-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ତୁଳସୀ ରାମାୟଣ ନବାହ୍ନ ପାରାୟଣର ୭ମ ଦିବସ 

23-Mar-2025




କୈବର୍ତ୍ତ ର ଶ୍ରୀରାମ ଭକ୍ତି ପ୍ରସଙ୍ଗ ଏକ ନିଦର୍ଶନ 

କଣ୍ଟାମାଳ(ଜୟକୁମାର ମହାରଣା):: କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ନଅ ଦିନଧରି ହେବାକୁଥିବା ତୁଳସୀ ରାମାୟଣ ଓ ନବାହ୍ନ ପାରାୟଣ ର ଆଜି ସପ୍ତମ ଦିବସ ରେ କୈବଟ ର ଶ୍ରୀରାମ ଭକ୍ତି ର ଅନନ୍ୟ ନିଦର୍ଶନ ଓ ନିଖୁଣ ନିସ୍ଵାର୍ଥ ଚରିତ୍ର ପ୍ରସଙ୍ଗ କୁ ପ୍ରବଚକ   (ମାନସ କଳ୍ପତରୁ) ପଣ୍ଡିତ ଶ୍ରୀଯୁକ୍ତ ଉମାକାନ୍ତ ମହାପାତ୍ର ଙ୍କ ମୁଖରୁ ଶୁଣିବାକୁ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ବହୁ ସମାଗମ ହୋଇଥିଲା  l  ପିତୃ ସତ୍ୟ ପାଳନ ପାଇଁ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମ ଚନ୍ଦ୍ର ଚଉଦ ବର୍ଷ ବନବାସ ଯାଇଥିବା ଅବସରରେ ଡଙ୍ଗାରେ ନଦୀ ପାରି ହେବା ସମୟରେ କୈବର୍ତ୍ତ ର ପ୍ରଭୁ ଶ୍ରୀରାମ ଙ୍କ ପ୍ରତି ଥିବା ଅନାବିଳ ଭକ୍ତି, ନିଷ୍ଠା, ପ୍ରେମ, ଭକ୍ତିଭାବ ଏକ ସୁନ୍ଦର ପ୍ରସଙ୍ଗ କୁ ଶ୍ରୋତାମାନଙ୍କୁ ଶୁଣାଇଥିଲେ  l  ସକାଳେ ବ୍ୟାସ ପଣ୍ଡିତ ମଧୁସୂଦନ ଦାସ ଙ୍କ ମୁଖରୁ ସୁଦରକାଣ୍ଡ ଅଧ୍ୟାୟରେ ମlଧୁର୍ଯ୍ୟପୂର୍ଣ୍ଣ ଶ୍ରୀରାମ ଙ୍କ କଥାରେ ହନୁମାନ ଙ୍କ ଲଙ୍କା କାଣ୍ଡ କଥାରେ ସମଗ୍ର ପ୍ରବଚନ ପୀଠରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା l ଏଥିରେ ନୀଳାଞ୍ଚଳ ଗୁରୁ ଓ ପତ୍ନୀ ଶୋଭାଗିନୀ ଗୁରୁ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l ପଣ୍ଡିତ ଭାଗ୍ୟଧର ମିଶ୍ର ପୌରୋହିତ୍ୟ କରିଥିବାବେଳେ ସନତ କୁମାର ମିଶ୍ର,ବାଳକୃଷ୍ଣ ମିଶ୍ର ଓ ହରିବନ୍ଧୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ବିଶି ସମ୍ପାଦକ ଦାମୋଦର ସ୍ୱାଇଁ,ସମେତ ବାଳକୃଷ୍ଣ ମିଶ୍ର,ମନ୍ଦିର ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ, ସଦସ୍ୟ ହରିବନ୍ଧୁ ପୁରୋହିତ,ଜୟ କୁମାର ମହାରଣା, ଅରୁଣ କୁମାର ସାହୁ, ମନୋଜ କୁମାର ରାଜହଂସ,ଶ୍ୟାମସୁନ୍ଦର ସ୍ୱାଇଁ,ଅପର୍ତ୍ତି ପ୍ରଧାନ ସମେତ ବହୁ ଶ୍ରଦ୍ଧାଳୁ ଓ ଭକ୍ତ ଯୋଗଦେଇଥିବା ବେଳେ ବ୍ଲକଛକ ଶ୍ରୀରାମ କମିଟିର ସମସ୍ତ ଭକ୍ତବୃନ୍ଦ ସହଯୋଗ କରିଛନ୍ତି l  


