-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||     

HOME   ଜିଲ୍ଲା

ବାହାଲ ଗ୍ରାମରେ ସମୁଦିର ଟାଙ୍ଗିଆ ଚୋଟରେ ସମୁଦିର ମୃତ୍ୟୁ

22-Mar-2025



ରେଢ଼ାଖୋଲ:  ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ ଗଞ୍ଜାବାହାଲ ଗ୍ରାମରେ ଶନିବାର ସ୍ପଷ୍ଟ ଦିବା ଲୋକରେ ରାସ୍ତା ଉପରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟି ଯାଇଛି l ସମୁଦିର ଟାଙ୍ଗିଆ ଚୋଟରେ ଚାଲି ଯାଇଛି ସମୁଦିର ଜୀବନ l ମୃତକ ଜଣଙ୍କ ହେଲେ ଗଞ୍ଜାବାହାଲ ଗ୍ରାମର ମୁରଲୀଧର ଧଳ l ସୂଚନା ଅନୁସାରେ ଗତ ପ୍ରାୟ ତିନି ବର୍ଷ ତଳେ ମୁରଲୀଧର ଧଳଙ୍କ ପୁଅ କେଲୋ ଗ୍ରାମର ଗିରିଧାରୀ ସାହୁଙ୍କ ଝିଅକୁ ପ୍ରେମ ବିବାହ କରିଥିଲେ l ତେବେ ଏହି ବିବାହକୁ ଗିରିଧାରୀ ସେହି ସମୟରେ ବିରୋଧ କରିଥିଲେ l ଏପରିକି ବିବାହ ପରେ ଗିରିଧାରୀ ସମୁଦି ମୁରଲୀଧରଙ୍କୁ ବିଭିନ୍ନ ସମୟରେ ଜୀବନରେ ମାରିଦେବାକୁ ଧମକ ଚମକ ଦେଇ ଆସୁଥିଲା l ତେବେ ଶନିବାର ମଧ୍ୟାହ୍ନ ପ୍ରାୟ ସାଢେ 12 ଟା ସମୟରେ ମୁରଲୀଧର ଧଳ ନିଜର ବାଇକ ରେ ଏକାକୀ କଞ୍ଚନପୁର ପଟରୁ ଘରକୁ ଫେରୁଥିବା ବେଳେ ନୂତନ ଗଞ୍ଜାବାହାଲ ପ୍ରାଥମିକ ସ୍କୁଲ ସମ୍ମୁଖରେ ପୂର୍ବରୁ ଛକି ରହିଥିବା ଗିରିଧାରୀ ମୁରଲୀଧର ଧଳଙ୍କ ଉପରେ ଚୋଟ ପରେ ଚୋଟ ପକାଇ ହତ୍ୟା କରିଥିଲେ l ମୁରଲୀଙ୍କ ଡାହାଣ ପାଖ  ଛାତି, ବେକ ଏବଂ ଜଙ୍ଘ ରେ ଚୋଟ ବାଜିଛି l ଖବର ପାଇ କିସିଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି l ଅନ୍ୟ ପକ୍ଷରେ ଏହି ଘଟଣାରେ ହତ୍ୟାକାରୀ ଗିରିଧାରୀ ସାହୁଙ୍କୁ ଗିରଫ କରି ପୋଲିସ ପଚରା ଉଚୁରା କରୁଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026

You Might Also Like