-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ବିନିକା ପାଇଁ ଗୌରବ ବୈରାଗୀ ■ ପଶ୍ଚିମ ଓଡ଼ିଶା ସ୍ତରୀୟ ବଡ଼ି ବିଲ୍ଡର ପ୍ରତିଯୋଗିତାରେ ଦ୍ଵିତୀୟ)

23-Mar-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆୟୋଜିତ ହେଉଥିବା ବଡି ବିଲ୍ଡର ଅର୍ଥାତ ସୁନ୍ଦର ପ୍ରତିଯୋଗିତାରେ ଦୀର୍ଘ ଦଶନ୍ଧି ଧରି କେହି ବି ସମ୍ପ୍ରତି ବିନିକା ଅଞ୍ଚଳରୁ ପ୍ରତିନିଧିତ୍ଵ କରୁ ନଥିଲେ ।ହେଲେ ଏ ଅଞ୍ଚଳର ଜଣେ ଯୁବ ପ୍ରତିଭା ପ୍ରଥମ ବ୍ୟକ୍ତି ଭାବେ ଉକ୍ତ ପ୍ରତିଯୋଗିତାରେ ଭାଗନେଇ ଦ୍ଵିତୀୟ ସ୍ଥାନ ଅଳଙ୍କୃତ କରି ବିନିକା ଅଞ୍ଚଳ ପାଇଁ ଗୌରବ ସୃଷ୍ଟି କରିଛନ୍ତି ।ସେ ହେଉଛନ୍ତି ବିନିକା ଏନଏସି ଅନ୍ତର୍ଗତ ଗୁଲାପଡ଼ା ଗ୍ରାମର ବୈରାଗୀ ପ୍ରଧାନ ।ଶ୍ରୀ ପ୍ରଧାନ ବର୍ତ୍ତମାନ କାଉନସିଲର ପଦରେ ପ୍ରତିନିଧିତ୍ଵ କରି ଲୋକଙ୍କ ସେବା ଜାରି ରଖିଥିବା ବେଳେ ସ୍ପୋର୍ଟସ କ୍ଲବ ସକ୍ରିୟ

ସଦସ୍ୟ ଏବଂ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଜିମ ବିଭାଗରେ ପ୍ରଶିକ୍ଷକ ଦାୟିତ୍ଵ ତୁଲାଉଛନ୍ତି । ହୃଷ୍ଟ ପୃଷ୍ଟ ଶରୀର ଗଠନ ଓ ସ୍ୱାସ୍ଥ୍ୟର  ଉନ୍ନତି ସକାଶେ ଜିମ ବିଭାଗରେ ଥିବା ବିଭିନ୍ନ ପ୍ରକାରର ବ୍ୟାୟାମ କୌଶଳ ଯୁବକ ଯୁବତୀଙ୍କୁ ପ୍ରଶିକ୍ଷଣ ଦେବା ସହିତ ନିଜେ ମଧ୍ୟ କଠିନ ପରିଶ୍ରମ କରି ଶିକ୍ଷା ଲାଭ କରିଥିଲେ। ପୁରସ୍କାର ମିଳୁ କି ନମିଲୁ ଶରୀର ପାଇଁ ପ୍ରତିଯୋଗିତାରେ ଭାଗ ନେଇ ଦକ୍ଷତା ପ୍ରତିପାଦନ କରିବା ଶ୍ରେଜସ୍କର ଭାବି ୨୨ତାରିଖ ବଲାଙ୍ଗୀର ଠାରେ ଆୟୋଜିତ ପଶ୍ଚିମ ଓଡ଼ିଶା ସ୍ତରୀୟ ବଡ଼ି ବିଲ୍ଡର ଚାମ୍ପିଅନସିପ ପ୍ରତିଯୋଗିତାରେ ଭାଗ ନେଇଥିଲେ ।ପ୍ରତିଯୋଗିତାରେ ବିଭିନ୍ନ ସ୍ଥାନରୁ ପ୍ରାୟ ୩୫ରୁ ଅଧିକ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ ।ହେଲେ ନିର୍ଭୀକ ଦକ୍ଷତା ପାଳନ ପୂର୍ବକ ବୈରାଗୀ ନିଜ ଶରୀରର କୌଶଳ ପ୍ରଦର୍ଶନ କରି ଦ୍ଵିତୀୟ ସ୍ଥାନ ଅଧିକାର କରିବାରେ ସଫଳ ହୋଇଥିଲେ । ପଦକ ଜିତି ବୈରାଗୀ ବଲାଙ୍ଗୀରରୁ ଫେରିବା ପରେ ଆଜି ରବିବାର ମଧ୍ୟାହ୍ନ ୧୨ଟା ସମୟରେ "ପ୍ରେରଣା" ସାମ୍ବାଦିକଙ୍କୁ ଭେଟି ପ୍ରକାଶ କରିଛନ୍ତି ଯେ ଆଜିର ଜୀବନ ଶୈଳୀରେ ସ୍ବାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ । ଶରୀରକୁ ପରିବେଶ ସହିତ ଖାପଖୁଆଇ ନିଜର ସ୍ବାସ୍ଥ୍ୟକୁ ଠିକ ରଖି ପାରିଲେ  ଆୟୁଷ ବଡିବା ସହିତ ବୟସାଧିକ ସମୟରେ ଦୁର୍ବଳ କରି ପାରିବ ନାହିଁ ବରଂ ନିଜର ଶାରୀରିକ କ୍ଷମତା

ଅଧିକ ମାତ୍ରାରେ ବୃଦ୍ଧି ପାଇବ।  ଜୀବନର ଶେଷ ପର୍ଯ୍ୟନ୍ତ ସ୍ଵଭାବ ବଳବତ୍ତର ରହିବ। ପୁରସ୍କାର ମିଳୁ ଅବା ନମିଲୁ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଦକ୍ଷତା ପ୍ରତିପାଦନ କରିବା ଶ୍ରେଜସ୍କର ବୋଲି ସୁନ୍ଦର ପ୍ରତିଯୋଗିତା ବିଜେତା ବୈରାଗୀ ପ୍ରଧାନ କହିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ତେବେ ସେ ଯାହା ବି ହେଉ ପ୍ରଥମ କରି ଏଭଳି ପ୍ରତିଯୋଗିତାରେ ଭାଗ ନେଇଥିବାରୁ ସୁସ୍ଥ ଜୀବନ ଶୈଳୀ ଗଠନ ପାଇଁ ତାଙ୍କର  ଶାରୀରିକ ଶିକ୍ଷା ଅଞ୍ଚଳର ଅନେକ ଯୁବକ ଯୁବତୀଙ୍କୁ ଆଗାମୀ ଦିନରେ ପ୍ରେରଣା ଯୋଗାଇବ ବୋଲି ବୁଦ୍ଧିଜୀବୀ ମହଲରେ ଆଶା ପ୍ରକଟ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like