ତୁଳସୀ ରାମାୟଣ ନବାହ୍ନ ପାରାୟଣର ୭ମ ଦିବସ 
କୈବର୍ତ୍ତ ର ଶ୍ରୀରାମ ଭକ୍ତି ପ୍ରସଙ୍ଗ ଏକ ନିଦର୍ଶନ 

କଣ୍ଟାମାଳ, ତା୨୩/୩/୨୦୨୫ : କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ନଅ ଦିନଧରି ହେବାକୁଥିବା ତୁଳସୀ ରାମାୟଣ ଓ ନବାହ୍ନ ପାରାୟଣ ର ଆଜି ସପ୍ତମ ଦିବସ ରେ କୈବଟ ର ଶ୍ରୀରାମ ଭକ୍ତି ର ଅନନ୍ୟ ନିଦର୍ଶନ ଓ ନିଖୁଣ ନିସ୍ଵାର୍ଥ ଚରିତ୍ର ପ୍ରସଙ୍ଗ କୁ ପ୍ରବଚକ   (ମାନସ କଳ୍ପତରୁ) ପଣ୍ଡିତ ଶ୍ରୀଯୁକ୍ତ ଉମାକାନ୍ତ ମହାପାତ୍ର ଙ୍କ ମୁଖରୁ ଶୁଣିବାକୁ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ବହୁ ସମାଗମ ହୋଇଥିଲା  l  ପିତୃ ସତ୍ୟ ପାଳନ ପାଇଁ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମ ଚନ୍ଦ୍ର ଚଉଦ ବର୍ଷ ବନବାସ ଯାଇଥିବା ଅବସରରେ ଡଙ୍ଗାରେ ନଦୀ ପାରି ହେବା ସମୟରେ କୈବର୍ତ୍ତ ର ପ୍ରଭୁ ଶ୍ରୀରାମ ଙ୍କ ପ୍ରତି ଥିବା ଅନାବିଳ ଭକ୍ତି, ନିଷ୍ଠା, ପ୍ରେମ, ଭକ୍ତିଭାବ ଏକ ସୁନ୍ଦର ପ୍ରସଙ୍ଗ କୁ ଶ୍ରୋତାମାନଙ୍କୁ ଶୁଣାଇଥିଲେ  l  ସକାଳେ ବ୍ୟାସ ପଣ୍ଡିତ ମଧୁସୂଦନ ଦାସ ଙ୍କ ମୁଖରୁ ସୁଦରକାଣ୍ଡ ଅଧ୍ୟାୟରେ ମlଧୁର୍ଯ୍ୟପୂର୍ଣ୍ଣ ଶ୍ରୀରାମ ଙ୍କ କଥାରେ ହନୁମାନ ଙ୍କ ଲଙ୍କା କାଣ୍ଡ କଥାରେ ସମଗ୍ର ପ୍ରବଚନ ପୀଠରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା l ଏଥିରେ ନୀଳାଞ୍ଚଳ ଗୁରୁ ଓ ପତ୍ନୀ ଶୋଭାଗିନୀ ଗୁରୁ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ  l ପଣ୍ଡିତ ଭାଗ୍ୟଧର ମିଶ୍ର ପୌରୋହିତ୍ୟ କରିଥିବାବେଳେ ସନତ କୁମାର ମିଶ୍ର,ବାଳକୃଷ୍ଣ ମିଶ୍ର ଓ ହରିବନ୍ଧୁ ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ବିଶି ସମ୍ପାଦକ ଦାମୋଦର ସ୍ୱାଇଁ,ସମେତ ବାଳକୃଷ୍ଣ ମିଶ୍ର,ମନ୍ଦିର ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ, ସଦସ୍ୟ ହରିବନ୍ଧୁ ପୁରୋହିତ,ଜୟ କୁମାର ମହାରଣା, ଅରୁଣ କୁମାର ସାହୁ, ମନୋଜ କୁମାର ରାଜହଂସ,ଶ୍ୟାମସୁନ୍ଦର ସ୍ୱାଇଁ,ଅପର୍ତ୍ତି ପ୍ରଧାନ ସମେତ ବହୁ ଶ୍ରଦ୍ଧାଳୁ ଓ ଭକ୍ତ ଯୋଗଦେଇଥିବା ବେଳେ ବ୍ଲକଛକ ଶ୍ରୀରାମ କମିଟିର ସମସ୍ତ ଭକ୍ତବୃନ୍ଦ ସହଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like