-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଆସନ୍ତାକାଲି ଠାରୁ ଅଧିକସଂଖ୍ୟକ କେନ୍ଦ୍ରରେ ଟିକାକରଣ ହେବ: ପରିବାର କଲ୍ୟାଣ ନିର୍ଦ୍ଦେଶକ

17-Jan-2021



ଭୁବନେଶ୍ବର (ପ୍ରେରଣା ଖବର): ଆସନ୍ତାକାଲି ଠାରୁ ପୁଣି ଟିକାକରଣ ଚାଲିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏଥର ଟିକାକରଣ କେନ୍ଦ୍ରର ସଂଖ୍ୟା ବଢିବ ବୋଲି ସେ କହିଛନ୍ତି । ତାଙ୍କର ସୂଚନା ଅନୁଯାୟୀ, ସବୁ ଘରୋଇ ଓ ସରକାରୀ ମେଡିକାଲ କଲେଜର ୫ ଟି ସ୍ଥାନରେ ଟିକାକରଣ ବ୍ୟବସ୍ଥା କରାଯିବ। ଠିକ୍ ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟରେ ଦୁଇଟି ସେସନରେ ଟିକାକରଣ କରାଯିବ। ଏହି ସବୁ ସ୍ଥାନରେ ଦୁଇଶହଜଣଙ୍କୁ ଟିକା ଦିଆଯିବ। ଏଣିକି ୫ ବଦଳରେ ୬ ଜଣ ଭ୍ୟାକ୍ସିନ ଇନଚାର୍ଜ ରହିବେ। କିନ୍ତୁ ପିଏଚସି ଓ ସିଏଚସି ଟିକାକରଣ କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଟିକାକରଣ କରାଯିବ। ଏଥିପାଇଁ ପ୍ରତି ଜିଲ୍ଲାକୁ ଏହି ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ, ଗତକାଲି ସୁରୁଖୁରୁରେ ଟିକାକରଣ ହୋଇଛି। ରାଜ୍ୟରେ ୧୩୯୮୦ ଲୋକଙ୍କୁ ଟିକା ଦିଆଯାଇଛି। ମୋଟ୍ ୮୫ ପ୍ରତିଶତ ଟିକାକରଣ ହୋଇଛି। ତେବେ ୬ଟି ଜିଲ୍ଲାରେ ଶହେ ପ୍ରତିଶତ ସଫଳତା ମିଳିଛି। ଢେଙ୍କାନାଳ, ସାଲେପୁର ଓ ରାୟଗଡ଼ାରେ କିଛି ଲୋକଙ୍କ ଭିତରେ ସାମାନ୍ୟ ପାର୍ଶ୍ଵ ପ୍ରତିକ୍ରିୟା ଦେଖା ଦେଇଥିଲା। ନର୍ଭସନେସ ପାଇଁ ପାର୍ଶ୍ଵ ପ୍ରତିକ୍ରିୟା ଦେଖା ଦେଇଥିଲା। ପରବର୍ତ୍ତୀ ସମୟରେ ସବୁ କିଛି ଠିକ ରହିଛି। ଏହା ଉପରେ ବିଭାଗ ନଜର ରଖିଛି ବୋଲି ବିଜୟ ପାଣିଗ୍ରାହୀ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like