-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଟାଉନ୍ ହଲ୍ ଠାରେ ଜ଼ିଲ୍ଲାସ୍ତରୀୟ ବିଶ୍ବ ଜଳ ଦିବସ ପାଳିତ

22-Mar-2025



ବୌଦ୍ଧ (ଜୟାନନ୍ଦ ମିଶ୍ର):  ବୌଦ୍ଧ ଟାଉନ୍ ହଲ୍ ଠାରେ ଜିଲ୍ଲା ପ୍ରଶାସନ ଓ ବୌଦ୍ଧ ଜଳ ସେଚନ ବିଭାଜନର ମିଳିତ ଆନୁକୁଲ୍ୟରେ ବିଶ୍ବ ଜଳ ଦିବସ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ | ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବିଡିଓ ଯୁଧିଷ୍ଠିର ମେହେର, ଜ଼ିଲ୍ଲା ପ୍ରାଣୀ ଧନ ଚିକିତ୍ସା ଅଧିକାରୀ ଡ଼. ରମାରାଓ  ପାଲୋ, ସହକାରୀ ନିର୍ଦ୍ଦେଶକ,ଉଦ୍ୟାନ ବିଭାଗ ଯୋଗୀନ୍ଦ୍ର ନାଥ  ମହାପାତ୍ର ଯୋଗ ଦେଇଥିଲେ | ଚଳିତ ବର୍ଷର ବିଶ୍ବ ଜଳ ଦିବସର ସ୍ଲୋଗାନ "ଜଳ ହିଁ ଜୀବନ " ଏହାର ସୁରକ୍ଷା କରନ୍ତୁ" ଜଳ ବହୁଳେ ସୃଷ୍ଟି ନାଶ, ଜଳ  ବିହୁନେ ସୃଷ୍ଟି ନାଶ ଏବଂ ବିଶ୍ୱ ପାଇଁ ଜଳ  ସଂରକ୍ଷଣ କେତେ ଜରୁରୀ, ଜଳ ର ଅଭାବ କୁ ଦୂର କରିବା ପାଇଁ ଜଳ ସଂରକ୍ଷଣ ଜରୁରୀ,ଆଡିବନ୍ଧ, ଜଳଉତ୍ସ ଆଦି ରେ ଜଳକୁ ସଂରକ୍ଷିତ  ରଖିବା, ମହାନଦୀ ର ଜଳ କୁ ପ୍ରଦୂଷିତ ହେବାକୁ ନ ଦେବା, ଅଳିଆ, ଆବର୍ଜନା, ଅଇଁଠା  ବାସନ  ସଫା ନ କରିବା, କପଡ଼ା ସଫା  ନ କରିବା, ବାସୀ ଖାଦ୍ୟ, ଠାକୁର ଙ୍କ ଫୁଲ  ଆଦି ନଦୀ  ଜଳ ରେ ନ ପକାଇବା, ଘରେ  ମଧ୍ଯ  ପାଣି ଅଯଥା ରେ ନଷ୍ଟ ନ କରିବା  ଆଦି ସମ୍ପର୍କରେ ଅତିଥି ମାନେ ନିଜ ନିଜ ବକ୍ତବ୍ୟ  ପ୍ରଦାନ କରିଥିଲେ | ବୌଦ୍ଧ ଜଳ ସେଚନ ବିଭାଜନର ନିର୍ବାହୀ ଯନ୍ତ୍ରୀ ନରେଶ  କୁମାର ବାରିକ ସମସ୍ତ ଙ୍କୁ ସ୍ୱାଗତ କରି  ଦିବସ ର ଉଦ୍ଦେଶ୍ୟ ଜ୍ଞାପନ  କରିଥିଲେ ଲ ଏହି ବୈଠକ କୁ ନିର୍ବାହୀ ଯନ୍ତ୍ରୀ, ଉଠା ଜଳ  ସେଚନ ବିଭାଗ, ବୌଦ୍ଧ ଇଂ. ଯୋଗେନ୍ଦ୍ର ରଥ  ପରିଚାଳନା କରିଥିବା ବେଳେ ଅଧିକ୍ଷଣ ଯନ୍ତ୍ରୀ, କ୍ଷୁଦ୍ର ଜଳ  ସେଚନ ବିଭାଗ, ବୌଦ୍ଧ ଶ୍ରୀଯୁକ୍ତ  ମନୋରଞ୍ଜନ ହାଁସଦା  ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମରେ ବିଭିନ୍ନ ପାଣି ପଞ୍ଚାୟତର ସଦସ୍ୟ, ସଦସ୍ୟା, ମିଶନ ଶକ୍ତି, ସ୍ୱୟଂ ସହାୟକ  ଗୋଷ୍ଟୀ, ତପସ୍ୱିନୀ ପରିବାର  ର ମାଆ, ଗଣ ମାଧ୍ୟମ  ପ୍ରତିନିଧି,ଜ଼ିଲ୍ଲା ସ୍ତରୀୟ ଅଧିକାରୀ  ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ l ପରେ  ପାଣି ପଂଚାୟତ ର ସଦସ୍ୟ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଶେଷରେ ମାଆ ପୂର୍ଣ୍ଣମାସୀ ପାଲା ଦଳ, ବ୍ରାହ୍ମଣୀ ନାୟିକା - ଦୀପ୍ତି ମିଶ୍ର ଓ ସାଥି  -ପାଲା ପରିବେଷଣ କରିଥିବା ବେଳେ ମହାବୀର  ଦାସକାଠିଆ  ଦଳ, ବଡ଼ମାଲ, ବୌଦ୍ଧ କରୁଣାକର  ଓ ସାଥି  ଦାସକାଠିଆ ପରିବେଷଣ  କରିଥିଲେ l ଏହି ସଚେତନତା ଧର୍ମୀ  ପାଲା କୁ ଅତିଥି ମାନେ ଶେଷ ପର୍ଯ୍ୟନ୍ତ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like