-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ରେଳ ଉପଭୋକ୍ତା ସଂଘ କାର୍ଯ୍ୟକର୍ତ୍ତାଙ୍କ ବଲାଙ୍ଗିର ଷ୍ଟେସନ ପରିଦର୍ଶନ

17-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ମଣ୍ଡଳ ସ୍ଥାନୀୟ ବଲାଙ୍ଗିର ରେଲୱେ ଷ୍ଟେସନ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ରେଳ ଯାତ୍ରୀଙ୍କ ସହ ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ବିଷଦ ଆଲୋଚନା ହୋଇଥିଲା । ବିଶେଷତଃ ଟିକଟ କାଉଣ୍ଟର ଠାରୁ ପ୍ରାଟଫର୍ମ ପ୍ରବେଶ ଦ୍ୱାର ପର୍ଯ୍ୟନ୍ତ ଛାଉଣିର ବ୍ୟବସ୍ଥା ବରିଷ୍ଠ ନାଗରିକ ଏବଂ ମହିଳାଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ଟିକଟ ଝରକାର ବ୍ୟବସ୍ଥା, ଷ୍ଟେସନ ମଧ୍ୟରେ ସଂପୂର୍ଣ୍ଣ ଛାଉଣୀର ବ୍ୟବସ୍ଥା, ବିକଳାଙ୍ଗ ଏବଂ ରୋଗୀମାନେ ପ୍ଲାଟଫର୍ମ ନଂ ୧ରୁ ଅନ୍ୟ ପ୍ଲାଟଫର୍ମମାନଙ୍କୁ ଯାତାୟତ ନିମନ୍ତେ ସୁବ୍ୟବସ୍ଥା, ସମସ୍ତ ପ୍ଲାଟଫର୍ମରେ ଟୟଲେଟର ବ୍ୟବସ୍ଥା, ଶିଶୁ ମନ୍ଦିର ସମ୍ମୁଖସ୍ଥ ରେଲ ଅଣ୍ଡରବ୍ରିଜରେ ସଦାସର୍ବତା ପାଣି ଜମି ରହୁଥିବାରୁ ତାର ପ୍ରତିକାର ବ୍ୟବସ୍ଥା, ବଲାଙ୍ଗିର ରୋଡ ଷ୍ଟେସନର ୨ନଂ. ପ୍ଲାଟଫର୍ମରେ ଛାଉଣୀ ବ୍ୟବସ୍ଥା ଇତ୍ୟାଦି ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା । ପରିଦର୍ଶନରେ ସଂଘର ପରାମର୍ଶଦାତା ବିକ୍ରମାନନ୍ଦ ବହିଦାର, ସଭାପତି ଧର୍ମବ୍ରତ ରଥ, ସଂପାଦକ ଗୋପବନ୍ଧୁ ପୁରୋହିତ, ସହ ସଂପାଦକ ପ୍ରଭାକର ମିଶ୍ର, କୋଷାଧ୍ୟକ୍ଷ ଅଶୋକ ଚାନ୍ଦ, ସଂଘ ପ୍ରବକ୍ତା ଗୋପଭୂଷଣ ନାଥ ଏବଂ ସଦସ୍ୟ ଛବିଲାଲ ବେହେରା ଅଂଶଗ୍ରହଣ କରିଥିଲେ । ପରେ ଷ୍ଟେସନ ମ୍ୟାନେଜର ତଥା ତାଙ୍କର ସହଯୋଗୀ ଅଧିକାରୀଗଣଙ୍କ ସହ ଉପରୋକ୍ତ ସମସ୍ୟା ଗୁଡିକ ସଂପର୍କରେ ଆଲୋଚନା ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like