-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଟାଉନ ହାଇସ୍କୁଲରେ ସ୍କୁଲର ପୁରାତନ ଛାତ୍ରଙ୍କ ସହ ମୋ ସ୍କୁଲ ଅଭିଯାନ

17-Jan-2021



ବଲାଙ୍ଗିର, (ପ୍ରେରଣା ଖବର) : ବଲାଙ୍ଗୀର ସହର ମଧ୍ୟରେ ଥିବା ଟାଉନ ବଏଚ ହାଇସ୍କୁଲ ଠାରେ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ତେବେ ସୂଚନା ଅନୁସାରେ ୨୦୧୭ ଶିକ୍ଷାବର୍ଷ ନଭେମ୍ବର ୧୪ ତାରିଖ  ଶିଶୁ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଯୋଜନା ଲାଗୁ କରାଯାଇଥିଲା ।ଯାହା ଥିଲା ମୋ ସ୍କୁଲ ଅଭିଯାନ। ଏହାଦ୍ୱାରା ସହର ସହ ଦେଶ ଗୁଡିକରେ ଥିବା ସମସ୍ତ ସରକାରୀ ସ୍କୁଲ ଗୁଡ଼ିକରେ ପୁରାତନ ଛାତ୍ରଙ୍କ ସ୍ୱାଗତ କରାଯିବ। ଯାହା ଫଳରେ ସ୍କୁଲ ମଧ୍ୟରେ ପୁରାତନ ଛାତ୍ରଙ୍କୁ ନେଇ ଏକ ସୁସମ୍ପର୍କ ଗଠନ ହେବ ଓ ପୁରାତନ ଛାତ୍ରଙ୍କ ମାଧ୍ୟମରେ ସ୍କୁଲ ଗୁଡିକର ଶିକ୍ଷା କ୍ଷେତ୍ରରେ ପ୍ରଚାର ପ୍ରସାର  ହୋଇପାରିବ l ଏହା ଆଗାମୀ ପିଢ଼ିର ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଯୋଗାଇବ ବୋଲି ଟାଉନ ହାଇସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀମତୀ କୁମୁଦିନି ମିଶ୍ର ନିଜ ମତବ୍ୟକ୍ତ ରଖିଥିଲେ। ଆଜିର ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀ ,ସମ୍ମାନିତ ଅତିଥି ଭାବେ ପୁରାତନ ଛାତ୍ର ସୁଭାଷ ଚଦ୍ର ପଣ୍ଡା ଓ ସୁଧୀର ଚନ୍ଦ୍ର ପଣ୍ଡା ଯୋଗ ଦେଇଥିବାବେଳେ ଟାଉନ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀମତୀ କୁମୁଦିନି ମିଶ୍ର ଙ୍କ ସହ ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ମିଶ୍ର ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ର  ଶୁଭାରମ୍ଭ ମାଁ ସରସ୍ୱତୀ ଙ୍କ ଦ୍ୱୀପ ପ୍ରଜ୍ବଳନ ସହ ହୋଇଥିବା ବେଳେ ସ୍କୁଲ ର ଅଧ୍ୟାପିକା ମଣ୍ଡଳୀ ଶ୍ଳୋକ,ମନ୍ତ୍ର,ମାଧ୍ୟମରେ ଶୁଭାରମ୍ଭ କରିଥିଲେ।ଏବଂ ପରେ ଉପସ୍ଥିତ ଅତିଥୀ ବୃନ୍ଦ ଙ୍କୁ ସ୍କୁଲର ପୁରାତନ ଛାତ୍ର ମଣ୍ଡଳୀ  ସ୍ୱାଗତ ସମ୍ମର୍ଦ୍ଧନା କରିଥିଲେ lଏହି ଅବସରରେ ସ୍କୁଲ ର କିଛି ଅଧ୍ୟାପକ ଙ୍କ ବିଯୋଗ କୁ ନେଇ ତାଙ୍କ ଅମର ଆତ୍ମାର ସଦଗତି ପାଇଁ ଗୋଟେ ମିନିଟ ନିରବ ପ୍ରାଥନା ମଧ୍ୟ କରାଯାଇଥିଲା।ତେବେ ଆଜିର ଏହି ମୋ ସ୍କୁଲ ଅଭିଯାନ ସଭାରେ ଆଗାମୀ ଦିନରେ ପୂର୍ବତନ ଛାତ୍ର ଙ୍କୁ ନେଇ ବଲାଙ୍ଗୀର ଟାଉନ ଉଚ୍ଚତମ ସ୍କୁଲ ର ପ୍ଲାଟିନମ ଯୁବଳୀ ପାଇଁ ପ୍ରସ୍ତୁତି ପାଇଁ ବୈଠକ ହେବା ନେଇ ନିଷ୍ପତି ମଧ୍ୟ ନିଆଯାଇଥିଲା। ଏହି ଅବସରରେ ଟାଉନ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ,ତ୍ରିଲୋଚନ ମହାପାତ୍ର,ଅଣାକାର ସାହୁ,ବିକାଶ ଦାସ,ଶୁଭେନ୍ଧୁ ପ୍ରଧାନ,ପ୍ରହ୍ଲାଦ ମହାକୁର,ତୀର୍ଥ ଜାଲ, ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟ ଲକ୍ଷ୍ମୀ ମିଶ୍ର ଜୋତିର୍ମୟୀ ନାଏକ,ଆର୍ୟ୍ଯ ଵାଲା ମିଶ୍ର,ନିଳିମା ପୁରୋହିତ,ଯୋଗମାୟା ଷଡଙ୍ଗୀ ଙ୍କ sameta ଏହି ସ୍କୁଲ ର ପୁରାତନ ଛାତ୍ର ଉପସ୍ଥିତ ରହି ମୋ ସ୍କୁଲ ଅଭିଜାନର କାର୍ଯ୍ୟକ୍ରମକୁ ସଫଳମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like