-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ପତ୍ନୀ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଆଦେଶ

23-Mar-2025



ଭଞ୍ଜନଗର ଅତିରିକ୍ତ ଜିଲ୍ଳା ଜଜ୍ ଦେବଦତ୍ତ ପଟନାୟକ ପତ୍ନୀ ହତ୍ୟାକାରୀ ରାଜୁ ମୁଳି ନାମକ ଜଣେ ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ ଆଦେଶ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ ଆଉ ଏକ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ଭଞ୍ଜନଗର ଥାନା ଅର୍ନ୍ତଗତ ଆଖୁପଦର ଗ୍ରାମର ରାଜୁ ମୁଳି ଦେବଭୁମି ଗ୍ରାମର ଗୀତାଞ୍ଜଳି ଗତ ୧୮ ବର୍ଷ ପୁର୍ବେ ବୈଦିକ ରୀତିରେ ବାହା ହେଇଥିଲା ଓ ଉଭୟଙ୍କ ଗୋଟିଏ ଝିଅ ଓ ଗୋଟିଏ ପୁଅ ଜନ୍ମ ହୋଇଥିଲା। କିନ୍ତୁ ଝିଅର ମୃତ୍ୟୁ ହୋଇଥିବାବେଳେ ବେଳେ ପୁଅ ବାହାର ରାଜ୍ୟକୁ କାମ କରୁଥିବା ଜଣାପଡିଛି। ଘଟଣା ଦିନ ରାଜୁ ପତ୍ନୀ ଗୀତାଞ୍ଜଳି କୁ କିଛି ଟଙ୍କା ମାଗିଥିଲା। କିନ୍ତୁ ପତ୍ନୀ ମନା କରିବାରୁ ତା ସହ ଝଗଡା କରି ଏକ କାତିରେ ତାକୁ ହାଣି ବାହାରେ ଆସି ବସି ଘରକୁ କାହାକୁ ଛାଡ଼ିଲା ନାହିଁ। କୌଣସି ସୁତ୍ରରୁ ଖବର ପାଇ ଗୀତାଞ୍ଜଳି ର ମାଁ ଜୟନ୍ତୀ ମୁଳି ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ରାଜୁ ଶାଶୁ କୁ ମଧ୍ୟ ଘରକୁ ଛାଡ଼ିଲା ନାହିଁ। ଯାହା ଫଳରେ ଶାଶୁ ଜୟନ୍ତୀ ଝିଅକୁ ହତ୍ୟା ବିଷୟରେ ଭଞ୍ଜନଗର ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାଜୁ କୁ ଉଠାଇ ନେଇ ଶାଶୁ ର ଅଭିଯୋଗ କୁ ଭିତ୍ତି କରି ହତ୍ୟା ମାମଲା ରୁଜୁ କରି ରାଜୁକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like