୍ବାନ କରୁଛି ଯେ କବିକୁ ରୁଦ୍ଧ ଦ୍ବାରରୁ ବାହାରି ପ୍ରକୃତି ଓ ସାମ୍ପ୍ରତିକ ସମସ୍ୟା ମାନଙ୍କ ଉପରେ ଦୃଷ୍ଟି ଦେବାର ସମୟ ଆସିଛି ବୋଲି ମତବ୍ୟକ୍ତ କରିଥିଲେ। ତହଁକ ସଂପାଦକ ରାଜେଶ ଦଣ୍ଡସେନା  କବିତା ଏକ ସୁସ୍ଥ ସମାଜ ଗଠନରେ ମୂଖ୍ଯ ଭୂମିକା ଗ୍ରହଣ କରିବା ସହ ସାଂପ୍ରତିକ କବିତା ବହୁ ପରମାଣ ସାମାଜିକ ହେଉ ବଲି ମତବ୍ୟକ୍ତ କରିଥିଲେ , ଧର୍ମେନ୍ଦ୍ର ପ୍ରଧାନ ମାତୃଭାସାରେ ଲେଖୁଥିବା କବିତା ହିଁ ବୋଧଗମ୍ୟ ହୋଇପାରିଥାଏ ବୋଳି କହିଥିଲେ, ବିଶେଷ ଅତିଥି ଭାବରେ ଗୋପାଲ ମେହେର, ସାମ୍ବାଦିକ ମହେନ୍ଦ୍ର ପଧାନ ଯୋଗଦେଇ ନିଜର ବକ୍ତବ୍ଯ ରଖିଥିଲେ । କାର୍ଯ୍ୟକ୍ରମ କୁ ମିଲନ ପଣ୍ଡା ସଂଯୋଜନା କରିଥିବା ବେଲେ ପ୍ରହଲ୍ଲାଦ ଦଣ୍ଡସେନା, ସନ୍ତୋଷ କୁମାର ବେହେରା, ଧରିତ୍ରୀ ସାହୁ ସହଯୋଗ କରିଥିଲେ।  ଅଭିଜିତ ଆନନ୍ଦ ଫରିକାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026

You Might Also Like