-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ବିଶ୍ୱ କବିତା ଦିବସରେ ନିର୍ଝରିଣୀ ତରଫରୁ କବିତା ଆସର

22-Mar-2025



କଣ୍ଟାବାଞ୍ଜି(କୈଳାସ ସଗ୍ରିଆ):  ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ବିଶ୍ୱ କବିତା ଦିବସ ଅବସରରେ ବହୁଭାଷୀ କବିତା ପାଠ ଓ ପୁସ୍ତକ ସମୀକ୍ଷା ଜଗନ୍ନାଥ କାର ସ୍ପା ପରିସରରେ ଅନୁଷ୍ଠିତ ହୋଇଥିଲା।ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅଧ୍ୟାପକ ଲୋହିତାକ୍ଷ ଯୋଷୀ ମୁଖ୍ୟ ଅତିଥି, କବି ରତୀନ୍ଦ୍ର ରାଏ,ବିଭୁଦତ୍ତ ସାହୁ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ।ଜଗତର ନାଥ ଜଗନ୍ନାଥଙ୍କ ଫଟୋଚିତ୍ରରେ ଧୂପଦୀପ ପ୍ରଦାନ କରିବା ପରେ କଣ୍ଠଶିଳ୍ପୀ ଗଣପତି ବେହେରା ଭଜନ ପରିବେଷଣ କରିଥିଲେ। ସ୍ୱର୍ଗତ ପଦ୍ମ ଭୂଷଣ ରମାକାନ୍ତ ରଥ ଓ ଶିଶୁ ସାହିତ୍ୟିକ ଲିଙ୍ଗରାଜ ଚିନ୍ଦାଙ୍କ ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଅନୁଷ୍ଠାନର ପ୍ରତିଷ୍ଠାତା ସ୍ୱର୍ଗତ ରାମ ପ୍ରସାଦ ପୁରୋହିତ ଓ ପ୍ରତିଷ୍ଠାତା ସମ୍ପାଦକ ବିରଞ୍ଚି ନାରାୟଣ ଦାଶଙ୍କ ମିଳିତ କବିତା ସଂକଳନ  ଆକାଶର ଜହ୍ନ ପୃଥିବୀର ଭୋକ ପୁସ୍ତକକୁ କବି ରାମଚନ୍ଦ୍ର ସାହୁ ଓ ବିଭୁଦତ୍ତ ସାହୁ ସମୀକ୍ଷା କରିଥିଲେ।ଉପସଭାପତି ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ।ତାପରେ କବୟିତ୍ରୀ ତଥା ସହ ସମ୍ପାଦିକା ଅଞ୍ଜଳି ମାଝୀ ଓ ମମତା ପଣ୍ଡାଙ୍କ ସଂଯୋଜନାରେ ଅନେକ କବି ଯଥା ନରେନ୍ଦ୍ର ସୁନା, କୁଞ୍ଜ ବିହାରୀ ବେହେରା, ପ୍ରଭାତ ମିଶ୍ର,ବିନୟ କୁମାର ଦାଶ, ସୁଧାଂଶୁ ଶେଖର ମିଶ୍ର,ଥମିର ଛତ୍ରିଆ,ବିନୋଦ ପୁଟେଲ, ଡୋଳାମଣି ମହତ,ଅମରକାନ୍ତ ବେହେରା, ବିକାଶ ନାଥ,ଡ.ମିଲି କର,ଦୀପା ନାୟକ,ଦୀପକ ମହାପାତ୍ର, ଫକୀର ମୋହନ ଖମାରୀ, ଭକ୍ତବନ୍ଧୁ ମେହେର, ଜତୀନ ଦୁଆରୀ,କିଶୋର ବରିହା, ଭକ୍ତ ଚରଣ ବନଛୋର ଆଦି କବିତା ପାଠ କରିଥିଲେ।ସମସ୍ତଙ୍କୁ ପୁସ୍ତକ ଉପହାର ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like