-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ଙ୍କ ପକ୍ଷରୁ ନୂତନ ଶିକ୍ଷ୍ୟା ନିତୀ ର ଶୁଭାରମ୍ଭ ପାଇଁ ନିମଂତ୍ରଣ ପତ୍ର ପ୍ରଦାନ

24-Mar-2025



ନର୍ଲା (ଚିନ୍ତାମଣି ନାଏକ )
ରାଜ୍ୟ ର ସ୍କୁଲ ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ଉଦ୍ଦେଶ୍ୟକୁ ପୂରଣ କରିବା ପାଇଁ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ “ଶିଶୁ ବାଟିକା ଶୁଭା ରମ୍ଭ କରାଯାଉଛି । ଏଥିରେ ସରକାରଙ୍କ ତରଫରୁ  ୫ ବର୍ଷରୁ ଅଧିକ ବୟସର ପିଲାମାନଙ୍କୁ ଏକ ଉତ୍ତମ, ସଂଗଠିତ ଏବଂ ଅନୁଭୂତିମୂଳକ ଶିକ୍ଷଣ ପରିବେଶ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି  ଏହି କ୍ରମରେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ, ଶ୍ରୀଯୁକ୍ତ ତପିମଣି ଜାନୀ ଙ୍କ ନେତୃତ୍ବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ, ସୂର୍ଯ୍ୟଦେବ ବାଗ, ଜାତୀୟ ଶିକ୍ଷକ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର ବ୍ଲକର ବେହେରାପାଟି,ସ୍କୁଲ ସମେତ କାନ୍ଥିଡିଗରା ପଡା, ପିପଲପଦର ଆଦି ଗ୍ରାମର ସ୍କୁଲ କୁ ଯାଇ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଆସନ୍ତା ଅପ୍ରେଲ ୨ ତାରିଖରୁ “ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ” କାର୍ଯ୍ୟକ୍ରମର ଆୟୋଜନ ହେବ ବୋଲି ସୂଚନା ଦେବା ସହ  ମୁଖ୍ୟମନ୍ତ୍ରୀ ଙ୍କ ତରଫରୁ ପ୍ରଦତ୍ତ ନିମନ୍ତ୍ରଣ ପତ୍ର ଅଭିଭାବକ/ଅଭିଭାବିକା ମାନଙ୍କୁ ପ୍ରଦାନ କରାଯାଇଥିଲା । ସମସ୍ତ ପିଲାଙ୍କ ନାମଲେଖାକୁ ସ୍ମରଣୀୟ କରିବା ସହ ନାମଲେଖା ପାଇଁ ଯୋଗ୍ୟ ପିଲାଙ୍କ ସହିତ ନିଜେ ଉପସ୍ଥିତ ରହି ସେମାନଙ୍କର ଏହି ନୂତନ ଶିକ୍ଷା ଯାତ୍ରାକୁ ଭବ୍ୟ ଓ ଅବିସ୍ମରଣୀୟ କରିବାକୁ ଅଭିଭାବକ/ଅଭିଭାବିକା ଓ କମିଟି ସଦସ୍ୟ ମାନଙ୍କୁ ଅନୁରୋଧ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ବେହେରାପାଟି ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଚିତ୍ରଲେଖା ମହାପାତ୍ର, କାନ୍ଥିଡ଼ିଗରା ପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲଳିତ ମୋହନ ସାହୁ , ପିପଲ ପଦର ଉପ୍ରା ବିଦ୍ୟାଳୟର ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀ ଏବଂ ସିଆରସିସି ହେମନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିବାବେଳେ  ସମ୍ପୃକ୍ତ ଗ୍ରାମର ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like