-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଏକକ ବ୍ୟବହୃତ ପ୍ଲାଷ୍ଟିକମୁକ୍ତ ସଚେତନତା କାର୍ଯ୍ୟକ୍ରମ

20-Mar-2025




ବଲାଙ୍ଗୀର,ତା. ୨୦/୦୩ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା  ସଇଁନ୍ତଳା ବ୍ଲକ ଅନ୍ତର୍ଗତ  ଡେଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ୍ ଓ ଜୁନିୟର ରେଡ଼କ୍ରସ ତରଫରୁ ଏକକ ବ୍ୟବହୃତ ପ୍ଲାଷ୍ଟିକମୁକ୍ତ ସଚେତନତା କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।  ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ  ତତ୍ତ୍ୱାବଧାନରେ  ପ୍ରଥମେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପୋଷ୍ଟର ଧରି  ଗ୍ରାମ ପରିକ୍ରମା କରି ଗ୍ରାମବାସୀଙ୍କୁ ସଚେତନ କରିଥିଲେ  ।  ପରେ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ  ଅନୁଷ୍ଠିତ ସଭାରେ  ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ କୃପାସିନ୍ଧୁ ମିଶ୍ର, ଗାୟତ୍ରୀ ବାରିକ, ଦୀପକ ସେନ ଧରୁଆ, ଦେବେଶ ହୋତା, ମନରଞ୍ଜନ ପରିଡା ଗଣ ଛାତ୍ରଛାତ୍ରୀମାନଙ୍କୁ  ଏକକ ବ୍ୟବହୃତ ପ୍ଲାଷ୍ଟିକମୁକ୍ତ   ପରିବେଶ  ବିଷୟରେ  ବୈଜ୍ଞାନିକ ଦୃଷ୍ଟିକୋଣ ରଖି ସମସ୍ତଙ୍କୁ ଅବଗତ କରିଥିଲେ । ଛାତ୍ରଛାତ୍ରୀଙ୍କୁ ନେଇ ପେଣ୍ଟିଙ୍ଗ  ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ପ୍ରୀତିଯୋଗୀକୁ ପୁରସ୍କୃତ କରାଯାଇଥିଲା । ଡେଙ୍ଗ  ବିଦ୍ୟାଳୟ ପାଇଁ ଗୌରବ ଆଣିଥିବା   ରାଜ୍ୟପାଳ ପୁରସ୍କାର ମାମୁନୀ ପ୍ରଧାନଙ୍କୁ ବିଦ୍ୟାଳୟ ତରଫରୁ ସମର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ସହିତ ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠି,  ଅବିନାଶ ଭୋଇ, ହିମାଂଶୁ ବିଶ୍ଵାଳ, ଶିକ୍ଷୟିତ୍ରୀ  ରେଣୁକା ସାହୁ, ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ । ପ୍ରକୃତିବନ୍ଧୁ ଶିକ୍ଷକ ତଥା  ଜୁନିୟର ରେଡ଼କ୍ରସ କାଉନସେଲର ରାମ ନାରାୟଣ ଦାଶ  କାର୍ଯ୍ୟକ୍ରମକୁ ପରିଚାକନା କରିଥିଲା ବେଳେ ପୁରାତନ ଛାତ୍ରୀ ସୁପ୍ରିୟା ରଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like