-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ପତଞ୍ଜଳି ପରିବାର ବଲାଙ୍ଗୀର ରେ ସୁବର୍ଣ୍ଣପୁର ଯୋଗପ୍ରଶିକ୍ଷକ ସମ୍ମର୍ଧିତ

24-Mar-2025



(ମନୋରଞ୍ଜନ ତ୍ରିପାଠୀ )
 କଳା ମଣ୍ଡପ ପଡ଼ିଆ ବଲାଙ୍ଗିର ଠାରେ ଅନୁଷ୍ଠିତ ପଞ୍ଚ ଦିବସୀୟ ବିଶାଳ ଯୋଗ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସହ ଯୋଗ ଶିକ୍ଷକ ସମ୍ବର୍ଧିତ ହୋଈଛନ୍ତି । ଆଜି  ପରମ ଆଦରଣୀୟ କେନ୍ଦ୍ରୀୟ ଭାରତ ସ୍ୱାଭିମାନ ପ୍ରଭାରୀ ସ୍ବାମୀ ରାମଦେବ ଜି ମହାରାଜ ଙ୍କ ପଟ୍ଟ ଶିଷ୍ୟ ସ୍ବାମୀ ପରମାର୍ଥ ଦେବ ଜି ମହାରାଜ ଙ୍କ ଦ୍ଵାରା ଜିଲ୍ଲାର 50 ଜଣ ଯୋଗ ଶିକ୍ଷକ ସମର୍ଧିତ ହୋଈ ଛନ୍ତି ।ସୋନପୁର ଜିଲ୍ଲାର ଭାରତ ସ୍ବାଭିମାନ ପ୍ରଭାରୀ ମନୋଜ ପଣ୍ଡା ଓ ଯୁବ ଭାରତ ପ୍ରଭାରୀ ବିଶ୍ୱଜିତ୍ ଚାନ୍ଦ ତଥା ଜିଲ୍ଲାର ଅନ୍ୟାନ୍ୟ ଯୋଗ ଶିକ୍ଷକ ଏହି କାର୍ଯ୍ୟକ୍ରମ ରେ ସ୍ବାମୀଜୀ ଙ୍କ ଠାରୁ ସମ୍ବୋଧିତ ହୋଈଛନ୍ତି। ଆଗାମୀ ଦିନରେ ଯୋଗ ଆନ୍ଦୋଳନକୁ ପ୍ରଖର କରାଯାଇ ପ୍ରତି ସ୍କୁଲ, କଲେଜ ତଥା ସାମାଜିକ ଅନୁଷ୍ଠାନ ମାନଂକ ରେ ଯୋଗ ପ୍ରଶିକ୍ଷଣ ଦିଆଯିବ ବୋଲି ଏହି କାର୍ଯ୍ୟକ୍ରମ ରେ ମତ ପ୍ରକାଶ ପାଇଛି l ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ଭାରତ ସ୍ଵାଭିମାନ ପ୍ରଭାରୀ ସୁଧାଂଶୁ ଅଧିକାରୀ ଏବଂ ରାଜ୍ୟ ଯୋଗ ସମିତି ପ୍ରଭାରୀ ର।ଧମଧାବ ବହିଦାର, ମହିଳା ପ୍ରଭାରୀ ଜେ ଗିରିଜା ଦେବୀ, କିଶନ ପ୍ରଭାରୀ ସ୍ଵୟଂ ପ୍ରକାଶ ଯି, ୟୁବା ଭାରତ ଓଡିଶା ପ୍ରଭାରୀ ଅମୃତାଂଶୁ ପ୍ରଧାନ, କାର୍ଯ୍ୟାଳୟ ପ୍ରଭାରୀ ସୂର୍ଯ୍ୟକାନ୍ତ ମହାନ୍ତି, ପ୍ରମୁଖ ବିଶିଷ୍ଟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।ଭାରତ ସ୍ୱାଭିମାନ ଜିଲ୍ଲା ପ୍ରଭାରୀ ରଘୁନାଥ ଷଡ଼ଙ୍ଗୀ ଙ୍କ ତତ୍ତ୍ଵାବଧାନରେ , ଯୋଗ ସମିତି ପ୍ରଭାରୀ ଅଶୋକ ଭାଇଙ୍କ ପରିଚାଳନାରେ  ଓ କାର୍ଯକାରୀ ସଭାପତି ବିରେନ୍ଦ୍ର ଅଗ୍ରୱାଲଙ୍କ ମଞ୍ଚ ସଞ୍ଚାଳନ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମହିଳା ସମିତି ର ଭଉଣୀମାନେ ସ୍ବାଗତ କରିଥିଲେ । ଅଳ୍ପନା ଅଗ୍ରୱାଲ ସ୍ବାଗତ ସଙ୍ଗୀତ ଗାନ କରିଥିବା ବେଳେ ଯୁବ ପ୍ରଭାରୀ ଜ୍ୟୋତି ପ୍ରକାଶ ସାହୁ ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like