-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||     

HOME   ରାଜ୍ୟ

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା କାର୍ଯକ୍ରମ

22-Mar-2025



କଟକ(ପ୍ରେରଣା ଖବର):  ପ୍ରତ୍ୟେକ ପରିବାର ସମାଜର କେନ୍ଦ୍ରବିନ୍ଦୁ ଓ ପ୍ରଭାବଶାଳୀ ଅନୁଷ୍ଠାନ  ଯେଉଁଠାରୁ କୋମଳମତି ଶିଶୁମାନେ ସୃଷ୍ଟିହୋଇ ଭବିଷ୍ୟତରେ ଭଲ ନାଗରିକ ହୁଅନ୍ତି। ପରିବାରର ଭିତ୍ତିଭୂମି ଉପରେ ସମାଜ ପ୍ରତିଷ୍ଠିତ। ମା'ର ଚୁମ୍ବନ ଓ ପିତାଙ୍କ ଯତ୍ନରେ ଶିଶୁଟିଏ ଗଢ଼ାହୁଏ। ସ୍ନେହଁ, ପ୍ରେମ, ତ୍ୟାଗ ଓ ସହଯୋଗ ଦ୍ବାରା ପରିବାର ମଜବୁତ୍ ହୁଏ। ସୁସ୍ଥ ସୁନ୍ଦର ଓ ବଳିଷ୍ଠ ପରିବାର ଗଢ଼ିବାକୁ ହେଲେ ପରସ୍ପର ଭିତରେ ଉତ୍ତମ ବୁଝାମଣା ଓ ସହଯୋଗ ନିହାତି ଆବଶ୍ୟକ।ଆଜିର ଏହି ଅତ୍ୟାଧୁନିକ ବିଜ୍ଞାନ ତଥା ଇଣ୍ଟରନେଟ ଯୁଗରେ ପରିବାର ଗୁଡ଼ିକ ଗଠନ

ହେବା ପୂର୍ବରୁ ଧିରେ ଧିରେ ଭାଙ୍ଗି ଯାଉଛି। ଏହି  ପାରିବାରିକ ଜୀବନର ସମସ୍ୟା କୁ ନେଇ ଓଡ଼ିଶା ନାରୀ ସେବା ସଙ୍ଘ ର  ପରିବାର ପରାମର୍ଶ କେନ୍ଦ୍ର ପକ୍ଷରୁ ଏକ ସଚେତନତା କାର୍ଯକ୍ରମ କଟକ ବକ୍ସି ବଜାର ସ୍ଥିତ ପଟlପୋଲ ବସ୍ତି ଅଞ୍ଚଳରେ ଅନୁଷ୍ଟିତ ହୋଇଯାଇଛି। ପରିବାର ବୁଝାମଣା ମୂଖ୍ୟ ପରାମର୍ଶଦାତ୍ରି  ସରୋଜିନୀ ଓଝା  ଯୋଗ ଦେଇ କାର୍ଯକ୍ରମ ର ଆଭିମୁଖ୍ୟ ଉପସ୍ଥାପନ କରିଥିଲେ। ସଂଘର  ସଂଗଠନ ସମ୍ପାଦିକା ମୀରା

ବେଉରା  ଆର୍ଥିକ ସ୍ତରରେ ମହିଳା ମାନେ ସ୍ବାବଲମ୍ବୀ ହେଲେ ମଧ୍ୟ ନିଜର ଦୃଢ଼ ଇଚ୍ଛାଶକ୍ତି, ସ୍ନେହଁ, ଶ୍ର ଦ୍ଧା , ତ୍ୟାଗ ଓ ଭଲପାଇବା  ଦ୍ବାରା କିପରି ସୁସ୍ଥ ସୁନ୍ଦର ପରିବାର ଗଢ଼ିପରିବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ । ପରସ୍ପରର ଗୁଣ ଚିହ୍ନି  ଉଭୟେ ଉଭୟଙ୍କୁ ସମ୍ମାନ ଜଣାଇଲେ  ଆବଶ୍ୟକ। ଏହି କାର୍ଯକ୍ରମ କୁ କାର୍ଯକାରୀ କମିଟି ସଭ୍ୟା ମମତା ଦାସ, ସୁପ୍ରୀତି ଦାସ୍,  କାଉନସିଲର  ଅମ୍ବିକlରଣି ପଲେଇ, ସୂପର୍ଣ୍ଣl ବେହେରା ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିଥିଲେ। ସଂଘ ହଲ୍ ସମ୍ପଦିକl  ମଞ୍ଜୁ ସିଂ   ଧନ୍ୟବାଦ୍ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026

You Might Also Like