-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଶୈକ୍ଷିକ ବିକାଶ ଭ୍ରମଣ -

23-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ସ୍ତରୀୟ ଶୈକ୍ଷିକ ବିକାଶ ଭ୍ରମଣ ଅନୁଷ୍ଠିତ ହୋଇ ଯାଇଛି । ସୋହେଲା ବ୍ଳକ ଅନ୍ତର୍ଗତ ଷୋହଳ କ୍ଲଷ୍ଟରରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତିନି ଜଣ ଛାତ୍ର ଛାତ୍ରୀ ଏହି ଭ୍ରମଣରେ ଯାଇଥିଲେ । ଅମ୍ବାଭୋନାସ୍ଥିତ ପ୍ରସିଦ୍ଧ ଐତିହାସିକ ତଥା ଆଧ୍ୟାତ୍ମିକ ଅଷ୍ଟଶମ୍ଭୁ ଶୈବପୀଠରେ ଛାତ୍ର ଛାତ୍ରୀମାନେ ମନ୍ଦିରର ଇତିହାସ ତଥା ପ୍ରାକୃତିକ ପରିବେଶ ଉପଭୋଗ  କରିଥିଲେ । ମନ୍ଦିରର ପୂଜକ ଧୃବ ଗିରି ଛାତ୍ର ଛାତ୍ରୀଙ୍କୁ ମନ୍ଦିରର ଇତିହାସ ବିଷୟରେ ବୁଝାଇଥିଲେ । ଏହା ସହ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟକୁ ଯାଇ ବିଜ୍ଞାନ ଗାର, ପାଠାଗାର ପରିଦର୍ଶନ କରିଥିଲେ । ଏହି ଅନୁଷ୍ଠାନର ଅଧ୍ୟକ୍ଷ ସୁଧାମୟ ତ୍ରିପାଠୀ ସମସ୍ତଙ୍କୁ ସ୍ବାଗତ କରିଥିଲେ ତଥା ଉପସ୍ଥିତ ଶିକ୍ଷକଶିକ୍ଷୟିତ୍ରୀ ମାନେ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ଏହାପରେ ସେମାନେ ଜାତୀୟ ହସ୍ତତନ୍ତ ପ୍ରତିଷ୍ଠାନକୁ ଭ୍ରମଣ କରିଥିଲେ । ଏହି ଅନୁଷ୍ଠାନର ବିଭିନ୍ନ ଯନ୍ତ୍ରପାତିକୁ ଛାତ୍ର ଛାତ୍ରୀ ମାନେ ଦେଖିଥିଲେ । ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ଯାପକ ଦେବେନ୍ଦ୍ର ଯାଦବଙ୍କ ସହ କର୍ମକର୍ତ୍ତା ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ ହସ୍ତତନ୍ତ ଯନ୍ତ୍ର ବିଷୟରେ ବୁଝାଇଥିଲେ । ବୈଜ୍ଞାନିକ ମନୋଭାବର ବିକାଶ ନିମନ୍ତେ ଛାତ୍ର ଛାତ୍ରୀମାନେ ବରଗଡ଼ ଜିଲ୍ଲା ବିଜ୍ଞାନ କେନ୍ଦକୁ ଭ୍ରମଣରେ ଯାଇଥିଲେ । ଏଠାରେ ବିଭିନ୍ନ ବିଜ୍ଞାନ ବିଷୟର ଉପକରଣ , ଥ୍ରି ଡି ସୋ ଦେଖିବା ସହ ବିଜ୍ଞାନ ଉଦ୍ଯାନରେ ବୁଲିଥିଲେ । ଅନୁଷ୍ଠାନ ଦାୟିତ୍ବରେ ଥିବା ଗୋପୀନାଥ ପଧାନ ବିଭିନ୍ନ ବିଷୟରେ ଛାତ୍ର ଛାତ୍ରୀଙ୍କୁ ବୁଝାଇଥିଲେ । ସୋହେଲା ବିଇଓ ଅମୃତା ସାହୁଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନ ତଥା ଏବିଇଓ ମନୋହର ଉଟୀଙ୍କ ସଂଯୋଜନାରେ ଏହି ଶୈକ୍ଷିକ ବିକାଶ ଭ୍ରମଣ ଅନୁଷ୍ଠିତ ହୋଇ ଥିଲା । ଅବସରପ୍ରାପ୍ତ ଏବିଇଓ ଗୋଲାପଚାନ୍ଦ ମିଶ୍ର ଏହି ଭ୍ରମଣରେ ସାମିଲ ହୋଇଥିଲେ । ପ୍ରତ୍ଯେକ କ୍ଲଷ୍ଟରରୁ ଯାଇଥିବା ଜଣେ ଲେଖାଏଁ ମାର୍ଗଦର୍ଶକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ସିଆରସିସି , ଅଫିସ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like