-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

*ଶ୍ରୀ ଗୋପାଳଜୀ ଯୋଗାଳୟ ଠାରେ ପୂଜ୍ୟ ପୂଜା ପୂଜନ ଓ ପରିବେଶ ସୁରକ୍ଷା ଆଲୋଚନା ଚକ୍ର*- *ସ୍ଵାଧୀନତା ସଂଗ୍ରାମୀ ଦୁର୍ଯ୍ୟୋଧନ ନାୟକ ଓ ମାଧବୀ ଦେବୀ ଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା

23-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ପରିସର ରେ ଡକ୍ଟର ଆର୍ତ୍ତତ୍ରାଣ ବାବୁ ଙ୍କ ସଭାପତିତ୍ବରେ " ପୂଜ୍ୟ ପୂଜା ପୂଜନ ଓ ପରିବେଶ ସୁରକ୍ଷା"କୁ ନେଇ ଏକ ଆଲେଚନା ଚକ୍ର  ଅନୁଷ୍ଠିତ ହୋଇଯାଇଛି । ଏହି ସାରସ୍ବତ ଉତ୍ସବରେ ମୁଖ୍ୟବକ୍ତା ଭାବେ ପ୍ରାଧ୍ୟାପକ ଡ଼ଃ ଜ୍ୟୋତି ରଞ୍ଜନ ବହିଦାର, ମୁଖ୍ୟ ଅତିଥି ଡକ୍ଟର ସନ୍ତୋଷ କୁମାର ପାଢ଼ୀ ,ଯୋଗାଳୟ ର ସଭାପତି ହରିହର ଶତପଥୀ , କବି ଡ଼ଃ ଅନିରୁଦ୍ଧ କୁର୍ କୁରିଆ , ଡ଼କ୍ଟର ଶ୍ରୀଧର ବାଗ୍ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପୂଜ୍ୟ ପୂଜା ପୂଜନ ଏବଂ ପରିବେଶ ସୁରକ୍ଷା ଉପରେ ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ବେଦ ମନ୍ତ୍ର ପାଠ କରିଥିଲେ ପଣ୍ଡିତ ଶତ୍ରୁଘ୍ନ ହୋତା ଓ ବିଭୂତି ଭୂଷଣ ଶତପଥୀ  ।ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଶ୍ରୀମତୀ ମଞ୍ଜୁଶ୍ରୀ ବାବୁ l  ସଭା ସଂଯୋଜନା  କରିଥିଲେ ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ଏବଂ ଧନ୍ୟବାଦ ପ୍ରଦାନ କରିଥିଲେ ଡଃ ଦ୍ଵିତୀକୃଷ୍ଣ ପଣ୍ଡା  । ଉକ୍ତ ପାବନ ମୁହୂର୍ତ୍ତରେ ବରିଷ୍ଠ ଯୋଗୀ ସଚିଦାନନ୍ଦ ନାୟକ ସପତ୍ନୀକ ବୈଦିକ ଯଜ୍ଞରେ କର୍ତ୍ତା ସାଜି ସ୍ୱର୍ଗୀୟ ପିତା ତଥା ସ୍ଵାଧୀନତା ସଂଗ୍ରାମୀ ଦୁର୍ଯ୍ୟୋଧନ ନାୟକ ଏବଂ ମାତା ମାଧବୀ ଦେବୀଙ୍କର ପ୍ରତିମୂର୍ତ୍ତି ମର୍ତ୍ତ୍ୟ ବୈକୁଣ୍ଠରେ ପ୍ରତିଷ୍ଠିତ କରାଇଥିଲେ ।  ଏଥିରେ କୃଷ୍ଣା ବଡ଼ପଣ୍ଡା , ରେଣୁକା ପଣ୍ଡା, ପ୍ରେମାନନ୍ଦ ନାୟକ, ମଞ୍ଜୁଶ୍ରୀ ବାବୁ, ପୁଷ୍ପାଞ୍ଜଳି ପୁରୋହିତ,  ସାନୁଜିତ୍,ସୁଜିତ୍ ,ନିହାର ଅବଧେଶ,ଆଭାସ , ଆଶିଷ, ଶକ୍ତିସ୍ଵରାଜ , ଲିପୁନ୍     ପ୍ରମୁଖ  ତାଙ୍କ ପୁଅ ବୋହୁ ଝିଅ ଜ୍ୱାଇଁ ନାତି ନାତୁଣୀ ସହିତ ସମସ୍ତ ବନ୍ଧୁ ପରିଜନ ସମଗ୍ର ଯୋଗାଳୟ ଯୋଗୀଗଣ ଯୋଗ ଦେଇ ଦିବଂଗତ ଆତ୍ମା ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୁତି ଚାରଣ କରି ଥିଲେ । ପରିଶେଷରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଡଃ ଦ୍ଵିତୀକୃଷ୍ଣ ପଣ୍ଡା,ମଞ୍ଜୁଶ୍ରୀ ବାବୁ, ସୁବର୍ଣ୍ଣ ଶତପଥୀ ସୁଲଳିତ କଣ୍ଠରେ ଭଜନ ଗାୟନ କରିଥିବାବେଳେ ଅନେକ ଶିଶୁ ପ୍ରତିଭା ଗୀତ ନାଚ ବାଦ୍ୟ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026

You Might Also Like