-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

*ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଅଁ ଦିବସ ପାଇଁ ଡାବୁଗାଁ ଠାରେ ନିମନ୍ତ୍ରଣ କାର୍ଡ ବାଣ୍ଟିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ*

23-Mar-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଏକ୍ସବୋର୍ଡ ୟୁଜି ଏମ ସ୍କୁଲ ତରଫରୁ ବିଦ୍ୟାଳୟ ଅଧୀନସ୍ଥ ସାହି ଓ ପଡା ଗୁଡ଼ିକରେ ବୁଲି ଶିକ୍ଷା ସଚେତନତା ପାଇଁ, ଆଗାମୀ ଶିକ୍ଷା ବର୍ଷରେ ବିଦ୍ୟାରମ୍ଭ କରିବାକୁ ମନୋନୀତ ଶିକ୍ଷାର୍ଥୀ ମାନଙ୍କ ଅଭିଭାବକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଭେଟି ଆଗାମୀ ଅପ୍ରେଲ ୨ ରେ ବିଦ୍ୟାଳୟରେ ହେବାକୁ ସ୍ଥିରୀକୃତ "ପ୍ରବେଶ ଉତ୍ସବ ଏବଂ ଖଡ଼ି ଛୁଆଁ ଦିବସ" ପାଳନ ନିମନ୍ତେ ରାଜ୍ୟ ସରକାରଙ୍କର ନିମନ୍ତ୍ରଣ ପତ୍ର ସହ ଫୁଲତୋଡ଼ା ଦେଲେ। ବର୍ତ୍ତମାନ ନୂତନ ଶିକ୍ଷା ନୀତି ପ୍ରଣୟନ କରାଯିବାପରେ ସମଗ୍ର ରାଜ୍ୟରେ ରେ ପାଞ୍ଚ ବର୍ଷ ପୂରଣ କରିଥିବା ପିଲାଙ୍କୁ ଶିଶୁ ବାଟିକା ଏବଂ ଛଅ ବର୍ଷ ପୂରଣ କରିଥିବା ପିଲାଙ୍କୁ ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ଆୟୋଜନ କରାଯାଇଛି।ଏହି ନିମନ୍ତ୍ରଣ ପାତ୍ର ବଣ୍ଟନ ସମୟରେ ଉପସ୍ଥିତି ଥିଲେ ଡାବୁଗାଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଞ୍ଜଜ ଗୁପ୍ତେ ପ୍ରସାଦ ନାଗ, ଆଞ୍ଚଳିକ ସାଧନ କେନ୍ଦ୍ର ସଞ୍ଜଜାକ ଧନଞ୍ଜୟ ବଡ଼ଜେନା,ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବନଳତା ମହାନ୍ତି ସହ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅନେକେ ସ୍ଥାନୀୟ ବିଜେପି ନେତା ମଧ୍ୟ ଉପସ୍ଥିତି ଥିଲେ।ରାଜ୍ୟ ସରକାର ତଥା ମୋହନ ସରକାର ଙ୍କ ଏଭଳି ପଦକ୍ଷେପ କୁ ଜନସାଧାରଣ ବେଶ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like