-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ଆଗଲପୁର ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ଉତ୍ସବ।

22-Mar-2025



ବରପାଲି (ସୁଦାମ ଦୀପ) 
ବରପାଲି ବ୍ଲକ ଆଗଲପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ସମିତିର ସଭାପତି ବିରୋସନ ସାହୁଙ୍କ ଅଧ୍ୟକ୍ଷତାରେ ରକ୍ସା ପଞ୍ଚାୟତ ଖେଳପଡିଆ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ ସୁମିତ୍ ପଧାନ ସମିତିର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ବରପାଲି ସ୍ଥିତ ସମ୍ବଲପୁର ଜିଲ୍ଲା କେନ୍ଦ୍ର ସମବାୟ ଶାଖା ପରିଚାଳକ ସାଲବେଗ ବାଦି ଯୋଗଦାନ କରି ଚାଷୀମାନଙ୍କ ପାଇଁ ସରକାରଙ୍କ ଦ୍ୱାରା ଅନୁମୋଦିତ ହୋଇଥିବା ଯନ୍ତ୍ରପାତି ବିନା ସୁଧରେ ଋଣ ସାର ଇତ୍ୟାଦି ଜିନିଷ ଠିକ ସମୟରେ କେମିତି ପାଇ ପାରିବେ  ସେ ଉପରେ ଆଲୋଚନା ହୋଇଥିବା ବେଳେ ୟୁରିଆ ସାରର ବ୍ୟବହାର ଉପରେ ଏବଂ  ୟୁରିଆ ସାର ସମିତିକୁ କମ୍ ଆସୁଥିବାରୁ ସଭାରେ ଅସନ୍ତୋଷ ଦେଖାଯାଇଥିଲା। ଏହି ବାର୍ଷିକ ସମିତି ସଭାରେ ଆଗଲପୁର ସମବାୟ ବ୍ୟାଙ୍କ ସମିତି ସମସ୍ତ ସଭ୍ୟ  କୁନ୍ତଳା ପଧାନ, ଉପେନ୍ଦ୍ର ଖେତି, ରୁକ୍ମଣୀ ବେହେରା, ସୁରେନ୍ଦ୍ର ସାହା, ସେବାରାମ ବେହେରା, ବଳରାମ ନେଗି, ଗିରିଧାରୀ ନାଏକ, ପ୍ରମୋଦ କୁମାର ସାହା , ରାମ ବେରିଆ, ରମେଶ ପୋଡ, କୃଷ୍ଣ ସାହୁ, ପ୍ରକାଶ ସାହୁ, ଘନଶ୍ୟାମ ପଧାନ, ଇନ୍ଦ୍ର ଭୋଇଙ୍କ ସମେତ ରାଜ୍ୟ ସମବାୟ ସମିତି ଉପ ସଭାପତି ପେକ୍ସ ସଭାପତି ବିରୋସନ ସାହୁ, ବରପାଲି ପେକ୍ସ ସଭାପତି ଗୁରୁ ମେହେର, କୁମ୍ଭାରୀ ପେକ୍ସ ସଭାପତି ପ୍ରଫୁଲ୍ଲ ପଧାନ, କଣ୍ଟାପାଲି ପେକ୍ସ୍ ସଭାପତି ଧୂର୍ବ ସାହୁ, ରକ୍ସା ସରପଞ୍ଚ କେଶବ ରାଉତ, ଆଗଲପୁର ଜୋନ ଜିଲ୍ଲା ପରିଷଦ ସଭ୍ୟ ଅନନ୍ତ ସେଠ୍, କୁମ୍ଭାରୀ ଡାଇରେକ୍ଟର ଶତ୍ରୁଘ୍ନ ପଧାନ ଯୋଗଦେଇ ଚାଷୀମାନଙ୍କ ଉନ୍ନତି ତଥା ଚାଷୀମାନେ କିପରି ଅଧିକ ଲାଭବାନ ହୋଇ ସ୍ୱାବଲମ୍ବୀ ହୋଇପାରିବେ ସେ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଶେଷରେ  ବୋର୍ଡ ସଭ୍ୟ ଉପେନ୍ଦ୍ର ଖେତୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like