-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||     

HOME   ଜିଲ୍ଲା

ଯୁଗୋପଯୋଗୀ ସୁବର୍ଣ୍ଣଦୀପ ର ୩୦ତମ ବାର୍ଷିକୋତ୍ସବ ଅନୁଷ୍ଠିତ

23-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସହରରୁ ଦିର୍ଘ ୩୦ ବର୍ଷ ହେଲା ନିୟମିତ ଭାବେ ପତ୍ରିକାର ସମ୍ପାଦକ ଶ୍ରୀଯୁକ୍ତ ପ୍ରଦୀପ ଭାନୁ ମହାନ୍ତିଙ୍କ ସମ୍ପାଦନା ରେ ପ୍ରକାଶ ପାଇ ଆସୁଛି। ଆଜି ତାର ବାର୍ଷିକୋତ୍ସବ ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ଼ ଠାରେ ପାଳିତ ହୋଇଯାଇଛି।ଏହି ବାର୍ଷିକୋତ୍ସବ କାର୍ଯ୍ୟକ୍ରମରେ ଯୁଗୋପଯୋଗୀ  ସୁବର୍ଣ୍ଣଦୀପର ମୁଖ୍ୟ ଉପଦେଷ୍ଟା ସର୍ଦ୍ଦାର ପ୍ରୀତମ ସିଂ ଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଭିମସାର ବୁର୍ଲାର କାର୍ଯ୍ୟରତ ମେଡିସିନ ସ୍ପେସାଲିଷ୍ଟ ଡ଼ା. ଶଙ୍କର ରାମ ଚନ୍ଦାନୀ, ସମ୍ମାନୀତ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ମନୋରଞ୍ଜନ ମେହେର,ଯଶବୀର ସିଂ ସୈନୀ, ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ଼ର ପ୍ରଧାନ ଶିକ୍ଷକ କିଶୋର ସାହୁ, ବାପୁଜୀ ସ୍କୁଲ କମିଟିର ସଭାପତି ଡା.ଦିଲିପ କୁମାର ପଣ୍ଡା ଯୋଗଦାନ କରିଥିବାବେଳେ, ବରଗଡ଼ର ବିଶିଷ୍ଟ ଓକିଲ କିରଣ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ସମ୍ପାଦକ ଶ୍ରୀଯୁକ୍ତ ମହାନ୍ତିଙ୍କ ପ୍ରଚେଷ୍ଟାରେ ଶିଶୁ କିଶୋର ପତ୍ରିକା ସୁବର୍ଣ୍ଣଦୀପ ଆଜି ଯାଏ ବଞ୍ଚି ରହିଛି। ଅନେକ ସଂଘର୍ଷର ଏହାହିଁ ଏକ ନମୁନା ବୋଲି ମତବ୍ୟକ୍ତ କରିଥିଲେ। ଏଅବସରରେ ପ୍ରାରମ୍ଭେ ସୁବର୍ଣ୍ଣଦୀପ ପତ୍ରିକାର ସହ ସମ୍ପାଦକ ନବକୃଷ୍ଣ ମିଶ୍ର ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିଲେ। ସମ୍ପାଦକ ଶ୍ରୀଯୁକ୍ତ ମହାନ୍ତି ଅତିଥି ମାନଙ୍କ ପରିଚୟ ପ୍ରଦାନ ସହ ସଂପାଦକୀୟ ବିବରଣୀ ପଠନ କରିଥିଲେ।

ଏ ଅବସରରେ ଡ଼ା. ଶଙ୍କର ରାମ ଚନ୍ଦାନୀଙ୍କୁ ସେବା ସମ୍ମାନ, ସୁଦୂର କଲିକତାରୁ ଆସିଥିବା ବିଶିଷ୍ଟ ସାହିତ୍ୟିକ ସୁଧାଂଶୁ ଶେଖର ଦ୍ୱିବେଦୀ ଙ୍କୁ ୩୦ତମ ରାଜ୍ୟ ସ୍ତରୀୟ ସାରସ୍ଵତ ସମ୍ମାନ, ଶ୍ରୀମତୀ ପ୍ରଭାତ ନଳିନୀ ସାହୁଙ୍କୁ ସାରସ୍ୱତ ସମ୍ମାନ, ଶ୍ରୀମତୀ ରାଧାରାଣୀ ପଟ୍ଟନାୟକଙ୍କୁ ପ୍ରକାଶନୀ ସମ୍ମାନ ନବକୃଷ୍ଣ ମିଶ୍ରଙ୍କୁ ପ୍ରତିଭା ସମ୍ମାନ, ରାଜେଶ ପାତ୍ରଙ୍କୁ ସମାଜସେବୀ ସମ୍ମାନ ସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ପ୍ରତିଭା ମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଅତିଥି ବୃନ୍ଦ ମଞ୍ଚରେ ଉପଢ଼ୌକନ ସହ ମାନପତ୍ର ଦେଇ ସମ୍ମାନୀତ କରିଥିଲେ। ଶେଷରେ ନୃତ୍ୟ ଗୁରୁ ସାନ ମଲ୍ଲିକଙ୍କ ଉଦ୍ୟମ ପ୍ରତିଷ୍ଠିତ ସାନ ଡ୍ୟାସ ଏକାଡେମୀ ପରିବାରର କୁନିକୁନି ପିଲାମାନେ ତାଙ୍କ ନୃତ୍ୟ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026

You Might Also Like