-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବାଟ କଢୁଆଲର ବାର୍ଷିକୋତ୍ସବ ଅନୁଷ୍ଠିତ,,,,,, ଭାଷା ସ୍ଵିକୃତୀ ଓ ରାଜ୍ୟର ଦ୍ଵିତୀୟ ଭାଷା ପାଇଁ ସରକାର ଦୃଷ୍ଟି ଦିଅନ୍ତୁ

24-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)--ପଶ୍ଚିମ ଓଡିଶା ସାଧାରଣ ଜନତାଙ୍କ ଭାବାବେଗ ସହିତ ଜଡିତ ଥିବା ସମ୍ବୃଦ୍ଧ ସମ୍ବଲପୁରୀ କୋଶଲି ଭାଷା ସ୍ଵିକୃତି ପାଇଁ ଏବଂ ରାଜ୍ୟର ଦ୍ବିତୀୟ ଭାଷା ପାଇଁ ସରକାର ତତ୍ପରତା ପ୍ରକାଶ କରନ୍ତୁ ବୋଲି ବରଗଡ ଜିଲ୍ଲା ପଦ୍ମପୁର ନିକଟସ୍ଥ ବୁବୁଡ଼ା ଗ୍ରାମରେ ଅନୁଷ୍ଠିତ ବାଟ କଢୁଆଲର ବାର୍ଷିକୋତ୍ସବରେ ମତ ପ୍ରକାଶ ପାଇଛି। ବରଗଡ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ନୂଆପଡ଼ା, କଳାହାଣ୍ଡି ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ବହୁ ସଂଖ୍ୟାରେ କବି, ଲେଖକ, ସାହିତ୍ୟିକ, ସାହିତ୍ୟପ୍ରେମୀ ମାନେ ଯୋଗଦାନ କରି ରବିବାର ଦିନବ୍ୟାପୀ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ । ଯୁବ ସାହିତ୍ୟିକ ସୁରେନ୍ଦ୍ର ମେହେରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସୁବର୍ଣ୍ଣପୁର ସିନେ ପ୍ରାୟୋଜିକା ମୀନା ମହାରଣା, ସ୍ତମ୍ଭକାର ତଥା ଶିକ୍ଷାବିଦ୍ ସୁଶାନ୍ତ ମିଶ୍ର, ବରଗଡ ସାଂସଦ ପ୍ରତିନିଧି ଶ୍ରୀକାନ୍ତ ମିଶ୍ର, କର୍ମଜୀବୀ ସାମ୍ବାଦିକ ସଂଘ ରାଜ୍ୟ ଉପସଭାପତି ପରମାନନ୍ଦ ମିଶ୍ର, ବରଗଡର ଆଇନଜୀବୀ ବିମଳ କୁମାର ଦାଶ,କବି ବିନୋଦ ବୈକାର ପ୍ରମୁଖ ଅତିଥିବୃନ୍ଦ ଓ ଭାଷା ଗବେଷକ ଉତ୍ପନ୍ନ ଭୋଇ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ଏହି ସମାରୋହକୁ ଉଦ୍ଘାଟନ କରିଥିଲେ । ଅନୁଷ୍ଠାନର ମୁଖପତ୍ର "ବାଟ୍ କଢୁଆଲ୍" ପତ୍ରିକା ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା। ସମାଜ ସେବୀ ଚନ୍ଦନ ବଂଶଲ, ସାହିତ୍ୟିକ ଅମୃତଲାଲ ସାହୁ, ଯୁବ କବି ପବିତ୍ର ସାହୁ, ଧର୍ମେନ୍ଦ୍ର ପଧାନ ଙ୍କ ସମେତ କବି ଲେଖକ ଏବଂ ସ୍ଥାନୀୟ ଅଞ୍ଚଳର ସାମ୍ବାଦିକ ତଥା ଭୁବନେଶ୍ଵରରୁ ନିୟମିତ ଭାବେ ପ୍ରକାଶ ପାଇ ଆସୁଥିବା ତୈୟ ଭାଷିକ ଦୈନିକ ସମ୍ବାଦ ପତ୍ର ବିଶ୍ୱବାଣୀର ବରଗଡ଼ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀ ଙ୍କୁ ସମ୍ମାନିତ କରାଯାଇଥିଲା। ଅଧ୍ୟାପକ ନାରାୟଣ ଭୋଇ ଓ କବୟିତ୍ରୀ ସଂଙ୍ଗୀତା ଦୀପ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ପୌଲାସ୍ତ୍ୟ ସାହା ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ଵିତୀୟ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବହୁ ପ୍ରବୀଣ ଓ ତରୁଣ କବି କବିତା ପାଠ କରିଥିଲେ । ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାହିତ୍ୟ ସଂସଦର ସମସ୍ତ କର୍ମକର୍ତ୍ତା - ଚନ୍ଦନ ସାହୁ,ଜଗନ୍ନାଥ ମେହେର,ସନ୍ତୋଷିନୀ ନାଗ,ରୋଜ ପ୍ରଧାନ,ଲିପସା ବାରିକ,ମଞ୍ଜୁଳତା ସାହୁ,ଜୀବନମଣି ମେହେର ତଥା ଗ୍ରାମବାସୀଙ୍କ ସହଯୋଗରେ ସଫଳତାର ସହିତ କାର୍ଯ୍ୟକ୍ରମ ସମାପନ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like