-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଜଗନ୍ନାଥ ମହୋତ୍ସବ ର ଚତୁର୍ଥ ଦିବସ*- *ଶ୍ରୀ ଜଗନ୍ନାଥ ସଂସ୍କୃତି ର ପ୍ରବୀଣ ପ୍ରବାଚକ ଡାକ୍ତର କୃଷ୍ଣ କେଶବ ଷଡଙ୍ଗୀ ଙ୍କ ପ୍ରବଚନ ରେ ଭକ୍ତ ଙ୍କ ଭିଡ଼*-

22-Mar-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )ପୂର୍ବଦିନମାନଙ୍କ ଭଳି ଆଜି ବି ପଞ୍ଚକୁଣ୍ଡିୟ ଯଜ୍ଞ,ଚବିଶ ବେଶ ଆଗରେ ବିଷ୍ଣୁ ସହସ୍ର ନାମ ସହ ରାମେଶ୍ୱରଠାରେ ଚବିଶ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି l ମୁଖ୍ୟମଞ୍ଚରେ ଆୟୋଜିତ ଶ୍ରୀଜଗନ୍ନାଥ କଥାମୃତ କାର୍ଯ୍ୟକ୍ରମରେ ଜଗନ୍ନାଥ ସଂସ୍କୃତିର ପ୍ରବୀଣ ପ୍ରବାଚକ ଡାକ୍ତର  କୃଷ୍ଣକେଶବ ଷଡ଼ଙ୍ଗୀଙ୍କ ପ୍ରବଚନ କାର୍ଯ୍ଯ କ୍ରମ କୁ ହଜାର ହଜାର ଶ୍ରଦ୍ଧାଳୁ ଉପଭୋଗ କରିଥିଲେ l ମହୋତ୍ସବ ପରିସରରେ ମିନା ବଜାରରେ ଲୋକଙ୍କ ଭିଡ଼ ଜମିଛି l ମହୋତ୍ସବ ପରିସରରେ ପୁରୀରୁ ଆସିଥିବା ମହାସୁଆରଙ୍କ ପ୍ରସ୍ତୁତ ଖଜା ଓ ଭୋଗ ଷ୍ଟଲ ଆଗରେ ଲୋକେ ପ୍ରବଳ ଭିଡ  ଜମାଇଥିଲେ l ମହୋତ୍ସବକୁ ଆସୁଥିବା ସମସ୍ତ ଶ୍ରଦ୍ଧାଳୁ ଭକ୍ତଙ୍କ ଆନନ୍ଦ ବଜାରରେ ମାଗଣାରେ ପ୍ରସାଦ ସେବନ ର ଅପୂର୍ବ ସୁଯୋଗ ଲାଭ କରୁ ଛନ୍ତି l ମହୋତ୍ସବ ର ଆବାହକ ନାଟ୍ୟଶ୍ରୀ ଗଦାଧର ବାରିକ,ସଂପାଦକ ଶ୍ୟାମାଓଁ ପ୍ରସାଦ ମିଶ୍ର,ବୈକୁଣ୍ଠନାଥ ଶତପଥୀ,ଶ୍ରୀବତ୍ସ ମଲ୍ଲିକ,ବିଘ୍ନରାଜ ପଣ୍ଡା,ମନୋଜ ବାରିକ,ଦୁର୍ଜଧନ ସାହୁ,ଗଣପତି ବାଘ ପ୍ରମୁଖ କାର୍ଯ୍ୟକର୍ତ୍ତା ମହୋତ୍ସବ ସଞ୍ଚାଳନ କରୁଥିବା ବେଳେ ସୁଭଦ୍ରା ବାହିନୀ ମହିଳା କର୍ମକର୍ତ୍ତାଙ୍କ ମଧ୍ୟରେ ଆରତୀ ଖମାରୀ, ଶ୍ରଦ୍ଧାଞ୍ଜଳି ମିଶ୍ର,ସୁନନ୍ଦା ସାହୁ,ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ,ଗୀତାଞ୍ଜଳି ବହିଦାର,ନିରୂପମା ପରଡ଼ିଆ,ପୂର୍ଣ୍ଣିମା ସା,ସଂଯୁକ୍ତା ହୋତା,ସୁଜ୍ଞାନୀ ପାଣିଗ୍ରାହୀ,କଲ୍ୟାଣି ମିଶ୍ର,ପ୍ରତିମା ସେଠି,ଜ୍ୟୋତି ପାତ୍ର,ସ୍ମିତାରାଣୀ ମେହେର ପ୍ରମୁଖ ମହୋତ୍ସବ ପରିଚାଳନା ଦାୟିତ୍ୱ ନିଭାଇ ଛନ୍ତି l  ଭକ୍ତ ଶ୍ରଦ୍ଧାଳୁ ସ୍ଵତଃ ପ୍ରଥଃ ଭାବେ ସାଧୁ ସନ୍ଥ ଙ୍କ ସେବା ରେ ନିୟୋଜିତ ଥିବା ଜଣା ପଡ଼ିଛି l ମୁଖ୍ୟ ଆଚାର୍ଯ୍ୟ ଭାବେ ପଣ୍ଡିତ ରାଜୀବ ଲୋଚନ ପଣ୍ଡା ଓ ରାଧେଶ୍ୟମ ପୁରୋହିତଙ୍କ ନେତୃତ୍ୱରେ ଶାତାଧିକ ପଣ୍ଡିତ ସମସ୍ତ ଯଜ୍ଞକାର୍ଯ୍ୟରେ ସାମିଲ ଅଛନ୍ତି l ପୋଲିସ ପବ୍ଲିକ ପ୍ରଶାସନ ଓ ସ୍ବେଛାସେବୀ ଙ୍କ ସହଯୋଗ ରେ ଶାନ୍ତି ଶୃଙ୍ଖଳା ର ସହ ଆଗେଇ ଚାଲିଛି ଶ୍ରୀ ଜଗନ୍ନାଥ ମହୋତ୍ସବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like