-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ବରପାଲି ରେ ୧୪୮ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଇଁ ନିର୍ଦ୍ଧାରିତ ହେଲା ଲଗ୍ନ

22-Mar-2025



ବରପାଲି(ସୁଦାମ ଦୀପ)
ବରପାଲିର ୧୪୮ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ପଣ୍ଡିତମାନଙ୍କ ବୈଠକ ଯାତ୍ରା କମିଟିର ଭଣ୍ଡାର ଗୃହରେ ବସି ଯାତ୍ରାର ଲଗ୍ନ ନିର୍ଦ୍ଧାରଣ କରାଯାଇଛି । ଆସନ୍ତା ଏପ୍ରିଲ ୩୦ ତାରିଖରେ ଅକ୍ଷୟ ତୃତୀୟା ତିଥିରେ ଥାଳଉଠା କାର୍ଯକ୍ରମ ହେବ । ମେ ମାସ ୨୭ ମଙ୍ଗଳବାର ଠାରୁ ୦୨ ଜୁନ୍ ସୋମବାର ପର୍ଯ୍ୟନ୍ତ ୧୪୮ ତମ ଶୀତଳ ଷଷ୍ଠୀ ଯାତ୍ରା ଅନୁଷ୍ଠିତ ହେବ।ମେ ମାସ ୨୭ ତାରିଖ ଜ୍ୟେଷ୍ଠ ଶୁକ୍ଳପକ୍ଷ ପ୍ରତିପଦାରୁ ଶୁଭାରମ୍ଭ ହୋଇ ବାବା କପିଳେଶ୍ଵରଙ୍କ ଯାତ୍ରା ମଣ୍ଡପକୁ ଆନୟନ ଶୋଭାଯାତ୍ରା ଓ ରାତ୍ରରେ ଭଣ୍ଡାର ଗୃହରେ ସଂସ୍ଥାପନ ହେବ। ୨୮ତାରିଖରେ ବୈଦିକ ରୀତିରେ ରୁଦ୍ରଯଜ୍ଞ ଶୁଭାରମ୍ଭ ଓ ସନ୍ଧ୍ୟାରେ ଯାତ୍ରା ମଣ୍ଡପରୁ ହିମାଦ୍ରି ନଗରକୁ ଶୋଭାଯାତ୍ରା ସହ ରାତ୍ରରେ କନ୍ୟା ମନୋନୟନ ଓ ସ୍ବୀକୃତି (ପତରପେଣ୍ଡି) ପ୍ରଦାନ କାର୍ଯ୍ୟକ୍ରମ ରହିଛି। ୨୯ତାରିଖ  ରାତ୍ରରେ ଭୈରବ ଵାବାଙ୍କ ନିମନ୍ତ୍ରଣ (ଭୈରବ ବୁଲା ଶୋଭାଯାତ୍ରା), ୩୦ ତାରିଖ ଦିନ ବିଗତବର୍ଷର ହିମାଦ୍ରୀ ନଗରକୁ ଶୋଭାଯାତ୍ରା, ଗଣ୍ଠିଆଳ ଫିଟା କାର୍ଯକ୍ରମ ପରେ ଭଣ୍ଡାର ଗୃହରେ ତେଲ ହଲଦି, ଅଳଙ୍କାର ଧାରଣ ପାଇଁ ହିମାଦ୍ରୀ ନଗରକୁ ଶୋଭାଯାତ୍ରା, ବରଧରା ପରେ ରାତ୍ରରେ ବିରାଟ ଶୋଭାଯାତ୍ରା ସହ ଶ୍ରୀ ଶ୍ରୀ କପିଳେଶ୍ଵର ବାବାଙ୍କ ବରାନୁଗମନ ଶେଷରେ ବାଟ ବରଣ ଅନୁଷ୍ଠିତ ହେବ। ଜୁନ୍ ୩୧ରେ ବିବାହ ପାଣିଗ୍ରହଣ ପରେ ଶିବ ପାର୍ବତୀଙ୍କ ବୈଠକି ଯାତ୍ରା ଏବଂ 
ଜୁନ ୦୧ତାରିଖ ଦିନ ହାକରାଭାର ସହ ନିମନ୍ତ୍ରଣ ଓ ରୁଦ୍ରଯଜ୍ଞ ପୂର୍ଣ୍ଣାହୁତି, ଜଗତ ଜନନୀ ମା' ପାର୍ବତୀଙ୍କ ଶ୍ଵଶୁରାଳୟକୁ ଆଗମନ, ଯାତ୍ରା କମିଟି ପକ୍ଷରୁ ଶତ ଆରତୀ ସମ୍ବର୍ଦ୍ଧନା ପରେ ଲମ୍ବାନୀ ଶୋଭାଯାତ୍ରା ଓ ଶ୍ରୀ ଶ୍ରୀ କପିଳେଶ୍ବର ବାବା ଓ ଜଗତ ଜନନୀ ମାତା ପାର୍ବତୀଙ୍କ ନଗର ପରିକ୍ରମା କାର୍ଯ୍ୟକ୍ରମ ରହିଛି। ଜୁନ୍ ୦୨ରେ ଶିବ ପାର୍ବତୀଙ୍କ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା, ରାଜବାଟି ଠାରେ ମହତି ଭୋଗ ଅର୍ପଣ ଓ ସନ୍ଧ୍ୟା ସମୟରେ ଶିବ ପାର୍ବତୀଙ୍କ ମନ୍ଦିର ପ୍ରବେଶ ସହ ଯାତ୍ରା ସମାପନ କାର୍ଯ୍ୟକ୍ରମ ହେବ । ଅନୁଷ୍ଠିତ ବୈଠକରେ ପଣ୍ଡିତ ରବୀନ୍ଦ୍ର ଦାଶ, ଡ.ସରୋଜ କୁମାର ଦାଶ, କୃଷ୍ଣଚନ୍ଦ୍ର ଦେବତା, ପିନାକୀ ଦାଶ, ସଦାନନ୍ଦ ଦାଶ, ହେମନ୍ତ ମିଶ୍ର ଏବଂ ଯାତ୍ରା କମିଟିର ସମ୍ପାଦକ ଜୟନ୍ତ କୁମାର ତ୍ରିପାଠୀ, ବିନୋଦ ବିହାରୀ ଶୁସାରି, ଚନ୍ଦନ ସାହୁ, ଲିପନ ଦାଶ, ଗୋପାଳ ରାଉତ, ଉତ୍ତମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like