-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ଶେରଗଡ଼ ରେ ସହିଦ୍ ଦିବସ ପାଳିତ।

23-Mar-2025



ନର୍ଲା (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶେରଗଡ଼ଠାରେ ମାଇ ଭାରତ ଓ ନେହରୁ ଯୁବକେନ୍ଦ୍ର କଳାହାଣ୍ଡି ଆନୁକୁଲ୍ୟରେ ଓ ଜୟ ଜଗନ୍ନାଥ ଯୁବକ ସଂଘ, ଶେରଗଡ଼ର ସହଯୋଗରେ ସହିଦ୍ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅଥିଥି ଭାବେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଞ୍ଚି ମାଝୀ, ମୂଖ୍ୟ ବକ୍ତା ଭାବେ  ଗାଇଁଗା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯାଜ୍ଞସେନ ପ୍ରଧାନ, ସମ୍ମାନିତ ଅତିଥି ଭାବେ ପୂର୍ବତନ ସେନା ଅଧିକାରୀ ଅଜିତ କୁମାର ପଧାନ, ସ୍ଵେଚ୍ଛାସେବୀ ହେମସାଗର ସାହୁ, ସ୍ଵେଚ୍ଛାସେବୀ ସନତ କୁମାର୍ ସାହୁ ପ୍ରମୁଖ ଅଥିତି ଭାବେ ଯୋଗ ଦେଇଥିଲେ ଓ ସହିଦ୍ ଦିବସ ଉଦ୍ଧେଶ୍ୟରେ ଅଥିତିଗଣ ବକ୍ତବ୍ୟ ରଖିଥିଲେ ଏବଂ ପରିଶେଷରେ ଅବସରପ୍ରାପ୍ତ ସେନା ଅଧିକାରୀ ଅଜିତ କୁମାର ପଧାନଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା, ସହିଦଙ୍କ ସ୍ମୁତି ଉଦ୍ଦେଶ୍ୟରେ ଏକ ରେଲି ଅନୁଷ୍ଠିତ ହୋଇଥିଲା,ଏବଂ ମଞ୍ଚ ପରିଚାଳନା କରିଥିଲେ ନେହରୁ ଯୁବକେନ୍ଦ୍ର କଳାହାଣ୍ଡିର ପୁର୍ବତନ ଜାତୀୟ ଯୁବ ସ୍ଵେଚ୍ଛାସେବୀ ମିଲନ କୁମାର ଭୋଇ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ  ଯୁବ କବି ଉଦେନାଥ ଭୋଇ । ଉକ୍ତ ଯୁବ ଅନୁଷ୍ଠାନ ର ସମ୍ପାଦକ ବସନ୍ତ କୁମାର ଭୋଇଙ୍କ ସମେତ ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like