-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ଡୁମାଲ ସମାଜ ବଲାଙ୍ଗିର ସହରାଞ୍ଚଳ ଜିଲ୍ଲା ସ୍ତରୀୟ ସାଙ୍ଗଠନିକ ସଭା

23-Mar-2025



ବଲାଙ୍ଗିର(ପ୍ରେରଣା ଖବର): ଷାଠିଏ ଘର ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗୀର ଅନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସଂଗଠନିକ ସଭା, ଲାଲଟିକ୍ରା ବଲାଙ୍ଗୀର ଠାରେ ସହରାଞ୍ଚଳ ବଲାଙ୍ଗୀର ସଭାପତି  ସଞ୍ଜୟ ମହାକୁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।
ମୁଖ୍ୟ ଅତିଥ୍ ରୂପେ ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀ ଲମ୍ବୋଦର ମହାକୁର, ଏବଂ ସମ୍ମାନୀତ ଅତିଥି ଭାବରେ ରାଜ୍ୟ ଯୁବ ସମାଜ ସଭାପତି ଶ୍ରୀ ଦୟାନିଧୂ ଖମାରି ଏବଂ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ, ପ୍ରମୁଖ ଉପସ୍ଥିତ ଥୂଲେ ।ବଲାଙ୍ଗୀର ସହରାଞ୍ଚଳ ରେ ଏକ ଡୁମାଲ ଭବନ ନିର୍ମାଣ, ପରିବାର ସର୍ବେକ୍ଷଣ, ବିବାହ ପଞ୍ଜିକରଣ ଏବଂ ଯୁବ ସମାଜ କୁ ନେଇ ଆଗାମୀ ଦିନ ରେ ସାମଜର ଉନ୍ନତି ମୂଳକ କାମ କରିବା ବିଷୟରେ ଆଲୋଚନା ହେବା ସହିତ ସମସ୍ତେ ନିଜ ନିଜ ମତମତ ପ୍ରଦାନ କରିଥିଲେ ।ଉକ୍ତ ସଭା ରେ ସହରାଞ୍ଚଳ କୋଷାଧ୍ୟକ୍ଷ ଶ୍ରୀ ପିଙ୍କୁ ମହାକୁର, କାର୍ଯ୍ୟକାରୀ କମିଟି ସଦସ୍ୟ ଶ୍ରୀ ବୁଡୁ କାରନ, ପଲଉ ଚାଉଳିଆ ,ଦୀନବନ୍ଧୁ ଡାଙ୍ଗ ଏବଂ ବିଭିନ୍ନ କେନ୍ଦ୍ର ରୁ ଆସିଥ‌ିବା ସଭାପତି ସମ୍ପାଦକ ତଥା ମାହେଶ୍ବରୀ ସେନା ର ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ । ଥବିର କର୍ମୀ ସଭା ପରିଚାଳନା କରିଥିବା ବେଳେ ସହରାଞ୍ଚଳ ସମ୍ପାଦକ ଶ୍ରୀ ରତିକାନ୍ତ କର୍ମୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like