-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||     

HOME   ଜିଲ୍ଲା

ଆଇକାଡା ଅନୁଷ୍ଠାନ ତରଫରୁ କୃଷକ କ୍ଷେତ୍ର ଦିବସ ପାଳିତ

22-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ କେରମେଳାବାହାଲ ପଞ୍ଚାୟତ ଖଣ୍ଡସିବାଞ୍ଜି ଠାରେ ଆଇକାଡା ଅନୁଷ୍ଠାନ ତରଫରୁ କୃଷକ କ୍ଷେତ୍ର ଦିବସ ପାଳିତ ହୋଇଯାଇଛି।ବର୍ତ୍ତମାନ ସମୟରେ ପାଣି ର ସଙ୍କଟ ଦେଖା ଦେଉ ଥିବାରୁ ଧାନ ଫସଲ ବଦଳରେ ତୈଳ ବୀଜ ଚାଷ ଉପରେ କିପରି ଚାଷ କରି ଉପକୃତ ହେବେ ସେଥିପାଇଁ ଉପସ୍ଥିତ ଚାଷୀ ମାନଙ୍କୁ ବରିଷ୍ଠ କୃଷି ଅଧିକାରୀ ମାନେ ମାର୍ଗ ଦର୍ଶନ ପ୍ରଦାନ କରିଥିଲେ।ଏଥିସହ ଆଇକାଡା ତରଫରୁ ଗ୍ରାମରେ କରାଯାଇଥିବା ବିଭିନ୍ନ ପ୍ରକାର ତୈଳ ବୀଜ ଫସଲ,ନାନାଦି କିସମର ମୁଗ,ବିରି,ଚନା ଆଦି ଚାଷ କ୍ଷେତ୍ରକୁ ପରିଦର୍ଶନ କରାଇ ଉପଯୁକ୍ତ ଟ୍ରେଡ ଦିଆଯାଉଥିଲା।ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କୃଷି ଜିଲ୍ଲା ଅଧିକାରୀ  ପ୍ରଭାସ ପଣ୍ଡା, ସମ୍ମାନିତ ଅତିଥି ଭାବେ ପାଇକମାଳ ବ୍ଲକ କୃଷି ଅଧିକାରୀ ସୋମନାଥ ମହାପାତ୍ର,ଏଫ.ପି.ଓ. ଦୁର୍ଯ୍ୟୋଧନ ପୁଟା,ସ୍ଥାନୀୟ ସରପଞ୍ଚ ପ୍ରତିନିଧି ମନୋଜ କୁମାର ସାହୁ,ଜିଲ୍ଲା ପ୍ରକଳ୍ପ ଅଧିକାରୀ ଆଇକାଡା ପ୍ରବୀର ନାଗ ଯୋଗ ଦେଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ଖଣ୍ଡସୀବାଞ୍ଜି,ହରିଡାଟାଲ, କେରମେଲାବାହାଲ,ଦେୱାନଡିହି, ଯୁଧିଷ୍ଠିରପୁର ର ଶତାଧିକ ଚାଷୀ ଓ ବି.ପି.ଏଫ.ପି.ସି.ଲ. ର ସଦସ୍ୟ ମାନେ ଯୋଗ ଦେଇଥିଲେ।ସୁଜାତା ଧରୁଆ, ସଂଯୁକ୍ତା ବାଗ,ଏକାଙ୍କିକା ନାମଦେଓ, କୌଶଲ୍ୟା ଧରୁଆ,ସୁରେଖା ଡନସନା, ଧର୍ମ କୁମାର ସାହୁ,ଅଂଚଳ ନାୟକ,କର୍ଣ ପାଣ୍ଡେ,ସନ୍ତୋଷ ସାହୁ ସହଯୋଗ କରିଥିଲେ।ପରିଶେଷରେ ଆଇକାଡା ର ବରଗଡ ଜିଲ୍ଲା ପ୍ରକଳ୍ପ ଅଧିକାରୀ ଆଇକେଡା ପ୍ରବୀର ନାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026

You Might Also Like