-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସେନା ୫୦ ଘର ଖଡୁରା ସମାଜ ପକ୍ଷରୁ ଗୁଣୀ ଖାଇ ତଥା ବସନ୍ତ ମହୋତ୍ସବ ପାଳନ

24-Mar-2025



ସମ୍ୱଲପୁର:(ପ୍ରେରଣା)- ମାହେଶ୍ୱରୀ ସେନା ସମ୍ବଲପୁର ପକ୍ଷରୁ ୫୦ ଘର ଖଡୁରା ସମାଜ ଙ୍କୁ ନେଇ  ଗୁଣ୍ଡିଖାଇ ଭେଟଘାଟ ଓ ବସନ୍ତ ମହୋତ୍ସବ ଓଡିଶା ସଂସ୍କୃତିକ ସମାଜ ଗୃହରେ ସନତ ସାହୁ ଙ୍କ ଆବାହକତ୍ଵ ରେ ପାଳିତ ହୋଇଥିଲା।ଏଥିରେ ମୁଖ୍ୟ ଅଥିତି ଶ୍ରୀ ଟହଲୁ ସାହୁ ,ମୁଖ୍ୟବକ୍ତା ଶ୍ରୀ କିଶୋର ସାହୁ , ସମ୍ମାନୀତ ଅତିଥି ଭାବରେ ଗୋପୀନାଥ ସାହୁ, ପୁଷ୍ପରାଜ ପାତ୍ର,ତାରାଚନ୍ଦ ପାତ୍ର, ସୀତାରାମ ପାତ୍ର, ଚୈତନ୍ୟ ପାତ୍ର, ଜଗବନ୍ଧୁ ସାହୁ,ରାଧେୟଶ୍ୟାମ ସାହୁ, ତୋପରାଜ ସାହୁ, ପଲ୍ଲବୀ ସାହୁ, ପର୍ଶୁରାମ ପାତ୍ର, ଆନନ୍ଦ ଦାସ ପ୍ରମୁଖ ଯୋଗ ଦେଇ ମଞ୍ଚାସିନ ହୋଇ ଥିଲେ ଏଥିରେ ଗୋକୁଳାନନ୍ଦ ପାତ୍ର ସଭାପତିତ୍ୱ କରିଥିଲେ ଓ ବିଭୁଦତ୍ତସାହୁ ସଂଯୋଜନା କରିଥିଲେ। ଏହି ପରିପେକ୍ଷି ରେ ପବ୍ଲିକ ଭଏସ ସମ୍ପାଦକ ଗୋପୀନାଥ ସାହୁ ସମାଜ ର ଉନ୍ନତି କିପରି ସମ୍ଭବ ସେଥି ପ୍ରତି ପଥ ପ୍ରଦର୍ଶନ କରି ଥିଲେ।ଗୀତାବାଦ୍ୟ ସଙ୍ଗେ କବିତା ପାଠ ହୋଇ ଥିଲା । କ୍ରୀଷ୍ଣା ସାହୁ ଙ୍କୁ ଏହି ଉପଲକ୍ଷେ ଜାତିର ଗୌରବ ସମ୍ମାନ ରେ ସମ୍ମାନୀତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026

You Might Also Like