-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ଅତାବିରା ଜଗନ୍ନାଥ ମନ୍ଦିର ସୁବର୍ଣ୍ଣ ଜୟନ୍ତୀ ସମାରୋହ କଳସଯାତ୍ରା ସହ ଆରମ୍ଭ । ଭାଇଚାରାର ସନ୍ଦେଶ ଦେଲେ ମୁସଲିମ ସମ୍ପ୍ରଦାୟ

22-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଆଜି ବରଗଡ଼ ଜିଲ୍ଲା ଅତାବିରା ଜଗନ୍ନାଥ ମନ୍ଦିର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଆଜି କଳସ ଯାତ୍ରା ଆରମ୍ଭ ହୋଇଯାଇଛି । ଏଥିପାଇଁ ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ଦୈତାରି ପ୍ରଧାନଙ୍କ ନେତୃତ୍ବରେ ଲାଦରପାଲି ରାମବାବା ମଠ ପୋଖରୀରେ ପୂଜାର୍ଚ୍ଚନା କରାଯାଇ ସେଠାରୁ ପୂର୍ଣ୍ଣ କଳସ ଧରି ଶତାଧିକ ମହିଳାମାନଙ୍କ ଏକ ଶୋଭାଯାତ୍ରା ବାହାରିଥିଲା । ଶୋଭାଯାତ୍ରା ଜାତୀୟ ରାଜପଥ ୫୩ ଉପରେ ହନୁମାନ ମନ୍ଦିର, ଦୂର୍ଗାମନ୍ଦିର, ସମଲେଶ୍ବରୀ ମନ୍ଦିର,ନୃସିଂହ ମନ୍ଦିର ଏବଂ ଜଗନ୍ନାଥ ମନ୍ଦିର ଦେଇ ଯଜ୍ଞମଣ୍ଡପ ପର୍ଯ୍ୟନ୍ତ ଯାଇଥିଲା । ଜଗନ୍ନାଥଙ୍କ ଚିତ୍ର ସହିତ ରେଶମର ସଂପ୍ରଦା, ଲହଣ୍ଡା ର କରମସାନୀ, ଅତାବିରାର ଦୁଲଦୁଲି ବାଜା , ହୀରାକୁଦ ର ଘଣ୍ଟ ବାଦ୍ୟ ଭାଗ ନେଇଥିଲା । ଯଜ୍ଞ ମଣ୍ଡପରେ କଳସ ପହଞ୍ଚିବା ପରେ ପୂଜାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଯଜ୍ଞଶାଳା ପୂଜନ ଏବଂ ଯଜ୍ଞ ଆରମ୍ଭ ହୋଇଥିଲା । ଏହା ସହିତ ତ୍ରୀଦିନାତ୍ମକ ନବ କୁଣ୍ଡୀୟ ଗୀତା ଯଜ୍ଞ ଆରମ୍ଭ ହୋଇଛି । ପୂଜାକାର୍ଯ୍ୟ ପଣ୍ଡିତ ଜୟକୁମାର ଦାଶ,ପଣ୍ଡିତ ସଞ୍ଜୟ ଦାଶ ଓ ସହଯୋଗୀ ଏବଂ ସପତ୍ନିକ ୨୭ ଯୋଡ଼ି କର୍ତ୍ତା ଦାୟୀତ୍ବ ତୁଲାଉଛନ୍ତି । ଏହି କଳସଯାତ୍ରା ରେ ମୁସଲିମ ସମ୍ପ୍ରଦାୟ ନିଜର ଭାଇଚାରା ପ୍ରଦର୍ଶନ ପୂର୍ବକ ମହିଳାମାନଙ୍କୁ ଗ୍ଲୁକୋନ ଦେଇଥିଲେ । ଅତାବିରା ରେ ନୁହଁ ବର୍ଷ ବର୍ଷ ଧରି ଏଭଳି ଉଭୟ ସଂପ୍ରଦାୟ ମଧ୍ୟରେ ସଦଭାବ ରହି ଆସିଛି। ଏହି ଭାବନା ପ୍ରତିବର୍ଷ ଦଶହରା ଦୁର୍ଗା ପୂଜା ସମୟରେ ମଧ୍ୟ ଦେଖିବାକୁ ମିଳିଥାଏ । 
ସେହିପରି ରାସ୍ତାରେ ବିଭିନ୍ନ ସମାଜ ଦହି ସରବତ ର ବ୍ୟବସ୍ଥା କରିଥିଲେ । କଳସ ଯାତ୍ରାରେ ଅତାବିରା ର ବିଭିନ୍ନ ସାମାଜିକ, ଧାର୍ମିକ,ମୁସଲିମ ସମ୍ପ୍ରଦାୟ ସମେତ ଆଖପାଖ ଗ୍ରାମର ଲୋକେ ସହଯୋଗ କରିଥିଲେ।  ଭକ୍ତମାନଙ୍କ ପାଇଁ ଅନ୍ନଭୋଗର ବ୍ୟବସ୍ଥା କରାଯାଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ ସନ୍ଧ୍ୟାରେ ଗୋଶାଳା ଭଜନ ମଣ୍ଡଳୀ କ୍ରୀଷ୍ଣା ଓ ଦଳ ଓ ଲୋକ ମହୋତ୍ସବ ପ୍ରଦର୍ଶିତ ହୋଇଥିଲା । ଏଥିରେ ବୋଧନ ସାଂସ୍କୃତିକ ଅନୁଷ୍ଠାନ, ତୋରା, ଶତୃଘ୍ନ ସୁଲହ ଭରନୀ ସାଂସ୍କୃତିକ ଅନୁଷ୍ଠାନ, ଆଇଁଲା ପାଲି, ବାରପାହାଡ କଳା ପରିଷଦ , କନକବିରା , କୁରେଫୁଲ ସାଂସ୍କୃତିକ ଅନୁଷ୍ଠାନ ଅତାବିରା ଓ ମା ସମଲେଶ୍ଵରୀ ଢ଼ଲିଆଖସା ବରଗଡ଼ ର କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଅର୍ଚ୍ଚନା ବାଗ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like