-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ ରେ ଆଗଲପୁର ସରପଞ୍ଚ ନିଲମ୍ବିତ

22-Mar-2025



ଆଗଲପୁର, (ପ୍ରେରଣା ଖବର ) ଆଗଲପୁର ବ୍ଲକ  ଆଗଲପୁର ଗ୍ରାମ ପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ନନ୍ଦିନୀ ମେହେର ମଧ୍ୟ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି l ଦିନକ ଆଗରୁ ଭରସୁଜା ପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ପ୍ରମିଳା ସାହୁ ନିଲମ୍ବିତ ହୋଇଥିବା ବେଳେ ଆଗଲପୁର ବ୍ଲକ ରେ ଗୋଟିଏ ପରେ ଗୋଟିଏ ସରପଞ୍ଚ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ନିଲମ୍ବିତ ହେଉଥିବାରୁ ଅଞ୍ଚଳରେ ଚର୍ଚ୍ଚା ର ବିଷୟ ପାଲଟିଛି l ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସରକାର ଙ୍କ ପଞ୍ଚାୟତି ରାଜ୍ ଓ ପାନୀୟ ଜଳ ବିଭାଗର ପତ୍ର ସଂଖ୍ୟା    ପିଆର- ପିଏଡ଼ିଏମ - ଇଏସଟିଡି 0012 2025 7469 ବୋଲି ପତ୍ରରେ ଉଲ୍ଲେଖ ରହିଛି l

ଏହି ପତ୍ର ଗତ 19-3-2025 ରେ ପ୍ରକାଶ ପାଇଥିବା ଜଣା ପଡିଛି। ପଞ୍ଚାୟତ ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସିଥିବା ଅର୍ଥ କୁ ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରାଜ୍ କିଶୋର ପୋଢ଼ ଙ୍କ ସହିତ ମିଶି ଅର୍ଥ ହେରଫେର ହୋଇଥିବା ଅଭିଯୋଗ ରେ ତାଙ୍କୁ ନିଲମ୍ବନ କରା ଯାଇଛି l ଏହା ପୂର୍ବରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରାଜ୍ କିଶୋର ପୋଢ଼ ଙ୍କୁ ଜେଲ ଯିବାକୁ ମଧ୍ୟ ପଡ଼ିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like