-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||     

HOME   ଜିଲ୍ଲା

ଗୋପିଗୁଡା ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ଖେଳନା ରେ ବାର୍ଷିକ ଉତ୍ସବ ପାଳନ

22-Mar-2025



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର)
ପାପଡା ହାଣ୍ଡି ବ୍ଳକ ର ଗୋପି ଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗୋପିଗୁଡ଼ା;ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ଗ୍ରାମ-ତୁରୁଞ୍ଜିଆ ଗୁଡ଼ାରେ ଆମ ସଂସ୍କୃତି ଓ ଆମ ପରମ୍ପରା କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନ ଶିକ୍ଷକ  କିଶୋର ବେହେରା , ସମ୍ମାନୀୟ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର , ମୁଖ୍ୟବକ୍ତା ପ୍ରଧାନ ଶିକ୍ଷକ ରତିକାନ୍ତ ପଣ୍ଡା  , ପ୍ରଧାନ ଶିକ୍ଷକ ସୁଦର୍ଶନ ମାଝୀ ସଭାପତି ଆସନ ରେ ଅଳକୃତ ସହ ବିଦ୍ୟାଳୟ ପରିଚ଼ାଳନା କମିଟି ସଭ୍ୟ ବୃନ୍ଦ ଓ ପିଲାମାନଙ୍କ ପିତାମାତା ଯୋଗଦାନ କରିଥିଲେ ।ଆଜିର କାଯ୍ୟକ୍ରମରେ   ଟି.ଏଲ. ଏମ ୱାର୍କ କାର୍ଯ୍ୟ,ବାର୍ଷିକ ଉତ୍ସବରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ରୁ ୩ ଟି ଲେଖାଏଁ ପିଲାଙ୍କୁ ଚ଼ୟନ କରାଯାଇ ଥିଵା ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ଓ ମାନପତ୍ର ପ୍ରଦାନ ବ୍ୟବସ୍ଥା କରାଯାଇଥିଲା ।ଆମ ସଂସ୍କୃତିର ଖେଳନା ସମୁହ ପ୍ରଦର୍ଶନ ହୋଇଥିଲା।ପିଲା ମାନଙ୍କର ଆନନ୍ଦ ପାଇଁ ବିଭିନ୍ନ ପ୍ରକାର ମୁଖା ପିନ୍ଧି ଥିଲେ ସେ ପିଲା ମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ ଲହରୀ  ଦେଖାଯାଇଥିଲା ମୁଖ୍ୟବକ୍ତା ରତୀକାନ୍ତ ପଣ୍ଡା ବାର୍ଷିକ ଉତ୍ସବ ରେ ସୁନିତା ଭାଇଲିୟମ ଜୀବନର ସଂଘର୍ଷ କାହାଣୀରେ ସଫଳତା କୁ ନେଇ ପିଲାମାନଙ୍କ ମଧ୍ୟରେ ଉତ୍ସାହ ଦେଇ ନିଆରା ପିଲାଟିଏ ହେବାକୁ ପ୍ରେରଣା ବାର୍ତ୍ତା ଦେଇଥିଲେ।ସି.ଆର .ସି.ସି .ବାବୁଲାଲ ଆମ ସଂସ୍କୃତି ଓ ଆମ ପରମ୍ପରା ବାବଦରେ ଆଲୋକପାତ କରିଵା ସହ ବାର୍ଷିକ ଉତ୍ସବ ରେ ପିଲା ମାନଙ୍କୁ ଭଲ ମଣିଷ କରି ଗଢ଼ିବା ପାଇଁ ଛାତ୍ରଛାତ୍ରୀ,ପିତାମାତା ଓ ଅଭିଭାବକ ର  ସହଯୋଗ ପାଇଁ ମତ ଦେଇଥିଲେ ।ପ୍ରଧାନ ଶିକ୍ଷକ ସୁଦର୍ଶନ ନାୟକ ପିଲା ମାନଙ୍କର ସାମଗ୍ରିକ ବିକାଶମୁଖୀ ପାଇଁ ଶିକ୍ଷାରେ ଶିକ୍ଷକରେ କାର୍ଯ୍ୟକୁ ଗ୍ରାମବାସୀ ଭୂରୟସୀ   ପ୍ରଶଂସା କରିଥିଲେ।ସହକାରୀ ଶିକ୍ଷକ ପ୍ରଦୀପ ନାୟକ ମଞ୍ଜ ପରିଚାଳନା କରିଥିଲେ।ପିତାମାତା,ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି , ୱାର୍ଡ ମେମ୍ବର ଯୋଗଦାନ କରିଥିଲେ।  ଶେଷ ରେ ପିଲା ମାନଙ୍କ ତରଫରୁ ନୃତ୍ୟ ଓ ଗୀତ ପରିବେଷଣ ହୋଇଥିଲା ଜ୍ୟୋସ୍ନା ମୟୀ ପ୍ରଧାନ ଓ  ଅନନ୍ତ ଦରା ପ୍ରମୁଖ ସହଯୋଗ କରିଥିଲେ ।କଳାଭାଟି ଗୁଡ଼ା ବିଦ୍ୟାଳୟର ସମ୍ମାନିତ ବିଶେଷ ଅତିଥି  ଶିକ୍ଷକ ଜଗନ୍ନାଥ ମାଝୀ  ସମସ୍ତକୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା ରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026

You Might Also Like