-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଦେଶ ବିଦେଶ

ନୀତିଶ ସରକାରଙ୍କ ବଡ଼ ଘୋଷଣା: କିନ୍ନର ପାଇବେ ପୋଲିସ ଚାକିରି

17-Jan-2021



ପାଟନା (ପ୍ରେରଣା ଖବର): ବିହାର ସରକାରଙ୍କ ବଡ ଘୋଷଣା। ଏଣିକି ପୋଲିସ ବିଭାଗରେ ଚାକିରୀ ପାଇବେ କିନ୍ନର। ସିପାହୀ ପଦବୀରେ ସିଧାସଳଖ କିନ୍ନରଙ୍କୁ ଚାକିରି ମିଳିବ ବୋଲି ସୂଚନା ରହିଛି। ତେବେ ରାଜ୍ୟରେ ବୃଦ୍ଧି ପାଉଥିବା ଅପରାଧକୁ ନିୟନ୍ତ୍ରଣ କରିବାକୁ ସରକାର କିଛି ଏମିତି ନିଷ୍ପତ୍ତି ନେଇଥିବା ଜଣାପଡିଛି। କେବଳ ଏତିକି ନୁହେଁ ପୋଲିସ ମହାନିରୀକ୍ଷକସ୍ତରୀୟ ପଦାଧିକାରୀଙ୍କ ପାଖରେ ସିପାହୀ ନିଯୁକ୍ତିର କ୍ଷମତା ରହିବ ବୋଲି ନିଷ୍ପତ୍ତି ନେଇଛନ୍ତି ନିତୀଶ ସରକାର। କେବଳ ଏତିକି ନୁହେଁ ବରଂ ଆଗାମୀ ଦିନରେ କିନ୍ନରଙ୍କ ପାଇଁ ପୋଲିସ ବିଭାଗରେ ସଂରକ୍ଷଣ ବ୍ୟବସ୍ଥା ବି ରଖାଯିବ। ପ୍ରତି ୫୦୦ ପୋଲିସ ପଦବୀ ମଧ୍ୟରେ ଜଣେ କିନ୍ନର ଚାକିରୀ ପାଇବେ ବୋଲି ଜଣାଯାଇଛି। ଶିକ୍ଷାଗତ ଯୋଗ୍ୟତା ସାଧାରଣ ସମାନ ଥିବା ବେଳେ ଶାରୀରିକ ଯୋଗ୍ୟତା ମହିଳା ପ୍ରାର୍ଥୀଙ୍କ ପରି ରହିବ ବୋଲି ସୂଚନା ରହିଛି। ଏହାସହ କନଷ୍ଟେବଳ କ୍ୟାଡର ପାଇଁ ପ୍ରାର୍ଥୀ ନିଯୁକ୍ତ କରିବାର କ୍ଷମତା ପୋଲିସ ଅଧୀକ୍ଷକ (ଏସପି) ଙ୍କ ପାଖରେ ରହିବ। ଯେଉଁଠାରେ ସବ୍ ଇନ୍ସପେକ୍ଟର (SI) କୁ ନିଯୁକ୍ତ କରିବାର ଅଧିକାର ଡେପୁଟି ଇନ୍ସପେକ୍ଟର ଜେନେରାଲ୍ ପୋଲିସ୍ (ଡିଜି) ସ୍ତରରେ ରହିବ। ପୋଲିସ୍ ଏବଂ ସବ୍ ଇନ୍ସପେକ୍ଟର କ୍ୟାଡରରେ ପ୍ରତି ୫୦୦ ପୋଷ୍ଟ ମଧ୍ୟରୁ ଗୋଟିଏ କିନ୍ନରଙ୍କ ପାଇଁସଂରକ୍ଷିତ ରହିବ। ଏହି ପୋଷ୍ଟ ପାଇଁ ଏକ ପୃଥକ ବିଜ୍ଞାପନ ମଧ୍ୟ ପ୍ରକାଶ ପାଇବ ବୋଲି ସୂଚନା ରହିଛି। ସଂରକ୍ଷିତ ପଦବୀରେ ନିଯୁକ୍ତି କ୍ରମରେ ଯଦି ମନୋନୀତ ପ୍ରାର୍ଥୀଙ୍କ ପଦବୀ ହ୍ରାସ ହୁଏ, ତେବେ ଅବଶିଷ୍ଟ ଖାଲି ପଦଗୁଡିକ ସମାନ ମୂଳ ବିଜ୍ଞାପନର ସାଧାରଣ ପ୍ରାର୍ଥୀଙ୍କଠାରୁ ପୂରଣ ହେବ। ଏହାସହା ସାଧାରଣ ପ୍ରାର୍ଥୀଙ୍କ ପାଇଁ କିନ୍ନରଙ୍କ ପାଇଁ ମଧ୍ୟ ମାନଦଣ୍ଡ ରହିବ। ଯେଉଁମାନେ ଏହି ମାନଦଣ୍ଡ ପୂରଣ କରିବେ ସେହିମାନେ ପୋଲିସ ପଦବୀରେ ଚାକିରି ପାଇବେ ବୋଲି ସୂଚନା ରହିଛି। ମିଳିଥିବା ସୂଚନା ଅନୁସାରେ, ଯେଉଁମାନେ ବିହାର ରାଜ୍ୟର ହୋଇଥିବେ ସେମାନେ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଚାକିରି ପାଇପାରିବେ। ତେବେ ପ୍ରାର୍ଥୀଙ୍କୁ ବିହାର ମୂଳ ବାସିନ୍ଦା ବୋଲି ପ୍ରମାଣପତ୍ର ଦେବାକୁ ପଡ଼ିବ ଏହାସହ ରାଜ୍ୟ ସରକାରଙ୍କ ଡ଼ାକ୍ତରଙ୍କଠାରୁ କିନ୍ନର ପ୍ରମାଣ ପତ୍ର ମଧ୍ୟ ଦେବାକୁ ପଡ଼ିବ। କନଷ୍ଟେବଳ ବର୍ଗ ପାଇଁ କନଷ୍ଟେବଳଙ୍କ କେନ୍ଦ୍ରୀୟ ଚୟନ ବୋର୍ଡ ଏବଂ ଇନ୍ସପେକ୍ଟର ପାଇଁ ବିହାର ପୋଲିସ୍ ସର୍ଭିସ କମିଶନ ଦ୍ୱାରା ସମାପ୍ତ କରାଯିବ। ନିଯୁକ୍ତି ପରେ ସେମାନଙ୍କୁ ଜିଲ୍ଲା ପୋଲିସ ଫୋର୍ସରେ ପୋଷ୍ଟ କରାଯିବା ନେଇ ସୂଚନା ରହିଛି। ଏହାସହ ବିହାର ଗୃହ ବିଭାଗ ସ୍ପଷ୍ଟ କରିଛି ଯେ, କିନ୍ନରଙ୍କ ସ୍ୱତନ୍ତ୍ର ଫୋର୍ସ ଗଠନ କରାଯିବ ନାହିଁ ବରଂ ସାଧାରଣ ପୋଲିସ ଫୋର୍ସରେ ସେମାନଙ୍କୁ ଭର୍ତ୍ତି କରାଯିବ। ତେବେ ଏହି ନିଷ୍ପତ୍ତି ପରେ କିନ୍ନରଙ୍କ ମଧ୍ୟରେ ଆନନ୍ଦ ଓ ଉଲ୍ଲାସ ଖେଳି ଯାଇଛି। କେହି କେହି ନିତୀଶ ସରକାରଙ୍କ ଏହି ନିଷ୍ପତ୍ତିକୁ ଐତିହାସିକ ବୋଲି କହୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like