-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକଙ୍କୁ କୋର୍ଟ ଚାଲାଣ

23-Mar-2025



ବିଦ୍ୟାଳୟର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ମୁଖ୍ୟ ଅଭିଯୁକ୍ତ ଅର୍ଥନୀତି ବିଭାଗ ଅଧ୍ୟାପକ ବିଦ୍ୟାଧର ଧଳଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ | ବରୀ ପୁଲିସ ଅଧ୍ୟାପକ ଶ୍ରୀ ଧଳଙ୍କୁ ଗୁଜୁରାଟର ସୁରଟ ଅଞ୍ଚଳରୁ ଗିରଫ କରିଥିଲା | ଏକ ସ୍ବତନ୍ତ୍ର ଟିମ୍ ସହାୟତାରେ ଆଳି ଯାଜପୁର ଏସଡିଜିଏମଙ୍କ କୋର୍ଟରେ ହାଜର କରିଥିଲା ପୁଲିସ ତାଙ୍କ ଜାମିନ ନାମଞ୍ଜୁର ହେବା ପରେ ଯାଜପୁର ସବ୍‌ ଜେଲକୁ ପଠାଇଦିଆଯାଇଛି। ସେ ଜାନୁଆରୀ ୬ ତାରିଖରୁ ଦୁଇ ମାସ ଧରି ଫେରାର ଥିଲେ I ଏହାକୁ ନେଇ ନାନା ବିଶୃଙ୍ଖଳା ଓ ଆନ୍ଦୋଳନ ଦେଖାଯିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ପୂର୍ବରୁ ଅଧ୍ଯକ୍ଷ ଓ ତାଙ୍କ ସହଯୋଗୀଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା ।
ସୂଚନା ମୁତାବକ, ଅଭିମନ୍ୟୁ ସାମନ୍ତସିଂହାର କଲେଜର ଜଣେ ଛାତ୍ରୀ ତାଙ୍କୁ ଅର୍ଥନୀତି ବିଭାଗ ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ନେଇ ବରୀ-ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିଲେ। ଅଧ୍ୟାପକଙ୍କ ଗିରଫ ଦାବିରେ ବିକ୍ଷୋଭ କରାଯାଇଥିଲା। ଅଧ୍ୟାପକଙ୍କୁ ସୁରକ୍ଷା ଦେଉଥିବା ଅଧ୍ୟକ୍ଷଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ବରୀ ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ ଏହି ଘଟଣାକୁ ଗୁରୁତ୍ବ ଦେଇଥିଲେ। ଏଭଳି ସମ୍ବେଦନଶୀଳ ଘଟଣାରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ବରୀ-ରାମଚନ୍ଦ୍ରପୁର ଥାନା କାର୍ଯ୍ୟକୁ ବରୀ ବିଜେଡି ପକ୍ଷରୁ
ଅଚଳ କରି ଦିଆଯିବ ବୋଲି ବିଧାୟକ ଶ୍ରୀ ମଲ୍ଲିକ ପୁଲିସ ପ୍ରଶାସନକୁ ଚେତାବନୀ ଦେ ଦେଇଥିଲେ | ଘଟଣାକୁ ଗୁରୁତ୍ବ ଦେଇ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଧ୍ୟକ୍ଷ ସୁଧୀର କୁମାର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯିବ ଯିବା ସହ ଛାତ୍ରୀଙ୍କୁ
ଅସଦାଚରଣ କରିଥିବା ଅଭିଯୁକ୍ତ ତଥା ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିଲା | ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରିବା ପାଇଁ ବରୀ-ରାମଚନ୍ଦ୍ରପୁର ଥାନା ଅଧିକ କାରିଣୀ ଜ୍ୟୋତି ଜ୍ୟୋତିର୍ମୟୀ ସେଠୀ ଶ୍ରୀ ଧଳଙ୍କୁ ଗିରଫ କରିବାକୁ ଏ ଏକ ସ୍ବତନ୍ତ୍ର ଟିମ ଗଠନ କରି ଉଦ୍ୟମ ଜାରି ଜାରି ରଖୁଥିଲେ | ବରା ଓ ଯାଜପୁର ପୁଲିସର ମିଳିତ ସହଯୋଗରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ସୁରଟରୁ ଗିରଫ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like