-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଗ୍ରାମରେ ଚାଲିଥିବା ଚବିଶ ପ୍ରହରୀ ନାମଯଜ୍ଞ ଉଦଯାପିତ

24-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମରେ ଚାଲିଥିବା ଚବିଶ ପ୍ରହରୀ ନାମଯଜ୍ଞ ଉଦଯାପିତ ହୋଇଯାଇଛି । ଡୁଙ୍ଗୁରିପାଲି ଗ୍ରାମରେ ଅନୁଷ୍ଠିତ ନାମଯଜ୍ଞର ଏକ ଅନନ୍ୟ ପରମ୍ପରା ଓ ଭାଇଚାରା ରହିଛି । ଏହି ନାମଯଜ୍ଞରେ ଗ୍ରାମର ହିନ୍ଦୁ ଭାଇ ଭଉଣୀ ମାନଙ୍କ ସହ ମୁସଲମାନ ଭାଇ ଭଉଣୀ ମାନେ ମଧ୍ୟ ଅଂଶ ଗ୍ରହଣ କରିବା ସହ ମୁଖ୍ୟ ଭୂମିକା ମଧ୍ୟ ଗ୍ରହଣ କରିଥାନ୍ତି । ଗତ ଗୁରୁବାର ଦିନ ସକାଳେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଦିନ ବାର ଟା ରୁ କଳିଯୁଗର ମହମନ୍ତ୍ର ହରେ କୃଷ୍ଣ ହରେ କୃଷ୍ଣ କୃଷ୍ଣ କୃଷ୍ଣ ହରେ ହରେ ହରେ ରାମ ହରେ ରାମ ରାମ ରାମ ହରେ ହରେ ଜପ ଆରମ୍ଭ ହୋଇଥିଲା । ରବିବାର ଦିନ ବାରଟା ସମୟରେ ନାମଯଜ୍ଞର ପୂର୍ଣ୍ଣାହୁତି ପଡ଼ିଥିଲା । ଏହି ନାମଯଜ୍ଞରେ ରମେଶ ସାହୁ ଓ ତାଙ୍କ ସହଧର୍ମିଣୀ ସୁସିକା ସାହୁ କର୍ତ୍ତା ଦାୟିତ୍ଵ ତୁଲାଇ ଥିବା ବେଳେ ପଣ୍ଡିତ ମିତ୍ରଭାନୁ ଦେବତା ପୂଜାକାର୍ଯ୍ୟ ସମ୍ପାଦନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଗ୍ରାମର ସଭାପତି କନ୍ଦର୍ପ ମାହର , ଉପ ସଭାପତି ନବୀନ ଚନ୍ଦ୍ର ନାୟକ ଓ ସମ୍ପାଦକ ଆନନ୍ଦ ରାମ ଡନସନା ପ୍ରମୁଖ ପରିଚାଳନା କରିଥିଲେ । ଏହି ନାମଯଜ୍ଞରେ ଡୁଙ୍ଗୁରିପାଲି ଗ୍ରାମର ମହିଳା ଓ ପୁରୁଷ ସଂକୀର୍ତ୍ତନ ଦଳ ସହ ଦୂରଦୂରାନ୍ତର ରୁ ୧୨ ଗୋଟି ବାର ଗୋଟି ସଂକୀର୍ତ୍ତନ ଦଳ ଅଂଶ ଗ୍ରହଣ କରିଥିଲେ । ନାମଯଜ୍ଞ ସମାପ୍ତ ହେବା ପରେ ବୈଠକି କୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ଅବସରପ୍ରାପ୍ତ ଶିକ୍ଷକ  ଗିରିଶ ଚନ୍ଦ୍ର ନାୟକ ଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଦଳ ନିଜ ନିଜ କଳା ପ୍ରଦର୍ଶନ କରିଥିଲେ । ଡୁଙ୍ଗୁରିପାଲି ଗ୍ରାମର ବୁଲୁ ନାୟକ , ଅଲତାପ ମହମ୍ମଦ ,ଗୋଲାପ ପାଣ୍ଡେ ଓ ସିକନ୍ଦର ଗୀଙ୍ଗରା ପ୍ରମୁଖ ଙ୍କ ସହ ଗ୍ରାମର ସମସ୍ତ ଗ୍ରାମବାସୀ ମିଶି ସମସ୍ତ କାର୍ଯ୍ୟ ତୁଲାଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like