-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ଟି ବି ଦିବସ ପାଳିତ

24-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ସୁବର୍ଣ୍ଣପୁର ତାଲିମ ସଭା ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଯକ୍ଷ୍ମl ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଭିବିଡି) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଟିବି)ଡ଼ା ପଦ୍ମହଂସ ଦୋରା ଓ  ଭାର ପ୍ରାପ୍ତ ଅଧ୍ୟକ୍ଷା ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ ର    ଶ୍ୟ।ହେଲି ହାଲଦ।ର୍ ପ୍ରମୁଖ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଟି ବି ର କାରଣ ,ଲକ୍ଷଣ ଓ ଏହାର ସୁ-ସମ।ଧାନ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନକରି ସୁସ୍ଥ ସୁନ୍ଦର ସମାଜ ତଥା ଟି ବି ମୁକ୍ତ ଭାରତ ଗଠନ କରିବା ପାଇଁ ସମସ୍ତେ ଏକାଠି ହୋଇପାରିବ। ଉପରେ ଆଲୋକପାତ କରିଥିଲେ. ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ।ଉକ୍ତ ସଭାରେ ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସନ୍ତୋଷ କୁମାର ସାହୁ,ମୀନାକ୍ଷୀ ସ୍ୱାଇଁ କାଉନସିଲର ଓ ଟି ବି ଚମ୍ପିୟାନ ଈଶ୍ୱର ନାଗ ଉକ୍ତ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ ।ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like