-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||     

HOME   ଜିଲ୍ଲା

ବାଇକ୍ ଦୁର୍ଘଟଣାରେ ଦୁଇ ମୃତ

24-Mar-2025



 କୁଚିଣ୍ଡା(ସିଲୁ ସୁନାନୀ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ସଇଡା ଜୁନାଡିହି ରାସ୍ତା କାଜୁ ବଗିଚା ବୁଲାଣି ସାତକମା ନିକଟରେ ଭାରସାମ୍ୟ  ହରାଇ ରାସ୍ତା କଡରେ ଏକ ଆମ୍ବଗଛ ରେ ବାଡେଇ  ହୋଇ ଏକ ବାଇକ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ରେ ଫଟାଟାଙ୍ଗର ଗ୍ରାମର ଲିଙ୍ଗ କିସାନ‌ (୧୭ବୟସ), କିରାଶାସନ ଗ୍ରାମର ବଳଦେବ ବାରିକ (୧୭ବୟସ) ମୃତ୍ୟୁ ଘଟିଥିବାବେଳେ ତାଙ୍କ ସହିତ ଅନ୍ୟ ଜଣେ ଯୁବକ ଝିରଲାପାଲି ଗ୍ରାମର ହିମାଂଶୁ ବାଘ (୨୫ବୟସ) ଗୁରୁତର ଭାବରେ ବୁର୍ଲା ଡ଼ାକ୍ତରଖାନା କୁ ଚିକିତ୍ସା ପାଇଁ ନିଆଯାଇଛି।ତାର ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି। କୁଚିଣ୍ଡା ପୋଲିସ ଏ ନେଇ  କୁଚିଣ୍ଡା ଥାନାରେ 

ରେ ମୋକଦ୍ଦମା ରୁଜ୍ଜୁ କରି ଘଟଣା ର ତଦନ୍ତ କରୁଛନ୍ତି।
ପ୍ରାପ୍ତ ଘଟଣାରୁ ପ୍ରକାଶ ଏହି ତିନିଜଣ ଯୁବକ ଏକ ହିରୋ ଏଚ ଏଫ ଡିଲକ୍ସ ଓଡି ୨୩-୦୪୧୮୨ ରେ ଦୃତ ଗତିରେ ସାତକମା ପଟକୁ ଆସୁଥିବା ସମୟରେ ରାତ୍ରୀ ପ୍ରାୟ ୭.୩୦ ସମୟରେ ସାତକମା କାଜୁ ବଗିଚା ବୁଲାଣିରେ  ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଏକ ଆମ୍ବଗଛ ରେ ବାଡେଇ ହୋଇ ଦୁର୍ଘଟଣା ଘଟିଥିଲା।କିଛି ସମୟପରେ ଖବର ପାଇ କୁଚିଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତିନି ଯୁବକଙ୍କୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନା ରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରି ଦୁଇଜଣ ଙ୍କୁ ମୃତ୍ୟୁ ହୋଇଯାଇଥିବା ଘୋଷଣା କରିଥିବାବେଳେ,ଅନ୍ୟ ଜଣେ ଝିର୍ଲାପାଲି ର ହିମାଂଶୁ ବାଗ (୨୫ ବର୍ଷ) କୁ ବୁର୍ଲା ରେଫର କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026

You Might Also Like