-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

ବାର୍ଷିକୋତ୍ସବ ଅନୁଷ୍ଠିତ

22-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସରକାରୀ ଉଚ୍ଚପ୍ରାଥମିକବିଦ୍ୟାଳୟ, ଭୁତୁଲି ଓ ପ୍ରାଥମିକ ବିଦ୍ୟାଳୟ ରେଙ୍ଗାଲିର ବାର୍ଷିକ ଉତ୍ସବ - ୨୦୨୫  ଅନୁଷ୍ଠିତ ହୋଇ ଯାଇଛି  । ପ୍ରଧାନଶିକ୍ଷକ  ଶ୍ରୀମାନ ଅନିରୁଦ୍ଧ ଠେଠୁଆରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି ଭାବରେ ମିଳିତ ଶିକ୍ଷକ ସଂଘର ସଭାପତି ଡକ୍ଟର ରାଜ କୁମାର ବଘେଲ, ମୁଖ୍ଯ ବକ୍ତା ପ୍ରକୃତି ବନ୍ଧୁ ତଥା ମୁଖ୍ଯମନ୍ତ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀମାନ ରୋହିତ କୁମାର ଭୁଏ ଓ ସମ୍ମାନୀତ ଅତିଥି ଭାବରେ ଶ୍ରୀମାନ ରାହୁଲ ସେଠ୍, ସହ ଶିକ୍ଷା ଅଧିକାରୀ ଶ୍ରୀମାନ ଲାଲ ମୋହନ ସିଂହ, ଶ୍ରୀମତୀ କସ୍ତୁରୀ ବାଗ, ସରପଞ୍ଚ, ଖୋଲା, ସମିତି ସଭ୍ଯା ଶ୍ରୀମତୀ ତପସ୍ବିନୀ ଠେଠୁଆର, ଶ୍ରୀମାନ ରାମେଶ୍ଵର ସାହୁ, ଶ୍ରୀମାନ ବଳରାମ ଭୁଏ, ଶ୍ରୀମାନ ଝାସକେତନ ପଧାନ, ଶ୍ରୀମାନ ବୁଦ୍ଧଦେବ ସାହୁ, ଗୌନ୍ତିଆ, ଶ୍ରୀମାନ ମାଲିକରାମ ଭେଦଭଏଁସାଲ, ଚେୟାରମେନ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭୁତୁଲିର  କୁନି ଶିକ୍ଷାର୍ଥୀ ପୁଷ୍ପା , ଗାୟତ୍ରୀ ,ଭାରତୀ , ଆରତୀ,ମନିଷା , ଉଦଘାଟନୀ ସଙ୍ଗୀତ ପରିବେଷଣକରି ସମସ୍ତଙ୍କ ମନ ମୋହିଥିଲେ  । ପୂର୍ବରୁ ହୋଇଥିବା କ୍ରିଡା ପ୍ରତିଯୋଗିତା, ବିତର୍କ, ଚିତ୍ରାଙ୍କନ, କଳା, ହସ୍ତକର୍ମ, ହସ୍ତାକ୍ଷର, ସଙ୍ଗୀତ, ସାଂସ୍କୃତିକ ଆଦି କାର୍ଯ୍ୟକ୍ରମରେ  କୃତି ଅର୍ଜନ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇ ଥିଲା । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ କୁନି କୁନି କଳାକାର ପୁଷ୍ପା, ଲିଜା, ସୁହାନୀ , ଦେବକୀ , ମନୀଷା ଆଦି ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଶିକ୍ଷକ ସେନେମ ଡାଙ୍ଗଙ୍କ ସୁନ୍ଦର ସଂଯୋଜନା କାର୍ଯ୍ୟକ୍ରମକୁ ଚାରଚାନ୍ଦ  ଲଗାଇ ଦେଇଥିଲା  । ବିବରଣୀ ପଠନ ପ୍ରଧାନ ଶିକ୍ଷକ ଶ୍ରୀମାନ ଅନିରୁଦ୍ଧ ଠେଠୁଆର କରିଥିବା ବେଳେ ଶ୍ରୀମାନ ପଦ୍ମଲୋଚନ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ  । ଶ୍ରୀମାନ ରମେଶ ଠେଠୁଆର, ଶ୍ରୀମାନ ନିତ୍ୟାନନ୍ଦ ପଧାନ, ଶ୍ରୀମାନ ଯାଦବ ଠେଠୁଆର, ଶ୍ରୀମାନ ଶ୍ରୀତମ ଭୁଏ, ଶ୍ରୀମାନ ଭିଷ୍ମଦେବ ଭଏଁସାଲ, ଶ୍ରୀମାନ ଉଦ୍ଧବ ଶିଦାର, ଶ୍ରୀମାନ ମହେଶ ପଧାନ ଓ ପପୁ କୁମରା ପ୍ରତ୍ୟେକ କାର୍ଯ୍ୟରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like