-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଉତ୍ତମ ଶିବ ମନ୍ଦିର ଠାରେ ବାରପାହାଡ଼ କୃଷକ ସଂଗଠନ ଓ ଲାଲବାହାଦୁର କୃଷକ ସଂଗଠନ ର ଜରୁରୀ ବୈଠକ

24-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଉତ୍ତମ ଶିବ ମନ୍ଦିର ଠାରେ ଆଜି ସୋମବାର ଦିନ ଅପରାହ୍ନ ୪ ଟା ସମୟରେ ଠାରେ ବାରପାହାଡ଼ କୃଷକ ସଙ୍ଗଠନ, ଲାଲବହାଦୁର କୃଷକ ସଂଗଠନ ଏବଂ ଅମ୍ବାଭାନା ବ୍ଲକ ର କୃଷକ ମାନଙ୍କ ଏକ ଜରୁରୀ ବୈଠକ ବସିଥିଲା। ବୈଠକ ରେ ବକେୟା ବିଦ୍ୟୁତ ବିଲ ଦେଇ ନ ପାରିଲେ ଲାଇନ କଟିବା ଘଟଣା କୁ ଅତି ଗମ୍ଭୀର ଭାବରେ ବିଚାର କରି ମନ୍ତ୍ରୀ,ଏମ ଏଲ ଏ ଙ୍କ ନିଷ୍ପତ୍ତି ବିରୋଧ ରେ କମ୍ପାନୀ କାହା ତାକତ ରେ ଏହି ପରି ପଦକ୍ଷେପ ନେଉଛନ୍ତି ବୋଲି ଏଠାରେ ପ୍ରଶ୍ନ କରାଯାଇଛି। ପ୍ରକାଶ ଥାଉ କି ଜରିମୂଲୀ ଗ୍ରାମ ର ସୌଦାଗର କୁଆଁର ଙ୍କ ଲାଇନ କଟିବା ପରେ ଈଶାନ୍ତ ଭୋଇ ଟାଟା ପାୱାର ର ଜେ ଇ ଙ୍କୁ କାହିଁକି ଲାଇନ କାଟିଲ ବୋଲି ପ୍ରଶ୍ନ କରିବାରୁ ତାହାଙ୍କୁ ନିସ୍ତୁକ ମାଡ ମାରିବା ଘଟଣା କୁ ତୀବ୍ର ନିନ୍ଦା କରାଯାଇଛି। କମ୍ପାନୀ କର୍ମଚାରୀ ମାନେ ମାଡ ମାରିବା ପରେ ପୁଣି ତାଙ୍କର କାର୍ଯ୍ୟକୁ ଉଚିତ ପଦକ୍ଷେପ  ନେଇଥିବା ଦର୍ଶାଇ ଖବର କାଗଜ ରେ ପ୍ରକାଶ କରିବା ଏବଂ ଥାନା ରେ ଉଦ୍ଦେଶ୍ୟ ମୂଳକ ଭାବେ କେସ ଦାଏର କରିବା ଆହୁରୀ ଏକଛାତ୍ରବାଦ ର ଏହା ଏକ ନିଚ୍ଛକ ନମୁନା ଅଟେ ବୋଲି ସଭାରେ ଆଲୋଚନା ହୋଇଛି। ଗତ କାଲି ଟି ପି ଡବ୍ଲୁ ଓ ଡି ଏଲ ତରଫରୁ ପ୍ରେସ ବାର୍ତ୍ତା ରେ ଗଣମାଧ୍ୟମ ରେ ବିଭ୍ରାନ୍ତି ଖବର ବାହାରିଥିବା ପ୍ରକାଶ କରି ଗଣତାନ୍ତ୍ରିକ ଆନ୍ଦୋଳନ ଏବଂ ନିରପେକ୍ଷ ସାମ୍ବାଦିକ କୁ ମଧ୍ୟ୍ୟ କଣ୍ଠରୋଧ କରିବା ପାଇଁ ଚେଷ୍ଟା କରିବା ବୁଦ୍ଧିଜୀବି ମହଲରେ ଗଭୀର ଚକ୍ରାନ୍ତ ଚାଲୁଥିବା ର ଆଲୋଚନା ସଭାରେ ମତପ୍ରକାଶ ପାଇଛି। ବୈଠକ ରେ ଉପେନ୍ଦ୍ର ଦାସ, କୀର୍ତ୍ତି ଦୁଆନ, ସତ୍ୟ ଭୂଷଣ ସାହୁ, ହୀରାଧର ସାହୁ, ଛନ୍ଦାଚରଣ ଭୋଇ, ଇନ୍ଦଜିତ ବିଶି, ଇମାନୁଆଲ ରଣବୀର, ନେତ୍ରାନନ୍ଦ ପୁରୋହିତ, ମନୋହର ପଧାନ, ଜୟ ପ୍ରକାଶ ବେହେରା, ଅଭିମନ୍ୟୁ ପଧାନ, ମହେନ୍ଦ୍ର ଦେହେରୀ, ଈଶାନ୍ତ ଭୋଇ, ସୌଦାଗର କୁଆଁର ଆଲୋଚନା ରେ ଅଂଶ ଗ୍ରହଣ କରିଥିବା ବେଳେ ସଂଯୁକ୍ତ କୃଷକ ସଂଗଠନ ର ଉପଦେଷ୍ଟା ରମେଶ ମହାପାତ୍ର, ରବିଶଙ୍କର ପଧାନ, ଥବିର ସାହୁ, ତପନ ମିଶ୍ର, କାରଣ ସାହୁ, ସୁରେଶ ନିକେଣ୍ଟି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like