-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ବରମୁଣ୍ଡା ୟୁ.ପି ସ୍କୁଲର ବାର୍ଷିକୋତ୍ସବ

24-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବରମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଆମ ଖେଳଣା ଆମ ସଂସ୍କୃତି ଯୋଜନାରୁ ଆୟୋଜିତ ଏହି ବାର୍ଷିକୋତ୍ସବକୁ ସ୍ଥାନୀୟ ସମିତି ସଭ୍ୟ ବ୍ୟାସଦେବ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ, ସୁଶାନ୍ତ କୁମାର ପାଣ୍ଡେ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ। ବାନ୍ଦୁପାଲି କ୍ଲଷ୍ଟରର ସିଆରସିସି ସୀତାରାମ ଦୀପ, ଵଡବାଉଁଶେନର ଦୁର୍ବାଦଳ ବଡଗୋଛିଆ, ବିଜେପୁରର ସୁଧାଂଶୁ ଶେଖର ଜାଲ,ଯୋଖିପାଲିର ତ୍ରିନାଥ ସେଠଙ୍କ ସମେତ ସ୍କୁଲ ପରିଚାଳନା କମିଟି ସଦସ୍ୟ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ମୋ ସ୍କୁଲ ଅଭିଯାନକୁ ସହାୟତା କରିଥିବା ମୋହନ ସିଂ, ପ୍ରଫୁଲ୍ଲ ଚନ୍ଦ୍ର ଦାଶ, ସନ୍ତୋଷ ବାଗ, ଆନନ୍ଦ ଚନ୍ଦ୍ର ମହାପାତ୍ର,ମିତା ଗଡତୀୟା, ବିଭୂତି ଭୂଷଣ ସାହୁ, ଅମୀୟ ପ୍ରସାଦ ଭୋଇ, ସୌଦାମିନୀ ବାରିକ,ଲିଳିମା ପଧାନ,ମନୋଜ ସାହୁ, ହିମାଂଶୁ ସାହୁ, ଅକ୍ଷୟ ପଧାନ, ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଧାନ ଶିକ୍ଷକ ସନ୍ତୋଷ ବାଗ ବାର୍ଷିକ ବିବରଣୀ, ଶିକ୍ଷକ ଅମୀୟ ପ୍ରସାଦ ଭୋଇ ସଭା ପରିଚାଳନା କରିଥିଲେ। ମୁକ୍ତେଶ୍ଵର ମେହେର, ବିଶ୍ଵଜିତ ହୋତା,ମିତା ଗଡତୀୟା, ସୌଦାମିନୀ ବାରିକ,ନୀଳିମା ପଧାନ, ସାବିତ୍ରୀ ପଧାନ,ଲିଲି ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବିଭୂତି ଭୂଷଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀ ଛାତ୍ରମାନଙ୍କ ଦ୍ଵାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like