-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଅତାବିରା କ୍ଳଷ୍ଟର ପକ୍ଷରୁ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

22-Mar-2025



ଅତାବିରା(ଆକାଶ ମିଶ୍ର): ଅତାବିରା  ଏନ୍ ଏ ସି ସ୍ଥିତ  ଲାଦର ପାଲି ସରକାରୀ   ପ୍ରାଥମିକ ବିଦ୍ୟାଳୟ, ବନ୍ଧପଡା ଠାରେ ଆଜି  ଅତାବିରା  କ୍ଲଷ୍ଟର ପକ୍ଷରୁ ଅବସର  ନେଇ ଥିବା  ଶିକ୍ଷକ ଶଙ୍କର ସାହୁଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେବା ପାଇଁ ଏକ ସମ୍ବର୍ଦ୍ଧନା ସଭା  ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ  ଡାକ୍ତର ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ସମ୍ବର୍ଦ୍ଧନାସଭାରେ  ଅତାବିରା ନୋଡାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ପଧାନି  ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିବା ବେଳେ  ନୋଡାଲ ସି ଆର୍ ସି ସି  ନୃପ ଭୁଏ ଓ ଅବସର  ନେଇଥିବା ଶିକ୍ଷକ ଶଙ୍କର ସାହୁ ମଞ୍ଚାସୀନ ଥିଲେ । ହୀର୍ଲୀ ପାଲି ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ବଳରାମ ସାହୁ ନିମନ୍ତ୍ରିତ ଅତିଥି ରୂପେ ଯୋଗ ଦେଇ  ବିଦାୟୀ ଶିକ୍ଷକଙ୍କ  ଆଦର୍ଶ    ଗୁଣାବଳି ଓ କର୍ମ ତତ୍ପରତା,ନିଷ୍ଠାପର ଶିକ୍ଷାଦାନ ଉପରେ  ଆଲୋକପାତ କରିଥିଲେ ।  ଶ୍ରୀ ସାହୁ  ୨୦୦୮ ମସିହାରୁ ୨୦୨୪ ପର୍ଯ୍ୟନ୍ତ  ଏହି ବିଦ୍ୟାଳୟର ରେ ଶିକ୍ଷକତା କରି ବେଶ୍ ସୁନାମ ଅର୍ଜନ କରିଛନ୍ତି ।ସେ ଜଣେ ଗଣ ଶିକ୍ଷକ । ଏକ୍ସ୍ କେଡର ହୋଇଥିବା ରୁ କାମ ଦରମା ପାଉଥିଲେ ଏମିତିକି ଅବସର ପରେ ମଧ୍ୟ ତାଙ୍କର ପେନସନ  ନାହିଁ କି ଟଙ୍କାଟିଏ ଜି ପି ଏଫ  କି ଇ ପି ଏଫ୍ ମଧ୍ୟ ନାହିଁ । ତଥାପି ସେ କେବେହେଲେ ନିଜର କାର୍ଯ୍ୟ  ରେ ଢିଲା କରି ନାହାନ୍ତି ।ଅତ୍ୟନ୍ତ ଛାତ୍ର ପ୍ରେମୀ ଥିଲେ ।ତାଙ୍କର  ଅବସରରେ ଛାତ୍ରଛାତ୍ରୀ ମାନେ  ବେଶ୍ ଦୁଃଖିତ ଥିଲେ । ଏହି ସମ୍ବର୍ଦ୍ଧନା ସଭାରେ  କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ,ବ୍ଲକର ସମସ୍ତ ସି ଆର୍ ସି ସି  ଉପସ୍ଥିତ ଥିଲେ । ଶିକ୍ଷକ ସିତାରାମ ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like