-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ହସ୍ତଶିଳ୍ପ ସଚେତନତା କାର୍ଯ୍ୟକ୍ରମ

22-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ମ୍ୟାନେଜର ଜିଲ୍ଲା ହସ୍ତଶିଳ୍ପ କାର୍ଯ୍ୟାଳୟ ସୁବର୍ଣ୍ଣପୁର ଆନୁକୂଲ୍ୟରେ  ଜିଲ୍ଲାସ୍ତରୀୟ ହସ୍ତଶିଳ୍ପ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଉପନିର୍ଦ୍ଦେଶକ (ହସ୍ତଶିଳ୍ପ) ଶ୍ରୀଯୁକ୍ତ ବନମାଳୀ ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଲିଡ଼ ବ୍ୟାଙ୍କ ମ୍ୟାନେଜର ଶ୍ରୀଯୁକ୍ତ କାର୍ତ୍ତିକେଶ୍ୱର ପଣ୍ଡା, ଡିଡିଏମ ନାବାର୍ଡ ଡା. ସତ୍ୟ ସ୍ବରୂପ ବିଦାନ୍ତ, ଉପନିର୍ଦ୍ଦେଶକ (ବୟନଶିଳ୍ପ) ଶ୍ରୀଯୁକ୍ତ ବିନାୟକ ପୃଷ୍ଟି, ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଯମୁନା ପ୍ରଧାନ, ଶିଳ୍ପ ବିକାଶ ଅଧିକାରୀ ଶ୍ରୀ ଅଭିଜିତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ହସ୍ତଶିଳ୍ପ କାରିଗରଙ୍କ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ଉପରେ  ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୪୦ ଜଣ କାରିଗର ଯୋଗ ଦାନ କରିଥିଲେ।  କାର୍ଯ୍ୟକ୍ରମ ଅବସରରେ ୨୦ ଜଣରୁ ଉଦ୍ଧ କାରିଗରଙ୍କୁ କାରିଗର ପରିଚୟ ପତ୍ର ପ୍ରଦାନ କରାଯାଇଥିବା ବେଳେ ୦୫ ଜଣ ହସ୍ତଶିଳ୍ପ କାରିଗରଙ୍କୁ କର୍ମଶାଳା ତିଆରି ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ହସ୍ତଶିଳ୍ପ ବିକାଶ ଅଧିକାରୀ ଶ୍ରୀ ଦେବଷିଶ ମିଶ୍ର ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଆଦିତ୍ୟ ନାରୟଣ ଦାସ, ଦ୍ରୋଣ ବାରିକ, ଆକଶ ବିଦ୍ୟାଧର, ଏବଂ ଜିତେଶ ଠାକୁର ପ୍ରମୁଖ  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like