-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||     

HOME   ଜିଲ୍ଲା

ଝରୀଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜିନାରେ ମହା ଦୁର୍ନୀତି..

25-Mar-2025



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର) ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ସରକାରୀ ବାବୁ ମାନେ କିଭଳି ଜିଓ ଟେକ କରି ପଇସା ଗାୟବ କରିଛନ୍ତି ତାହାର ସମ୍ପୂର୍ଣ୍ଣ ତଥ୍ୟ ସାମ୍ନା କୁ ଆସିଛି। ହିତାଧିକାରୀ ମାନେ ହେଲେ କୁଟ୍ରିଛାପର ପଞ୍ଚାୟତର ମାଣିକ ଗୁଡା, କୁଟୀଧରା ଏବଂ ବନିଆଦିଗୀ ଗ୍ରାମର ସୁମିତ୍ରା ସନ୍ତା, ଚୈତନ ଗୌଡ଼ ଏବଂ ଗୋପୀ ସନ୍ତା।ହିତାଧିକାରୀ ମାନେ ଜିଲ୍ଲାପାଳଙ୍କୁ ଦେଇଥିବା ଲିଖିତ ଅଭିଯୋଗ ପ୍ରକାରେ କୁଟ୍ରିଛାପର ପଞ୍ଚାୟତର ବର୍ତ୍ତମାନ ର GRS ସାଇଲଵାଲା ଏବଂ ପୂର୍ବତନ GRS ମହୋନ ମେଲକା ଦୁଇଜଣ ମିସି ଅନ୍ୟମାନଙ୍କ ନାମ ଲଗାଇ ଟଙ୍କା ଉଠାଇ ଥିବା ସୂଚନା ଅଛି।ସୂଚନା ପ୍ରକାରେ OR-154021429 ଆଇଡି ରେ rs -19287.1 ଟଙ୍କା OR-154021429 ଆଇଡି ରେ rs -19287.1ଟଙ୍କା ଏବଂ OR-154411699 ଆଇଡି ରେ rs :-16116.1ଟଙ୍କା ମୋଟ 55,690ଟଙ୍କା ଉଠାଇଛନ୍ତି ବିଲି ବିଶେଷ ସୂତ୍ରରୁ ଜଣାପଡିଛି। ଏହି ବିଷୟରେ ଆଜି କୁ ପ୍ରାୟ 8 ମାସ ହେବ ହିତାଦିକାରୀ ମାନେ ସ୍ଥାନୀୟ ବିଡ଼ିଓ, ପଞ୍ଚାୟତ ର ପିଇଅ ଙ୍କୁ ଲିଖୀତ ଭାବରେ ଜଣାଇଥଲେ କିନ୍ତୁ ହତାଶ ହୋଇ ଶେଷରେ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ କୁ ଯାଇ ଅଭିଯୋଗ କରିଥିଲେ ଏବଂ ସୋମବାର ଦିନ ଝରିଗାଁ ବ୍ଲକ ରେ ଜିଲ୍ଲାପାଳଙ୍କ ଜୋନ ଶୁଣାଣି ଚାଲିଥିବା ସମୟରେ ମଧ୍ୟ ଲିଖିତ ଭାବରେ ପାତ୍ର ଦେଇଛନ୍ତି।ଖାଲି ଏହି 3ଜଣ ହିତାଧିକାରୀ ଙ୍କ ପଇସା ଆତ୍ମହତ୍ୟା କରିନାହାନ୍ତି ସରକାରି ବାବୁମାନେ ତଦନ୍ତ ହେଲେ ଏଭଳି ଆଉ ଅନେକ ଘଟଣା ସାମନାକୁ ଆସିବ। ବର୍ତ୍ତମାନ ଦେଖିବାକୁ ବାକି ରହିଲା ଜିଲ୍ଲା ପ୍ରଶାସନ କିଭଳି ପଦକ୍ଷେପ ନେବ ଏବଂ ନିରୀହ ହୁତାଧିକାରୀ ମାନେ ପ୍ରଧାନମନ୍ତ୍ରୀ ଅବସ୍ଥା ଯୋଜନା ରେ ଲାଭବାନ ହୋଇ ପାରିବେ। 

ବିଦ୍ର:-ଜିଓଟେକ କରି ପଇସା ଖାଇଗଲେ ସରକାରୀ ବାବୁ


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026

You Might Also Like