-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ଗଦ୍ୟଗଦି”ସଂଙ୍କଳନପୁସ୍ତକ ଉନ୍ମୋଚିତ

24-Mar-2025



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀରର ଜଣାଶୁଣା ଲେଖକ,ସାହିତ୍ୟିକ ଓ ଗବେଷକ ସିଦ୍ଧେଶ୍ୱର ପାଣିଗ୍ରାହୀଙ୍କ ଲିଖିତ ଗଦ୍ୟସଂକଳନ “ଗଦ୍ୟଗଦି” ସ୍ଥାନୀୟ ନୃସିଂହମନ୍ଦିର ଠାରେ ଉନ୍ମୋଚିତ ହୋଇଯାଇଛି । ଶ୍ରୀ ପାଣିଗ୍ରାହୀ ୧୯୮୫ ମସିହାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ରେଡିଓରେ ପ୍ରସାରିତ ଓ ଖବରକାଗଜମାନଙ୍କରେ ପ୍ରକାଶିତ କରିଥିବା ଲେଖାଗୁଡିକୁ ନେଇ ଏହି ସଂକଳନ କରାଯାଇଛି । ଗୁରୁଭାଇ ଭଉଣୀ ସେବାଟ୍ରଷ୍ଟର ସଭାପତି ଚନ୍ଦ୍ରକୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ନୃସିଂହମନ୍ଦିରର ମହନ୍ତ ମହାରାଜ ବ୍ରଜମୋହନ ଶରଣଦେବ ଯୋଗଦେଇ ପୁସ୍ତକକୁ ଉନ୍ମୋଚନ କରି ଏହି ପୁସ୍ତକରେ ପଶ୍ଚିମଓଡିଶାର ଅନେକତଥ୍ୟ ରହିଥିବାରୁ ଗବେଷକମାନଙ୍କ ପାଇଁ ଏହା ଯଥେଷ୍ଟ ସହାୟକ ହେବ ବୋଲି କହିଥିଲେ । ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ବ୍ରାହ୍ମଣମହାସଭାର ସଭାପତି ଗୋପବନ୍ଧୁ ପୁରୋହିତ, ଆଲୋଚକ ଭାବରେ ଅବସରପ୍ରାପ୍ତ ଅଧ୍ୟାପକ ଡ,ପ୍ରଦୀପକୁମାର ଦାସ ଓ ପ୍ରଫେସର  ତରୁଣକୁମାର ମିଶ୍ର ଯୋଗଦେଇଥିଲେ । ପୁସ୍ତକକୁ ପ୍ରକାଶିତ କରିଥିବା ବିଦ୍ୟାରତ୍ନ ପ୍ରକାଶନୀର ପ୍ରକାଶିକା କୁନୀପ୍ରିୟା ନେପାକ ପୁସ୍ତକର ବିଷୟବସ୍ତୁ ଉପରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ

କିଶୋର ପୁରୋହିତ,ଶୁଭେନ୍ଦ୍ର ନେପାକ, ମଧୁସୁଦନ ନାୟକ ,ଶ୍ୟାମସୁନ୍ଦର ଦାସ ପୁସ୍ତକ ଉପରେ ବକ୍ତବ୍ୟ ରଖିଥିଲେ । ପ୍ରକାଶ୍ୟ ଯେ,ଲେଖକ ଶ୍ରୀ ସିଦ୍ଧେଶ୍ୱର ପାଣିଗ୍ରାହୀ ଙ୍କ ଦ୍ୱାରା ପୂର୍ବରୁ ଗବେଷଣାଧର୍ମି “ସୋନପୁରର ସ୍ୱାଧିନତା ଆନ୍ଦୋଳନ” ଓ “କୁଶଳେଶ୍ୱର କାବ୍ୟ” ପ୍ରକାଶିତ ହୋଇ ଉଚ୍ଚପ୍ରଶଂଶିତ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like