-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ଶ୍ରୀ ଜଗନ୍ନାଥ ମହୋତ୍ସବ ର ଷଷ୍ଠ ସନ୍ଧ୍ୟା*- *ସହର ଉତ୍ସବ ମୁଖର*

24-Mar-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ର ସ୍ୱର୍ଣ୍ଣ ପ୍ରୟାଗ ରାମେଶ୍ୱର ଠାରେ ଚାଲିଥିବା ଜଗନ୍ନାଥ ମହୋତ୍ସବର ଷଷ୍ଠ ଦିନର ଅନ୍ତିମ ସନ୍ଧ୍ୟାରେ ମହୋତ୍ସବ କ୍ଷେତ୍ର ଜନ ସମୁଦ୍ର  ପାଲଟିଛି  l  ଆର୍ତ୍ତତ୍ରାଣ ବାବାଙ୍କ ସ୍ପର୍ଶ ଚିକିତ୍ସା କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ସାମିଲ ହେଉଛନ୍ତି l ମହୋତ୍ସବ କମିଟି ପକ୍ଷରୁ ସପ୍ତାହବ୍ୟାପୀ ଚାଲିଥିବା ଯଜ୍ଞ ଓ ଆଧ୍ୟାତ୍ମିକ କାର୍ଯ୍ଯ କ୍ରମ ରେ ଭକ୍ତ ଶ୍ରଦ୍ଧାଳୁ ପ୍ରବଳ ଭିଡ଼ ଜମିଛି l ପ୍ରତିଦିନ  ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କୁ ଅନ୍ନ ପ୍ରସାଦ ବିତରଣ କରାଯାଉଛି l ପଞ୍ଚକୁଣ୍ଡିୟ ଘୃତଯଜ୍ଞ ସହ ଚବିଶ ପ୍ରହରୀ ନାମଯଜ୍ଞ ଓ ଜଗନ୍ନାଥଙ୍କ ଦୁଲ୍ଲଭ ବତିଶ ବେଶ ଆଗରେ ଆୟୋଜିତ ବିଷ୍ଣୁ ସହସ୍ର ନାମ ଜପରେ ଅନେକ ଦମ୍ପତ୍ତି ସଂକଳ୍ପ ବ୍ରତ  ଗ୍ରହଣ କରିଛନ୍ତି l 
ଦୁଲ୍ଲଭ ବତିଶ ବେଶର ମୁଖ୍ୟ ପରିଚାଳକ ସଚ୍ଚିଦାନନ୍ଦ  ମହାପାତ୍ର,ଗୌରୀଗୋପାଳ ସେବାଶ୍ରମ ପୁରୀ ଙ୍କ ସାଜ ସଜ୍ଜା ଖୁବ୍ ଆକର୍ଷଣ ସାଜିଛି lମହୋତ୍ସବର ମୁଖ୍ୟମଞ୍ଚରେ ସଂଧ୍ୟାକାଳୀନ ତ୍ରିଆଳତି ସହ ଜଗନ୍ନାଥ କଥାମୃତକୁ ନେଇ ପ୍ରବଚନ ଓ ଭଜନ ପରିବେଷଣ କରାଯାଇଥିଲା l 
ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡକୁ ଦେଖି ସୁବର୍ଣ୍ଣପୁର ମାରୱାଡି ଯୁବା ମଞ୍ଚ ଓ ଜିଲ୍ଲା ଟ୍ରକ ମାଲିକ ସଂଘ ପକ୍ଷରୁ ଜଳଦାନ ସେବା ବ୍ୟବସ୍ଥା କରାଯାଉଛି l ମହୋତ୍ସବର ମୁଖ୍ୟ କମିଟି,ଅର୍ଥ କମିଟି,ଯଜ୍ଞ କମିଟି,ବତିଶ ବେଶ ସଞ୍ଚାଳନ କମିଟି,ଅନ୍ନଯଜ୍ଞ କମିଟି,ନାମଯଜ୍ଞ କମିଟି,ଜଳ ଓ ପରିମଳ କମିଟି ସହ ସ୍ୱଚ୍ଛ ଭାରତ, କଲେଜ ଏନ୍ ସି ସି ଓ ପ୍ରଚାର ପ୍ରସାର କମିଟିର ସମସ୍ତ ସଦସ୍ୟଙ୍କ ସକ୍ରିୟ କାର୍ଯ୍ୟ ସମ୍ପାଦନା ଯୋଗୁଁ ଦୀର୍ଘ ଛଅଦିନ ଧରି ମହୋତ୍ସବ ଶାନ୍ତି ଶୃଙ୍ଖଳା ରେ ଆଗେଇ ଚାଲିଛି l ଆରମ୍ଭରୁ ଆଜିଯାଏଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ଯଜ୍ଞସ୍ଥଳୀ ଉତ୍ସବମୁଖର ହୋଇଉଠିଥିବାବେଳେ ଭିନ୍ନ ଏକ ଆଧ୍ୟାତ୍ମିକ ପରିବେଶ ମହୋତ୍ସବକୁ ସଫଳ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like